ଅନ୍ତର୍ଜାତୀୟ

ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ

ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍‌ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ...

ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ: ୨୦ ମୃତ

ଓ୍ବାଶିଂଟନ,୪।୮: ଆମେରିକା ଟେକ୍ସାସ୍‌ରେ ଥିବା ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ ଘଟି ୨୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୬ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଷ୍ଟୋରରେ କିଛି ସନ୍ଦିଗ୍ଧ ଥିବା...

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌...

ପ୍ରଧାନମନ୍ତ୍ରୀ ହେବାର ବର୍ଷପୂର୍ତ୍ତି ଅବସରରେ ଦେଶକୁ ସମ୍ବୋଧନ କରିବେ ଇମ୍ରାନ୍‌

ଇସଲାମାବାଦ,୩।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କାର୍ଯ୍ୟକାଳକୁ ଅଗଷ୍ଟ ୧୮ରେ ବର୍ଷେ ପୂରିବ। ଏହି ଅବସରରେ ସେ ତାଙ୍କର ବର୍ଷକର କାର୍ଯ୍ୟକାଳକୁ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏଥିଲାଗି ସେ ସବୁ ମନ୍ତ୍ରୀ ଓ ସବୁ ବିଭାଗକୁ ବର୍ଷକର ରିପୋର୍ଟ...

ଆଫଗାନିସ୍ତାନ ସଂଘର୍ଷରେ ଗୋଟିଏ ମାସରେ ୧୫ଶହ ନାଗରିକ ମୃତ

କାବୁଲ,୩।୮: ଆଫଗାନିସ୍ତାନ ସଂଘର୍ଷକୁ ନେଇ ଏବେ ଜାତିସଂଘ ଏକ ରିପୋର୍ଟ ପ୍ରକାଶ କରିଛି। ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ଉକ୍ତ ରିପୋର୍ଟ ଅନୁଯାୟୀ, ଆଫଗାନିସ୍ତାନରେ ହୋଇଥିବା ସଂଘର୍ଷରେ ଗୋଟିଏ ମାସରେ ପାଖାପାଖି ୧୫ଶହ ନାଗରିକଙ୍କ ମୃତ୍ୟୁ ହେଲାଣି। ତେବେ ଜୁଲାଇ...

ଦୁର୍ଘଟଣାଗ୍ରସ୍ତ କାର୍‌ରେ ୬ଦିନ ପର୍ଯ୍ୟନ୍ତ ବର୍ଷା ପାଣି ପିଇ ବଞ୍ଚିଥିଲେ ମହିଳା

ବ୍ରୁସସେଲସ୍‌,୩।୮: କଥାରେ ଅଛି ରଖିଲେ ହରି ମାରିବ କିଏ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବେଲଜିୟମ୍‌ର ଲିଜ୍‌ ନାମକ ଏକ ଅଞ୍ଚଳରେ। ଦୁର୍ଘଟଣାରେ ଆହତ ହୋଇଥିବା ଜଣେ ମହିଳା ୬ଦିନ ପର୍ଯ୍ୟନ୍ତ କାର୍‌ରେ ଫଶି ରହିଥିଲେ। ସେହି...

ପାକିସ୍ତାନରେ ତାଲିବାନର ତୋଗଲକୀ ଆଦେଶ: ଶିଶୁଙ୍କୁ ଦିଆଯିବ ନି ପୋଲିଓ ବୁନ୍ଦା; ଅବମାନନା କଲେ ଭୋଗିବାକୁ ପଡ଼ିବ ପରିଣାମ

ଇସଲାମାବାଦ୍‌,୩।୮: ପାକିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ତୋଗଲକୀ ଆଦେଶ ଜାରି ହୋଇଛି। ମହିଳାଙ୍କୁ ଏକୁଟିଆ ବାହାରକୁ ଯିବା ପାଇଁ ବାରଣ କରାଯିବା ସହିତ ଅଧିକ ସାଉଣ୍ଡ ଦେଇ ଡିଜେ ବଜାଇବା ତଥା ଶିଶୁଙ୍କୁ ପୋଲିଓ ବୁନ୍ଦା ନ ଦେବାକୁ...

ୟେମେନ୍‌ରେ ଅଲ୍‌-କାଏଦା ଆକ୍ରମଣ: ୧୯ ସୈନିକ ମୃତ

ସାନା,୩।୮: ୟେମେନ୍‌ରେ ଅଲ୍‌-କାଏଦା ଆତଙ୍କବାଦୀ ସଂଗଠନର ଆକ୍ରମଣରେ ୧୯ ସୈନିକଙ୍କ ମୃତ୍ୟୁ ଘଟିଛି। ଏଥିରେ କିଛି ସୈନ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ ୟେମେନ୍‌ର ଆବୟାନ୍‌ ପ୍ରଦେଶର ଅଲ୍‌-ମହଫାଦ୍‌ ଅଞ୍ଚଳରେ ଥିବା ସୈନ୍ୟ...

ଭାରତୀୟ ବଂଶୋଦ୍ଭବଙ୍କୁ ମିସ୍‌ ଇଂଲଣ୍ଡ ମୁକୁଟ

ଲଣ୍ଡନ: ଭାରତୀୟ ବଂଶୋଦ୍ଭବ ୨୩ବର୍ଷୀୟା ଡାକ୍ତର ଭାଷା ମୁଖାର୍ଜୀ ମିସ୍‌ ଇଂଲଣ୍ଡ ମୁକୁଟ ବିଜୟିନୀ ହୋଇଛନ୍ତି। ଇଂଲଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ୧୨ଜଣ ମଡେଲଙ୍କୁ ପଛରେ ପକାଇ ସେ ମୁକୁଟ ଜିତିଛନ୍ତି। ଭାଷା ଦୁଇଟି ପୃଥକ୍‌ ମେଡିକାଲ ଡିଗ୍ରୀ ହାସଲ କରିବା...

ଯୋଡ଼ାମୁଣ୍ଡ ଶିଶୁ ଅଲଗା ହେଲେ

ଢାକା: ହଙ୍ଗେରୀର ଏକ ଚିକିତ୍ସକ ଦଳ ସଫଳତାର ସହିତ ବାଂଲାଦେଶର ମୁଣ୍ଡଯୋଡା ଯମଜ ଶିଶୁଙ୍କୁ ଅଲଗା କରିବାରେ ସଫଳ ହୋଇଛନ୍ତି। ଏଥିପାଇଁ ଉକ୍ତ ଡାକ୍ତରୀ ଟିମ୍‌କୁ ୩୩ଘଣ୍ଟାର ପରିଶ୍ରମ କରିବାକୁ ପଡିଥିଲା। ଉଭୟ ଶିଶୁଙ୍କ ଖପୁରି ଯୋଡି ହୋଇ ରହିଥିଲା।...

ଇଣ୍ଡୋନେସିଆରେ ଆସିପାରେ ସୁନାମି

ଜାକର୍ତ୍ତା,୨।୮: ଇଣ୍ଡୋନେସିଆର ସୁମାତ୍ରା ଓ ଜାଭା ଉପକୂଳରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୮। ସ୍ଥାନୀୟ ସମୟ ଅନୁଯାୟୀ ସନ୍ଧ୍ୟାରେ ଏହା ଅନୁଭୁତ ହୋଇଥିବା ବେଳେ ସୁନାମି ସତର୍କତା ଜାରି...

ବିମାନରେ ଜିନିଷ ରଖିବା ସ୍ଥାନରେ ଏୟାର ହୋଷ୍ଟେସ୍‌ଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଯାତ୍ରୀ

ନାଶଭିଲେ: ବିମାନରେ ଜିନିଷ ରଖୁଥିବା ସ୍ଥାନରେ ଯଦି ଆପଣ ମଣିଷ ଶୋଇଥିବା ଦେଖିବେ ତାହାଲେ ଆପଣଙ୍କ ପ୍ରତିକ୍ରିୟା କ’ଣ ରହିବ। ଠିକ୍‌ ସେହିଭଳି ଘଟଣା ଦେଖିବାକୁ ମିଳିଛି ଦକ୍ଷିଣ ପଶ୍ଚିମ ଏୟାରଲାଇନ୍ସରେ ଥିବା ଯାତ୍ରୀଙ୍କ ମଧ୍ୟରେ। ଆମେରିକା ନାଶଭିଲେରୁ ଫିଲାଡେଲଫିଆକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri