ଅନ୍ତର୍ଜାତୀୟ

ଚାଇନାକୁ ଟ୍ରମ୍ପ୍‌ଙ୍କ ନାଲିଆଖି

ନ୍ୟୁୟର୍କ,୨୫ା୯: ବେଜିଂର ବାଣିଜି୍ୟକ ସ୍ବେଚ୍ଛାଚାରିତା ଶେଷ ହୋଇଛି। ହଂକଂବାସୀଙ୍କ ଗଣତାନ୍ତ୍ରିକ ଉପାୟରେ ଜୀବନକୁ ଚାଇନା ସୁରକ୍ଷା ଦେଉ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ବାଣିଜ୍ୟ ଓ ହଂକଂ ପ୍ରସଙ୍ଗରେ ଚାଇନାକୁ ଏଭଳି ଭାଷାରେ ଚେତାବନୀ ଦେଇଛନ୍ତି। ଜାତିସଂଘ ସାଧାରଣ...

ପିଓକେରେ ଶକ୍ତିଶାଳୀ ଭୂକମ୍ପ:୨୬ ମୃତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୫-୯(ପି.ଟି.) :ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୨୬ ଜଣ ପ୍ରାଣ...

ସୀମା ଟପିଲେ ଟ୍ରମ୍ପ୍‌: ଟେକିବାକୁ ଯାଇ କହିଲେ,ମୋଦି ଭାରତର ଜନକ

ନ୍ୟୁୟର୍କ,୨୫-୯:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବାକୁ ଯାଇ ମର୍ଯ୍ୟାଦାର ସୀମା ଟପିଯାଇଛନ୍ତି। ୭୪ତମ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ) ପରିପ୍ରେକ୍ଷୀରେ ଦ୍ୱିପାକ୍ଷିକ ବୈଠକ ପରେ ସେ ମୋଦିଙ୍କୁ ଭାରତର ଜନକ ଭାବେ ଅଭିହିତ...

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ କନ୍ୟା ପାଦ ଆଙ୍ଗୁଳିର ନଖ ଛୁଇଁ ବରକୁ ତ୍ରିବାର ସତ୍ୟ କରିବାକୁ ହୁଏ।...

ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ...

ଏହି ମହିଳାଙ୍କ ଆଖିରୁ ଲୁହ ବଦଳରେ ବାହାରୁଛି କ୍ରିଷ୍ଟାଲ

ୟେରେଭାନ୍‌,୨୪।୯:ଆର୍ମେନିଆର ସ୍ପେଣ୍ଡରିଆନରେ ବାସ କରୁଥିବା ଜଣେ ମହିଳାଙ୍କ ଆଖିରୁ ପ୍ରତିଦିନ ଲୁହ ବଦଳରେ ୫୦ଟି କ୍ରିଷ୍ଟାଲ(ସ୍ପଟିକ) ବାହାରୁଛି। ଡାକ୍ତର ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେଟନିକ୍‌ କାଜର଼୍ୟାନ୍‌ ନାମକ ଏହି ମହିଳା ଜଣଙ୍କୁ କେଉଁ ରୋଗ ହୋଇଛି ତାହାର ସନ୍ଧାନରେ...

ନିଜ ଭାଷଣରେ ଟ୍ରମ୍ପ-ମୋଦିଙ୍କ ଭଳି ନେତାଙ୍କୁ ସ୍ତବ୍ଧ କରିଦେଲେ ୧୬ ବର୍ଷୀୟା ଝିଅ

ନ୍ୟୁୟର୍କ,୨୪।୯: ସ୍ବିଡେନର ୧୬ ବର୍ଷୀୟା ଝିଅ ଗ୍ରେଟା ଥନବର୍ଗ ଏବେ ଚର୍ଚ୍ଚାରେ। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ଗ୍ରେଟା। ଜାତିସଂଘର ମହାସଚିବ ଏଣ୍ଟିନିୟୋ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

କଶ୍ମୀରରେ ପ୍ରସଙ୍ଗରେ ଏମିତି କଥା ଶୁଣି ଚିଡିଗଲେ ଟ୍ରମ୍ପ୍‌: ଇମ୍ରାନ ରହିଲେ ଚୁପ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋମବାର ସାକ୍ଷାତ କରିଛନ୍ତି। ଆଲୋଚନାବେଳେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ଟ୍ରମ୍ପ ଏହାକୁ ଏଡାଇ ଯାଇ ଭାରତ ତୃତୀୟ ପକ୍ଷ ଏଥିରେ ସାମିଲ ହେବାକୁ ଚାହୁଁନାହିଁ...

ଅଜଣା ଲୋକଙ୍କ ସହିତ ପ୍ରତିଦିନ କରନ୍ତି ବନ୍ଧୁତା: ୪ ବର୍ଷରେ ୨୮ଶହ ବନ୍ଧୁ

ଫିଲାଡ଼େଲଫିଆ,୨୪।୯: ଆମେରିକା ଫିଲାଡ଼େଲଫିଆରେ ଜଣେ ଯୁବକ ପ୍ରତିଦିନ ଅଜଣା ଲୋକଙ୍କୁ ଭେଟି ତାଙ୍କ ସହିତ ବନ୍ଧୁତା କରିଥାନ୍ତି। ସେ ହେଉଛନ୍ତି ୨୮ ବର୍ଷ ବୟସ୍କ ରୋବ୍‌ ଲୋଲେସ୍‌। ସେ ୨୦୧୫ଠାୁ ଏଭଳି କାର୍ଯ୍ୟ ଆରମ୍ଭ କରିଛନ୍ତି। ଗତ ୪ ବର୍ଷ...

୨୦୯ ବର୍ଷ ପୁରୁଣା କବରସ୍ତାନରେ ହେବ ରେଳଷ୍ଟେଶନ: ବାହାର କରାଯିବ ୬ହଜାର ୫ଶହ ମଣିଷ କଙ୍କାଳ

ବର୍ମିଂହାମ୍‌,୨୪।୯: ବ୍ରିଟେନରେ ଏକ ୨୦୯ ବର୍ଷ ପୁରୁଣା କବରସ୍ତାନରେ ରେଳଷ୍ଟେଶନ କରାଯିବା ଳାଗି ଯୋଜନା ହୋଇଛି। ଏଠାରେ ଏଚଏସଟୁ ରେଳଷ୍ଟେଶନ ନିର୍ମାଣ କରାଯିବ। ଏଥିପାଇଁ ଏହି କବରସ୍ତାନରୁ ୬ ହଜାର ୫ ଶହ ମଣିଷ କଙ୍କାଳ ବାହାର କରାଯିବ ବୋଲି...

ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ଆଇଏସ୍‌ଆଇ: ମାନିଲେ ଇମ୍ରାନ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା। ଏନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ନ୍ୟୁୟର୍କର ସେଣ୍ଟର ଫର୍‌ ଫରେନ୍‌ ରିଲେଶନ୍‌ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୂଚନା ଦେଇଛନ୍ତି। ଏଥିରେ ପାକିସ୍ତାନ ସୈନ୍ୟ ବାହିନୀ...

ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଯଦି ନିରପେକ୍ଷ ଭାବରେ ବିଚାର କରାଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri