ଅନ୍ତର୍ଜାତୀୟ

ପାକିସ୍ତାନରେ ପହଞ୍ଚିଲେ ୧୭ ଜଣିଆ ଆମେରିକା ପ୍ରତିନିଧି ଦଳ

ଇସଲାମାବାଦ୍‌,୭।୯: ପାକିସ୍ତାନରେ ଆମେରିକାର ୧୭ ଜଣିଆ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଶନିବାର ପାକିସ୍ତାନରେ ପହଞ୍ଚିଥିବା ପ୍ରତିନିଧି ଦଳ ଆଫଗାନିସ୍ତାନ ସମସ୍ୟା ନେଇ ପାକିସ୍ତାନ ପ୍ରତିପକ୍ଷଙ୍କ ସହିତ ବିସ୍ତୃତ ଆଲୋଚନା କରିବେ। ୧୮ ବର୍ଷ ଧରି ଆଫଗାନିସ୍ତାନରେ ଚାଲିଥିବା ଗୃହଯୁଦ୍ଧର ଅବସାନ...

ଆଫଗାନିସ୍ତାନ ସୈନ୍ୟଙ୍କ କବଜାରେ ଓ୍ବାରଦୋଜ୍‌ ଜିଲା: ଶହେ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ୍‌,୭।୯: ଆଫଗାନିସ୍ତାନ ସୈନ୍ୟ ବାହିନୀ ଉତ୍ତର-ପୂର୍ବ ଅଞ୍ଚଳରେ ଥିବା ଓ୍ବାରଦୋଜ୍‌ ଜିଲାକୁ ନିଜ କବଜାକୁ ନେଇଛନ୍ତି। ଏହି ଘଟଣାରେ ଶହେ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ସୈନ୍ୟ ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଦୀର୍ଘ ସମୟ ଧରି ଲଢ଼େଇ ଜାରି...

ଆମେରିକା ଯିବେ ନାହିଁ ଆଫଗାନ ରାଷ୍ଟ୍ରପତି

କାବୁଲ,୭।୯: ଆଫଗାନୀସ୍ତାନର ରାଷ୍ଟ୍ରପତି ଅଶରଫ ଗନି ଶନିବାର ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେ ଆମେରିକରା ଗସ୍ତ କରୁ ନାହାଁନ୍ତି ବୋଲି ଜଣାପଡିଛି। ଗନିଙ୍କ ସହ ୧୩ଜଣ ସଦସ୍ୟ ବିଶିଷ୍ଟ ଏକ ପ୍ରତିନିଧି ମଣ୍ଡଳ ମଧ୍ୟ ଗସ୍ତ...

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ ଭାରତକୁ ଅଟ୍ଟହାସ୍ୟ କରିଛି। ପାକିସ୍ତାନର ମନ୍ତ୍ରୀ ଫୟାଦ ଚୌଧୁରୀ ଟୁଇଟ୍‌ କରି କହିଛନ୍ତି,‘ଯେଉଁକାମ...

ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ମୁଗାବେଙ୍କ ପରଲୋକ

ହାରାରେ, ୭ା୯(ପି.ଟି.): ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ରବର୍ଟ ମୁଗାବେ(୯୫)ଙ୍କ ପରଲୋକ ହୋଇଯାଇଛି। ଏନେଇ ଦେଶର ରାଷ୍ଟ୍ରପତି ଇମର୍‌ସନ୍‌ ନାଙ୍ଗଗ୍ବା ଶୁକ୍ରବାର ଘୋଷଣା କରିଛନ୍ତି। ୧୯୮୦ରୁ ୨୦୧୭ ମଧ୍ୟରେ ମୁଗାବେ ଜିମ୍ବାଓ୍ବେକୁ ଦୃଢ ନେତୃତ୍ୱ ଦେବାରେ ସକ୍ଷମ ହୋଇଥିଲେ। ଦେଶବାସୀଙ୍କୁ ମୁକ୍ତ...

ଭିଏତ୍‌ନାମରେ ବନ୍ୟା ବିତ୍ପାତ

ହାନୋଇ,୬।୯: ଭିଏତ୍‌ନାମରେ ନିକଟରେ ହୋଇଥିବା ଲଘୁଚାପ ଯୋଗୁ ସହରର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହୋଇଛି। ଫଳରେ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଓ ଭୂସ୍ଖଳନ ଘଟିଛି। ଏଥିଯୋଗୁ ଏବେ ପର୍ଯ୍ୟନ୍ତ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ୩...

ପୁଣି ଯୁଦ୍ଧ ଧମକ ଦେଲା ପାକିସ୍ତାନ

ଇସାଲାମାବାଦ,୬।୯:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ପୁଣି ଭାରତକୁ ଯୁଦ୍ଧ ଧମକ ଦେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କିଛି ଦିନ ତଳେ ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଇଥିବାବେଳେ ଦେଶର ସେନା ମୁଖ୍ୟ କମର ଜାଭେଦ୍‌ ବାଜଓ୍ବା ଭାରତ...

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ ଦିନରେ ଏକ ଫଟୋ ସେସନ୍‌ ଆୟୋଜିତ କରାଯାଇଥିଲା। ଏହି ସେସନରେ ମୋଦିଙ୍କ ପାଇଁ...

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ। ପାକିସ୍ତାନର...

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ ଆମେରିକା ଦୂତାବାସ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଯୋଗୁ ସେଠାରେ...

ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ:ଆମେରିକା କଟକଣା ପ୍ରଭାବହୀନ

ଭ୍ଲାଡିଭୋଷ୍ଟକ୍‌,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା ସହଯୋଗ ପ୍ରଭାବିତ ହେବନାହିଁ। ରୁଷିଆ ଦୂରପ୍ରାଚ୍ୟର ବିକାଶ ପାଇଁ ଭାରତ ୧୦୦...

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri