ଅନ୍ତର୍ଜାତୀୟ

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ୟିବିନି ସହରରେ ସୋମବାର ରାତି ୧୦ଟା ୫୫ରେ ପ୍ରଥମ ଭୂକମ୍ପ...

ସେନାକୁ ସମାଲୋଚନା ମହଙ୍ଗା ପଡିଲା: ପାକ୍‌ ଖବରଦାତାଙ୍କୁ ହତ୍ୟା

ଇସ୍‌ଲାମାବାଦ,୧୮ା୬(ପି.ଟି.): ପାକିସ୍ତାନୀ ସେନାବାହିନୀ ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ ସମାଲୋଚନା କରିବା ସେଠାକାର ଜଣେ ବ୍ଲଗର୍‌ ତଥା ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ମହମ୍ମଦ ବିଲାଲ ଖାନ୍‌ ନାମକ ଉକ୍ତ ୨୨ ବର୍ଷୀୟ ଖବରଦାତାଙ୍କୁ ଅତି ନିର୍ମମ ଭାବେ ହାଣି...

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ କରିଛନ୍ତି। ଯୋଗ ଯେ ଶରୀରକୁ ସୁସ୍ଥ ରଖିବାର ଏକ ଭଲ ମାଧ୍ୟମ ଏବେ...

ଆଇଏସଆଇ ମୁଖ୍ୟ ହେଲେ ଫୈଜ ଅହମ୍ମଦ

ଇସଲମାବାଦ, ୧୭।୬: ପାକିସ୍ତାନ ସେନାରେ ରବିବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଆଇଏସଆଇ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ୍‌ ଜେନେରାଲ ଫୈଜ ହମିଦଙ୍କୁ ନିଯୁକ୍ତି ଦିଆଯାଇଛି। କଠୋରପନ୍ଥୀ ନେତା ଭାବେ ଜଣାଶୁଣା ଫୈଜ ଆସିମ ମୁନିରଙ୍କ ସ୍ଥାନ ନେଇଛନ୍ତି। ଆଇଏସଆଇ ମୁଖ୍ୟଙ୍କ...

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୭।୬; ପୂର୍ବ ଇଣ୍ଡୋନେସିଆରେ ସୋମବାର ସକାଳେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୨। ହେଲେ ଏଥିରେ କ୍ଷୟକ୍ଷତିର ପରିମାଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ୟୁରୋପିୟାନ ମେଡିଟରାନିଅନ ସିସମୋଲୋଜିକାଲ ସେଣ୍ଟରର ସୂଚନା ମୁତାବକ, ତିରୋର ଦ୍ୱୀପର...

ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କଲା ପାକିସ୍ତାନ କୋର୍ଟ

ଇସଲାମାବାଦ୍‌, ୧୭।୬: ପାକିସ୍ତାନର ରାଓ୍ବଲପିଣ୍ଡିର ଏକ କୋର୍ଟ ଜଣେ ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରିଛି। ଯୁବକଙ୍କୁ ଫାଶିଦଣ୍ଡ ଦିଆଯିବ ବୋଲି କୁହାଯାଉଛି। ଗୁଲାମ୍‌ ଅବ୍ବାସ୍‌ ନାମକ ୩୬ ବର୍ଷ ବୟସ୍କ ଯୁବକ ୨୦୦୬ରେ ତାଙ୍କ...

ଭାରତର ବିଜୟକୁ ନେଇ କ’ଣ ବୁଝିଲେ ତୈମୁର

ଲଣ୍ଡନ,୧୭।୬: ସୈଫ ଅଲ୍ଲି ଖାଁ ଓ କରୀନା କପୁର ଖାଁଙ୍କ ଲାଡ୍‌ଲା ତୈମୁର ଅଲ୍ଲି ଖାଁ ଇଣ୍ଟରନେଟରେ ଏବେ  ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ତାଙ୍କର କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। ହେଲେ ଏବେ...

ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡ: ୧୨ ମୃତ

ଆଲେପ୍ପୋ, ୧୭।୬: ସିରିଆରେ ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡରେ ୧୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଆଲେପ୍ପୋ ପ୍ରଦେଶର ଦକ୍ଷିଣରେ ଥିବା ରାଶିଦ୍‌ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପହରା ସତ୍ତ୍ୱେ ଏଭଳି କାଣ୍ଡ ଆତଙ୍କବାଦୀ ଭିଆଇଛନ୍ତି। ଆତଙ୍କବାଦୀମାନେ ଅଲ୍‌ଓ୍ବାଦିହି...

ପାକିସ୍ତାନରେ ଘନେଇବ ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଆତଙ୍କବାଦୀ ସଙ୍ଗଠନ ଏଲ୍‌ଇଟି ଏବଂ ଜେଇଏମ୍‌ ତଥା ସେଗୁଡ଼ିକର ସହଯୋଗୀ ସଂସ୍ଥା ଜେୟୁଡି ଓ ଫଲା-ଇ-ଇନ୍‌ସାନିୟତ୍‌ ଫାଇଣ୍ଡେଶନ୍‌ ଭଳିଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛି ପାକିସ୍ତାନ। ଏଭଳି ସଙ୍ଗଠନଗୁଡ଼ିକ ପାଣ୍ଠି ଯୋଗାଣ ରୋକିବା ପାଇଁ ଫ୍ରାନ୍ସ ରାଜଧାନୀ...

ନେଦରଲାଣ୍ଡ ଯୋଗ ଦିବସ ପାଳନରେ ଉପସ୍ଥିତ ରହିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଆମଷ୍ଟରଦମ,୧୬।୬: ଆଗକୁ ଆସୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ଜୁନ୍‌ ୨୧ରେ ପାଳନ କରାଯିବ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥିପାଇଁ ସାରା ବିଶ୍ୱ ଏବେ ପ୍ରସ୍ତୁତି ପଥେ। ରବିବାର ନେଦରଲାଣ୍ଡରେ ଯୋଗ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ...

ମଝି ଆକାଶରେ ୨ ବିମାନ ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ପାଇଲଟ ମୃତ

ଓ୍ବିଲିଂଟନ୍‌,୧୬।୬: ନ୍ୟୁଜିଲାଣ୍ଡ୍‌ରେ ମଝି ଆକାଶରେ ୨ ବିମାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବିମାନରେ ଥିବା ୨ ପାଇଲଟଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ତେବେ ୪ ଜଣ ଲୋକ ଧକ୍କା ଲାଗିବା ପୂର୍ବରୁ ପାରାଚୁଟ୍‌ରେ ତଳକୁ ଡେଇଁ ପଡ଼ିଥିଲେ।...

ଆରମ୍ଭ ହେଲା ଅନ୍ତରାଷ୍ଟ୍ରୀୟ ଯୋଗ ଦିବସର ପ୍ରସ୍ତୁତି

କାଠମାଣ୍ଡୁ,୧୬।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସକୁ ନେଇ ସାରା ବିଶ୍ୱରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଆସନ୍ତା ୨୧ ତାରିଖରେ ପାଳନ କରାଯିବ ଏହି ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ଏହାକୁ ଦୃଷ୍ଟିରେ ରଖି ନେପାଳର କାଠମାଣ୍ଡୁରେ ଥିବା ଭାରତୀୟ ଦୂତାବାସ ତରଫରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri