ଅନ୍ତର୍ଜାତୀୟ

ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ ଦେବାକୁ ୟୁଏନଏସସିକୁ ଚିଠି ଲେଖିଥିଲା। କିନ୍ତୁ ୟୁଏନଏସସି ଅଧ୍ୟକ୍ଷ ଜୋଆନା ରୋନେକା ଏନେଇ...

ଇମ୍ରାନଙ୍କ ଧମକ: କହିଲେ, ଭାରତ ସହ ଯୁଦ୍ଧ ଚାହୁଁନୁ, ସୁଯୋଗ ମିଳିଲେ ଦେବୁ ଦୃଢ ଜବାବ

ଇସଲମାବାଦ୍‌,୯।୮: ଜମ୍ମୁ-କଶ୍ମୀରୁ ୩୭୦ ଉଚ୍ଛେଦ ପରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଭାରତଠାରୁ ବ୍ୟାପାରିକ ଏବଂ କୁଟନୈତିକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତ ସହ ଆମେ ଯୁଦ୍ଧ ଚାହୁଁନାହୁଁ, କିନ୍ତୁ ସୁଯୋଗ ମିଳିଲେ ଦୃଢ ଜବାବ ଦେବୁ ବୋଲି ପାକିସ୍ତାନ...

ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା କାଲିମାଣ୍ଟନ, ପୂର୍ବ କାଲିମାଣ୍ଟନ କିମ୍ବା ଦକ୍ଷିଣ କାଲିମାଣ୍ଟନରେ ପ୍ରତିଷ୍ଠିତ ହେବା ନେଇ ସେ...

ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷେକ ମଧ୍ୟରେ ହଜାର ହଜାର...

ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍‌

ଇସ୍‌ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ ସମୁଦାୟର ନୈତିକ ସାହସ ଥିଲେ ଭାରତର ଏଭଳି ପଦକ୍ଷେପକୁ ବନ୍ଦ କରୁ ବୋଲି...

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍‌ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ...

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ଗୁରୁବାର କହିଛନ୍ତି। ବୁଧବାର ପାକିସ୍ତାନ ଭାରତୀୟ ଉଚ୍ଚାୟୁକ୍ତଙ୍କୁ...

‘ଆମେ ଶାନ୍ତିରେ ବଞ୍ଚତ୍ପାରିବା’

ଲଣ୍ଡନ,୯।୮:କଶ୍ମୀର ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଆମେ ଶାନ୍ତିରେ ବଞ୍ଚତ୍ପାରିବା। କେହି କାହାକୁ ଆଘାତ ଦେବା ବା କ୍ଷତି ପହଞ୍ଚାଇବା ଅନାବଶ୍ୟକ ବୋଲି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ପାକିସ୍ତାନର ଶିକ୍ଷା ଅଧିକାର କର୍ମୀ ମଲାଲା ୟୁସୁଫ୍‌ଜାଇ ଗୁରୁବାର...

ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ...

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି। ଏହାକୁ ରୋଭରର ‘ଆଏ’ ଟେଷ୍ଟ କୁହାଯାଉଛି। ଏଥିରେ ଓ୍ବାଇଡ- ଆଙ୍ଗଲ୍‌ ଲ୍ୟାଣ୍ଡ୍‌ସ୍କେପ ଓ...

ତିନି କପ୍‌ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ

ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍‌ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି କପରୁ ବେଶି କଫି ପିଇବେ ସେହିଦିନ ମାଇଗ୍ରେନର ଶିକାର ହେବା ସହ ତା’...

ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ

ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ ତଥ୍ୟ ଦି ଇଣ୍ଟରନ୍ୟାଶନାଲ ଜର୍ନାଲ ଅଫ୍‌ ଏପିଡେମିଓଲୋଜିରେ ପ୍ରକାଶ ପାଇଛି। ଗବେଷଣାରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri