ଅନ୍ତର୍ଜାତୀୟ

ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର ବୈଜ୍ଞାନିକଙ୍କ ନଜର ଚନ୍ଦ୍ର ଉପରେ ଥିବା ବେଳେ ପାକିସ୍ତାନ କିନ୍ତୁ ଏହାକୁ ନେଇ...

ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ପୁଣି କହିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣିଥରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦୁଇ ଦେଶ ମଧ୍ୟରେ ଗତ ୨ ସପ୍ତାହ ମଧ୍ୟରେ ଉତ୍ତେଜନା କମିଛି। ତେବେ ଏହି ପ୍ରସଙ୍ଗରେ ଯଦି ମଧ୍ୟସ୍ଥତା ଲୋଡ଼ାଯାଏ ସେଥି...

ଭାରତରେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର: ଆତଙ୍କବାଦୀ ସଂଗଠନ ସହିତ ଆଇଏସ୍‌ଆଇର ଗୁପ୍ତ ବୈଠକ

ଇସଲାମାବାଦ୍‌,୧୦।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିବା ସହିତ ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚୁଛି। ଏନେଇ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ ପାକିସ୍ତାନ ଗୋଇନ୍ଦା...

ଇସ୍ରୋକୁ ପାକ୍‌ ମହାକାଶଚାରୀଙ୍କ ଅଭିନନ୍ଦନ

କରାଚୀ,୧୦ା୯(ପି.ଟି.)-କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ-ପାକ୍‌ ମଧ୍ୟରେ ବାକ୍‌ଯୁଦ୍ଧ ଲାଗିରହିଥିବାବେଳେ ଚନ୍ଦ୍ରୟାନ-୨ ମିଶନ ପାଇଁ ପାକିସ୍ତାନର ପ୍ରଥମ ମହିଳା ମହାକାଶଚାରୀ ନମିରା ସଲିମ୍‌ ଭାରତ ଓ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି। ଚନ୍ଦ୍ରପୃଷ୍ଠରେ ଅବତରଣ ଉଦ୍ୟମ ଦକ୍ଷିଣ ଏସିଆ ଏବଂ ସମଗ୍ର ବିଶ୍ୱ...

ମାଗ୍‌ସେସେ ପୁରସ୍କାର ପାଇଲେ ରବୀଶ କୁମାର

ମାନିଲା, ୧୦ା୯ (ପି.ଟି.): ଏନ୍‌ଡିଟିଭି ଇଣ୍ଡିଆର ବରିଷ୍ଠ କାର୍ଯ୍ୟ ନିର୍ବାହୀ ସମ୍ପାଦକ ରବୀଶ କୁମାରଙ୍କୁ ସୋମବାର ଫିଲିପାଇନ୍ସର ରାଜଧାନୀ ମାନିଲାରେ ୨୦୧୯ର ସମ୍ମାନଜନକ ରାମୋନ୍‌ ମାଗ୍‌ସେସେ ପୁରସ୍କାର ପ୍ରଦାନ କରାଯାଇଛି। ଭାରତର ଜଣେ ସୁଦକ୍ଷ ଟିଭି ସାମ୍ବାଦିକ ଭାବେ ସେ...

କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦିଅ

ଜେନିଭା,୧୦ା୯(ପି.ଟି.)-୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଓ ପାକ୍‌ପଟୁ ଦେଖାଦେଇଥିବା ବିପଦକୁ ନେଇ ଜାତିସଂଘ ମାନବାଧିକାର ସୁରକ୍ଷା କମିଶନ (ୟୁଏନ୍‌ଏଚ୍‌ଆର୍‌ସି) ଚିନ୍ତାବ୍ୟକ୍ତ କରିଛନ୍ତି। ଭାରତ ଓ ପାକିସ୍ତାନ କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦେବା ଲାଗି ସୋମବାର ୟୁଏନ୍‌ଏଚ୍‌ଆର୍‌ସି ମୁଖ୍ୟ...

କେବଳ ବିବାହ ଦିନ ସ୍ନାନ କରନ୍ତି ଏହି ମହିଳା

ଆଫ୍ରିକାର ଉତ୍ତର-ପଶ୍ଚିମରେ ଥିବା ନାମିବିୟାର କୁନେର ଅଞ୍ଚଳରେ ବସବାସ କରନ୍ତି ହୁମ୍ବା ଜନଜାତି। ଏହି ଜନଜାତିର ମହିଳାମାନେ ଜୀବନରେ କେବଳ ଥରଟିଏ ଗାଧାନ୍ତି। ଏହା ସେମାନଙ୍କର ପରମ୍ପରା। କେବଳ ବିବାହ ଦିନ ହିଁ ଏମାନେ ସ୍ନାନ କରିଥାଆନ୍ତି। ହେଲେ ଏମାନେ...

ଗରିବ ପିଲାଙ୍କ ପାଇଁ ଝୁମ୍ପୁଡି ବସ୍ତିରେ ସ୍କୁଲ ଖୋଲିରେ ୧୨ ବର୍ଷର ଛାତ୍ର

ଆର୍ଜେଣ୍ଟିନାର ସାନ୍‌ଜୁଆନ୍‌ ସ୍ଥିତ ୧୨ ବର୍ଷୀୟ ଲିଓନାର୍ଡୋ ନିକାନୋର୍‌ ନିଜେ ପଢ଼ିବା ସହ ଗରିବ, ଅସହାୟ, ନିରାଶ୍ରୟ ପିଲାଙ୍କୁ ପଢ଼ାଇବାର ଏକ ଗୁରୁଦାୟିତ୍ୱ ବହନ କରିଛନ୍ତି। ପିଲାଦିନୁ ସେ ଖୁବ୍‌ ପଢ଼ାପ୍ରିୟ। ବର୍ତ୍ତମାନ ଏକ ସେକେଣ୍ଡାରୀ ସ୍କୁଲ୍‌ର ଛାତ୍ର ମଧ୍ୟ।...

ଗୋଟିଏ ମିନିଟ୍‌ରେ ଜୀବନ ନେଇଯାଏ ଏହି ମଶା

ଚାଇନାର ସିଚୁଆନ୍‌ରେ ଦେଖାଯାଉଥିବା ଏକ ମଶାର ନାଁ ହେଉଛି ହୋଲୋରୁସିଆ ମିକାଡୋ। ଦୁନିଆରେ ଦେଖାଯାଉଥିବା ୩୫୦୦ ପ୍ରଜାତିର ମଶାଙ୍କ ମଧ୍ୟରୁ ଏହା ଗୋଟିଏ। ଦେଖିବାକୁ ଏହାର ଆକାର ଖୁବ୍‌ ବଡ଼। ମଶା ଯେତେବେଳେ ନିଜ ଡେଣା ଖୋଲେ ତା’ର ଆକାର...

ଗୋଟିଏ ଦିନରେ ୟୁଏନ୍‌ ଆସେମ୍ଲିକୁ ସମ୍ବୋଧିତ କରିବେ ମୋଦି-ଇମ୍ରାନ

ନ୍ୟୁୟର୍କ,୯।୯: ୟୁଏନ୍‌ ଜେନରାଲ ଆସେମ୍ଲିର ଅଧିବେଶନ ସେପ୍ଟେମ୍ବର ୨୭ରେ ହେବ। ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏନ୍‌ ଜେନରାଲ ଡିବେଟ୍‌ର ୭୪ତମ ଅଧିବେଶନକୁ ସମ୍ବୋଧିତ କରିବେ। ତେବେ ଏହି ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ମଧ୍ୟ ଉପସ୍ଥିତ...

ଏକ ପ୍ଲେଟ କବାବ ମଗାଇଲେ ମହିଳା: କ୍ରେଡିଟ କାର୍ଡରୁ କଟିଗଲା୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଜେରୁଜେଲମ,୯।୯: ଆମେରିକାର ଜଣେ ମହିଳା ପର୍ଯ୍ୟଟକ ଏକ ପ୍ଲେଟ କବାବ ପାଇଁ ୨ଲକ୍ଷ ୭ହଜାର ଟଙ୍କା ଦେଇଥିବା ଘଟଣା ସମ୍ନାକୁ ଆସିଛି। ଏହି ଘଟଣା ଘଟିଛି ଇସ୍ରାଏଲ୍‌ ଜେରୁଜେଲମ ସହରର ଏକ ରେଷ୍ଟୁରାଣ୍ଟରେ। ଜେରୁଜେଲମରେ ଥିବା ଓଲ୍ଡ ସିଟି ଶବରମା...

ପାକିସ୍ତାନ ସରକାରଙ୍କୁ ଡ୍ୟାନ୍ସର ଭରସା

ଇସ୍‌ଲାମାବାଦ,୯।୯: ପାକିସ୍ତାନ ଏବେ କାଙ୍ଗାଳ ହୋଇଯାଇଛି ବୋଲି ସାରା ବିଶ୍ୱରେ ଆଲୋଚନା ହେଉଛି। ଏଠାକାର ଅର୍ଥନୀତି ଏମିତି ବିଗିଡି ଯାଇଛି ଯେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରୁ ମୁକ୍ତି ପାଇଁ ନିକଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri