ଅନ୍ତର୍ଜାତୀୟ

ସ୍ମୃତିଶକ୍ତି ବୃଦ୍ଧି କରିବାକୁ ଚାହୁଁଥିଲେ ମନେ ମନେ ଗାଆନ୍ତୁ ଗୀତ

ବୟସର ମଧ୍ୟବର୍ତ୍ତୀ ସୋପାନରେ ପହଞ୍ଚିବା ପରେ ଶାରୀରିକ ଏବଂ ମାନସିକ ରୂପରେ ଧୀରେ ଧୀରେ ମଣିଷ ଦୁର୍ବଳ ହୋଇପଡ଼େ। ଏସମୟରେ ଅନେକଙ୍କ କ୍ଷେତ୍ରରେ ସ୍ମୃତି ଶକ୍ତି ହ୍ରାସ ହେବା ଭଳି ସମସ୍ୟା ଦେଖାଯାଏ। ସ୍ବିଡେନ୍‌ରେ ୮୦୦ ମହିଳାଙ୍କ ଉପରେ ଏକ...

ଏହି ଚାଉଳ ଖାଇଲେ ବଢ଼େ ଡାଇବେଟିସ୍‌…

ଧଳା ଚାଉଳ ଭାତ ଖାଇବାକୁ କେତେକ ଭଲ ପାଆନ୍ତି। ଏହା ରୁଚିକର। କିନ୍ତୁ ଧଳା ଚାଉଳ ଡାଇବେଟିସ୍‌ ଟାଇପ୍‌-୨ ବୃଦ୍ଧି କରିଥାଏ। ଦିନକୁ ୧୬୦ ଗ୍ରାମ୍‌ ଧଳା ଚାଉଳର ଭାତ ଖାଉଥିବା ବ୍ୟକ୍ତିଙ୍କଠାରେ ଡାଇବେଟିସ୍‌ ଟାଇପ୍‌-୨ ପ୍ରାୟ ୧୧ ଶତକଡ଼ା...

ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍‌ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ...

ମୋଦିଙ୍କ ବିରୋଧରେ ସ୍ବର ନ ଉଠାଇବାକୁ ଇମ୍ରାନଙ୍କୁ କହିଲେ ମୁସଲମାନ ଦେଶ

ଇସ୍‌ଲାମାବାଦ,୧୬।୯: ବିଶ୍ୱର ପ୍ରଭାବଶାଳୀ ମୁସଲମାନ ଦେଶ ପାକିସ୍ତାନକୁ ଭାରତ ବିରୋଧରେ ସ୍ବର ଉଠାଇବାକୁ ବାରଣ କରିଛନ୍ତି। ସେମାନେ କହିଛନ୍ତି ଭାରତ ବିରୋଧରେ କହିବା ଅପେକ୍ଷା ଭାରତ ସହ ବ୍ୟାକଡୋର ଡିପ୍ଲୋମାସି ଆରମ୍ଭ କରିବା ଦରକାର। ଏହାସହ ମୋଦିଙ୍କ ବିରୋଧରେ ପାକିସ୍ତାନ...

ଶହେ ବର୍ଷରେ ପୃଥିବୀକୁ ଧକ୍କା ଦେବେ ୯ଶହ ଗ୍ରହାଣୁ

ଓ୍ବାଶିଂଟନ,୧୬।୯ : ଆସନ୍ତା ଶହେ ବର୍ଷ ମଧ୍ୟରେ ପୃଥିବୀକୁ ୯ ଶହ ଗ୍ରହାଣୁ ଧକ୍କା ଦେବାର ସମ୍ଭାବନା ରହିଛି। ଏହାଦ୍ୱାରା ପୃଥିବୀର ଜୀବଜଗତ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏନେଇ ୟୁରୋପିଆନ୍‌ ସ୍ପେସ୍‌ ଏଜେନ୍ସି ପକ୍ଷରୁ ସୂଚନା...

ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀଙ୍କ ଧର୍ମଘଟ: ଟ୍ରମ୍ପ୍‌ଙ୍କ ଚିନ୍ତା ବଢ଼ିଲା

ଓ୍ବାଶିଂଟନ, ୧୬।୯ : ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀ ସୋମବାରଠାରୁ ଧର୍ମଘଟ ଆରମ୍ଭ କରିଛନ୍ତି। କର୍ମଚାରୀମାନେ ଜେନେରାଲ ମୋଟର କମ୍ପାନୀ ବିରୋଧରେ ଧର୍ମଘଟ କରିଛନ୍ତି। କମ୍ପାନୀ ଗତ ୪ ବର୍ଷ ଧରି କର୍ମଚାରୀଙ୍କ ସହିତ କରିଥିବା ବିଭିନ୍ନ...

ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ ଖଣ୍ଡନ କରିଛି। ଅନ୍ୟପକ୍ଷରେ ଯୁଦ୍ଧ ପାଇଁ ଇରାନ ଧମକ ଦେଇଛି। ଉପସାଗରୀୟ ଅଞ୍ଚଳରେ...

ହଂକଂରେ ବିକ୍ଷୋଭ ବେଳେ ପୁଣି ହିଂସା

ହଂକଂ,୧୬ା୯(ଏଏଫ୍‌ପି): ଦୀର୍ଘଦିନ ଧରି ହଂକଂରେ ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ରବିବାର ପୁଣିଥରେ ହିଂସାତ୍ମକ ରୂପ ନେଇଛି। ଗଣତନ୍ତ୍ର ସପକ୍ଷବାଦୀ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ହଂକଂର ଦଙ୍ଗା ନିୟନ୍ତ୍ରଣ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିବା ସହ ପାଣିମାଡ଼ କରିଛି।...

ଭାରତ ସମର୍ଥନରେ ବ୍ରିଟିଶ୍‌ ଏମ୍‌ପି: କହିଲେ, ପିଓକେ ଖାଲି କରୁ ପାକିସ୍ତାନ

ଲଣ୍ଡନ, ୧୫।୯: କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଦେଇଛନ୍ତି ବ୍ରିଟିଶ ଏମ୍‌ପି ବବ୍‌ ବ୍ଲାକ୍‌ମ୍ୟାନ୍‌। ସେ କହିଛନ୍ତି, ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଭାରତର ଅଭିନ୍ନ ଅଙ୍ଗ। ତେଣୁ ପାକିସ୍ତାନ ତୁରନ୍ତ ତାକୁ ଖାଲି କରୁ ବୋଲି ସେ ମତ ଦେଇଛନ୍ତି।...

ପାକିସ୍ତାନରେ ହିନ୍ଦୁ ଶିକ୍ଷକଙ୍କ ଉପରେ ଆକ୍ରମଣ, ମନ୍ଦିର ଭଙ୍ଗାରୁଜା

ଇସ୍‌ଲାମାବାଦ୍‌,୧୫।୯: ପାକିସ୍ତାନରେ ପୁଣି ହିନ୍ଦୁଙ୍କ ଉପରେ ଆକ୍ରମଣ। ସିନ୍ଧ୍‌ ପ୍ରାନ୍ତରେ ଜଣେ ହିନ୍ଦୁ ଶିକ୍ଷକଙ୍କ ଉପରେ କିଛି କଠୋରପନ୍ଥୀ ବ୍ୟକ୍ତି ଆକ୍ରମଣ କରିଛନ୍ତି। ସେଠାରେ ଥିବା ଏକ ମନ୍ଦିରରେ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଏସବୁ ଦେଖି ସ୍ଥାନୀୟ ପୋଲିସ ନୀରବ...

ଡାକ୍ତରଙ୍କ ମୃତ୍ୟୁ ପରେ ଘରୁ ମିଳିଲା ୨ହଜାରରୁ ଅଧିକ ଭ୍ରୁଣ

ଓ୍ବାଶିଂଟନ,୧୫।୯: ଓ୍ବିଲ କାଉଣ୍ଟି ଶୋରିଫ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ଏକ ସୂଚନା ଅନୁଯାୟୀ, ଜଣେ ଡାକ୍ତରଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ପ୍ରାୟ ୨ହଜାର ୨ଶହ ସଂରକ୍ଷିତ ଭ୍ରୁଣ ଉଦ୍ଧାର କରାଯାଇଛି। ଡାକ୍ତର ଜଣକ ଗର୍ଭପାତ କରାଉଥିବା ବେଳେ ତାଙ୍କ...

ଚୋରି ହେଲା ୩୫କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ସୁନା ନିର୍ମିତ ଟଏଲେଟ୍‌

ଲଣ୍ଡନ,୧୫।୯:ବ୍ରିଟେନର ଅକ୍ସଫୋର୍ଡଶାୟରରେ ଥିବା ବ୍ଲେନହେମ୍‌ ପ୍ୟାଲେସ୍‌ରେ ଥିବା ୩୫କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ସୁନା ନିର୍ମିତ ଟଏଲେଟ୍‌ଟି ଚୋରି ହୋଇଯାଇଛି। ୧୮ କ୍ୟାରେଟ୍‌ ସୁନାରେ ନିର୍ମିତ ଏହି ଟଏଲେଟଟି ଇଟାଲୀର ଜଣେ କଳାକାର ମ୍ୟାରିଜିଓ କ୍ୟାଟେଲେନ୍‌ ନିର୍ମାଣ କରିଥିଲେ। ଶନିବାର ଭୋର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri