ଅନ୍ତର୍ଜାତୀୟ

ଭାରତ-ଆମେରିକା ପ୍ରତିରକ୍ଷା କାରବାର ୧୮ଶହ କୋଟି ଡଲାର ଛୁଇଁବ

ଓ୍ବାଶିଂଟନ,୧୯।୧୦: ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ-ଆମେରିକା ପ୍ରତିରକ୍ଷା କାରବାର ୧୮ଶହ କୋଟି ଡଲାର ଛୁଇଁବ। ଏନେଇ ପେଣ୍ଟାଗନ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୮ରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା କାରବାର ସେତେ ଭଳ ନ ଥିଲେ ବି ପରବର୍ତ୍ତୀ...

ଆଫଗାନିସ୍ତାନରେ ଦୁଇଟି ବିସ୍ଫୋରଣ: ୧୮ ମୃତ ୫୦ ଆହତ

କାବୁଲ,୧୮।୧୦: ଆଫଗାନିସ୍ତାନର ନଙ୍ଗାହାରରେ ଶୁକ୍ରବାର ହୋଇଥିବା ଦୁଇଟି ବିସ୍ଫୋରଣରେ ଅତିକମ୍‌ରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ନଙ୍ଗାହାରରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାରର ପ୍ରାର୍ଥନା ଚାଲିଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା...

ପାକିସ୍ତାନକୁ ଏଫ୍‌ଏଟିଏଫ୍‌ର ଚେତାବନୀ

ପ୍ୟାରିସ,୧୮।୧୦: କଳା ତାଲିକା ଭୁକ୍ତ ହେବାକୁ ଯାଉଥିବା ପାକିସ୍ତାନକୁ ଆଶ୍ୱସ୍ତି ମିଳିଛି। ପ୍ୟାରିସ(ଫ୍ରାନ୍ସ)ର ଫାଇନାନସିଆଲ୍‌ ଆକ୍ସନ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌) ଏଥିପାଇଁ ପାକିସ୍ତାନକୁ ଚେତାବନୀ ଦେବା ସହ ସମୟ ଦେଇଛି। ୨୦୨୦ ଫେବୃୟାରୀ ପର୍ଯ୍ୟନ୍ତ ପାକିସ୍ତାନ ଗ୍ରେ ଲିଷ୍ଟରେ ରହିବ ବୋଲି...

ବେଆଇନ ଅନୁପ୍ରବେଶ ନେଇ ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ବିଦା କଲା ମେକ୍ସିକୋ

ମେକ୍ସିକୋ,୧୮।୧୦: ବେଆଇନ ଭାବେ ଆମେରିକାରେ ପଶିବାକୁ ଯୋଜନା କରୁଥିବା ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ଭାରତ ପଠାଇଦେଇଛି ମେକ୍ସିକୋ। ଭିସା ଏବଂ ସ୍ଥାୟୀ ରହଣୀ ପାଇଁ ଆବଶ୍ୟକ କାଗଜପତ୍ର ନଥାଇ ଦେଶର ବିଭିନ୍ନ ସ୍ଥାନରେ ସେମାନେ ବେଆଇନ ଭାବେ ରହୁଥିଲେ ବୋଲି...

ସିରିଆରେ ଅସ୍ତ୍ରବିରତି ପାଇଁ ତୁର୍କୀ ରାଜି

ଆଙ୍କାରା,୧୮-୧୦(ଏଏଫ୍‌ପି):ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ ଗୁରୁବାର ସିରିଆରେ ଅସ୍ତ୍ରବିରତି ପାଇଁ ତୁର୍କୀକୁ ରାଜି କରାଇଛନ୍ତି। ସେ ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତେୟିପ୍‌ ଏର୍ଡୋଗାନ୍‌ଙ୍କୁ ଭେଟି କୁର୍ଦ୍ଦିଶ ବଳ ଉପରେ ସାମରିକ ବଳ ରୋକିବାକୁ ପରାମର୍ଶ ଦେଇଛନ୍ତି। ସମସ୍ତ ସାମରିକ ଅଭିଯାନକୁ...

ମଦିନାରେ ବସ୍‌ ଦୁର୍ଘଟଣା:ଜଣେ ଭାରତୀୟଙ୍କ ସମେତ ୩୫ ମୃତ

ରିୟାଧ,୧୮-୧୦(ଏଏଫ୍‌ପି):ସୌଦି ଆରବର ମଦିନା ସହରରେ ସଡ଼କ ଦୁର୍ଘଟଣାରେ ୩୫ ବିଦେଶୀ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ତାଙ୍କ ସ୍ତ୍ରୀ ମଧ୍ୟ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ବସ୍‌କୁ ଅନ୍ୟ ଏକ ଭାରିଯାନ ଧକ୍କା ଦେଇଥିଲା।...

ଆଳୁରେ ନିର୍ମିତ ହୋଟେଲ

ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍‌ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ...

ବହି ଦୋକାନ ଯେଉଁଠି ନାହାଁନ୍ତି କୌଣସି କର୍ମଚାରୀ…

ଦୁବାଇର ‘ବୁକ୍‌ ହିରୋ’ ନାମକ ଏକ ବହି ଦୋକାନ ରହିଛି। ଏଠାରେ କେବଳ ବହି ରହିଛି। ଲୋକେ ଦୋକାନକୁ ଯାଇ ନିଜ ପସନ୍ଦର ବହି କିଣି ଉଚିତ ଦାମ୍‌ ପୈଠ କରି ଆସିଥାନ୍ତି। ସର୍ବସାଧାରଣଙ୍କ ବିଶ୍ୱାସରେ ଏହା ପରିଚାଳିତ ହୋଇଥାଏ।...

ଏଠାରେ କୁକୁରକୁ ପୂଜା କରାଯାଇ ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳୀ କେବଳ ଭାରତରେ ପାଳନ କରାଯାଏ ନାହିଁ। ଏହା ଜାପାନ, ଗୁଆନା, ମାଲେସିୟା, ମରିସସ୍‌, ମ୍ୟାନମାର, ସିଙ୍ଗାପୁର ଆଦି ଦେଶରେ ମଧ୍ୟ ପାଳନ କରାଯାଇଥାଏ। ତେବେ ଭାରତର ପଡୋଶୀ ଦେଶ ନେପାଳରେ ଏହା ଭିନ୍ନ ଢଙ୍ଗରେ ପାଳନ...

ମୋଦିଙ୍କ ବୟାନ ପରେ ଭୟଭୀତ ପାକିସ୍ତାନ: କହିଲା, ସିନ୍ଧୁ ନଦୀକୁ ଅଟକାଇଲେ ମିଳିବ କଡ଼ା ଜବାବ

ଇସ୍‌ଲାମାବାଦ,୧୭।୧୦: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁ ନଦୀର ପାଣିକୁ ଅଟକାଇ ଦିଆଯିବା ନେଇ କହିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଏହାର ଜବାବରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡା. ମହମ୍ମଦ ଫୈଜଲ କହିଛନ୍ତି, ସିନ୍ଧୁ ହେଉଛି ଆପୋଷ...

ପାକିସ୍ତାନ ସରକାର ବନ୍ଦ କରିବାକୁ ଯାଉଛନ୍ତି ୪ଶହ ବିଭାଗ: ଫୟାଦ ଚୌଧୁରୀ

ଇସ୍‌ଲାମାବାଦ,୧୭।୧୦: ପୁଣି ଚର୍ଚ୍ଚାରେ ଇମ୍ରାନ ଖାଁଙ୍କ ସରକାରର ମନ୍ତ୍ରୀ ଫୟାଦ ଚୌଧୁରୀ। ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସୁଥିବା ଏହି ମନ୍ତ୍ରୀ ପୁଣିଥରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଏବେ ପାକିସ୍ତାନ ସରକାର ୪ଶହ...

‘ପେଟ୍‌ ବ୍ଲଡ୍‌ ବ୍ୟାଙ୍କ’

ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍‌ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ ପ୍ରାଣୀଙ୍କ ପ୍ରତି ବଢୁଥିବା ଦୁର୍ବଳତାକୁ ନଜରରେ ରଖି ଏପରି ଅଭିନବ ବ୍ୟବସ୍ଥା ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri