ଅନ୍ତର୍ଜାତୀୟ

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ...

ମହିଳାଙ୍କୁ ଛୁଇଁ ଜରିମାନା ଦେଲେ ଭାରତୀୟ

ସିଙ୍ଗାପୁର,୪।୯: ସିଙ୍ଗାପୁରର ଏକ ଚର୍ଚ୍ଚରେ ଜଣେ ମହିଳାଙ୍କୁ ଛୁଇଁବା ଭାରତୀୟ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ୨୭ ବର୍ଷୀୟ ଭାରତୀୟ ମୂଳବାସିନ୍ଦା ଯୁବକଙ୍କୁ ୫ ଦିନ ଜେଲ୍‌ ଓ ୨,୫୦୦ ଡଲାର(ପ୍ରାୟ ଦେଢ଼ ଲକ୍ଷ ଟଙ୍କା) ଜରିମାନା ଦେବାକୁ ପଡ଼ିଛି।...

ରୁଷରେ ମୋଦିଙ୍କୁ ଜୋରଦାର୍‌ ସ୍ବାଗତ

ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି ଗସ୍ତ କାଳରେ ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା...

ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରେ ଅଣ୍ଡାମାଡ଼ କଲେ ପାକିସ୍ତାନୀ ବିକ୍ଷୋଭକାରୀ

ଲଣ୍ଡନ,୪।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ପ୍ରତିଶୋଧ ପରାୟଣ ହୋଇ ଉଠିଛି। ଲଣ୍ଡନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରକୁ କେତେକ ପାକିସ୍ତାନୀ ବିକ୍ଷୋଭକାରୀ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ସେମାନେ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ସଂଖ୍ୟାଗରିଷ୍ଠତା ହରାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୪ା୯: ଆଗକୁ ବ୍ରେକ୍‌ଜିଟକୁ ନେଇ ଭୋଟ ହେବାକୁ ଥିବାବେଳେ କଞ୍ଜରଭେଟିଭ ପାର୍ଟିର ଜଣେ ବିଦ୍ରୋହୀ ଏମ୍‌ପି ମଙ୍ଗଳବାର ଲିବେରାଲ ଡେମୋକ୍ରାଟ୍ସ ପାର୍ଟିରେ ଯୋଗଦେବା ଫଳରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ପାର୍ଲାମେଣ୍ଟରେ ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ତାଙ୍କର ବ୍ରେକ୍‌ଜିଟ ନୀତିକୁ ଅଟକାଇବା...

ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ

ଇସ୍‌ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି ସ୍ବୀକାର କରିଛନ୍ତି। ଫଳରେ କଶ୍ମୀର ପ୍ରସଙ୍ଗକୁ ନେଇ ଆଇସିଜେ ଯିବାକୁ ଧମକ ଦେଉଥିବା...

ଇମ୍ରାନଙ୍କଠାରୁ ଭଲ ଥିଲା ପାକିସ୍ତାନର ଲୁଟ୍‌ କରୁଥିବା ସରକାର

ଇସ୍‌ଲାମାବାଦ,୩।୯: ପାକିସ୍ତାନ ଜନତା ଏବେ ମହଙ୍ଗା ମାଡକୁ ନେଇ ଚେପା ହୋଇ ଗଲେଣି। ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବ୍ୟବସାୟୀ ଉଦ୍ୟୋଗପତି ସଭିଏଁ ପାକିସ୍ତାନର ମହଙ୍ଗା ବଜାରକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି। ଏହି ସମୟରେ ସେମାନେ କହିଛନ୍ତି ପ୍ରଧାନମନ୍ତ୍ରୀ...

ଲୋକଙ୍କୁ ଆକର୍ଷିତ କରୁଛି ଏହି କୁକୁର

ଏବେ ସୋସିଆଲ ମିଡିଆରେ ଏକ କୁକୁରର ଭିଡିଓ ଭାଇରାଲ ହେବାରେ ଲାଗିଛି। ତେବେ କୁକୁରଟି ନିଜ ଆଡକୁ ଲୋକଙ୍କୁ ଆକର୍ଷିତ କରୁଥିବାରୁ ଭିଡିଓଟି ଭାଇରାଲ ହେଉଛି। କୁକରଟି ନିଜ ଭଙ୍ଗା ଗୋଡ଼କୁ କିପରି ଘୋଷାଡ଼ି ଘୋଷାଡ଼ି ଚାଲୁଛି ତାହା ଦେଖିବାକୁ...

ହାମାମାତସୁ ଏୟାର ବେସ୍‌ ବୁଲିଲେ ରାଜନାଥ

ଟୋକିଓ,୩।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜାପାନ ଗସ୍ତରେ ଅଛନ୍ତି। ମଙ୍ଗଳବାର ସେଠାରେ ସେ ହାମାମାସତୁ ଏୟାର୍‌ ବେସ୍‌ ବୁଲି ଦେଖିଛନ୍ତି। ଏହି ସମୟରେ ସେ ଏଫ୍‌-୧୫ଯୁଦ୍ଧ ବିମାନ ଓ କାଓ୍ବାସାକି ପ୍ରଶିକ୍ଷଣ ବିମାନ ସମ୍ପର୍କରେ ସବିଶେଷ ତଥ୍ୟ ବୁଝିଥିଲେ।...

୬୨୦୦ ଫୁଟ ଉଚ୍ଚରେ ଚେତାଶୂନ୍ୟ ହୋଇପଡ଼ିଲେ ଟ୍ରେନର: ପ୍ରଥମ ଥର ବିମାନ ଅବତରଣ କଲେ ଛାତ୍ର

କାନବେରା,୩।୯: ଅଷ୍ଟ୍ରେଲିଆରେ ବିମାନ ଉଡାଣର ପ୍ରଶିକ୍ଷଣ ଦିଆଯାଉଥିବା ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଝି ଆକାଶରେ ଜଣେ ଛାତ୍ରଙ୍କୁ ଏକ ବଡ଼ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି। କାରଣ ପ୍ରଶିକ୍ଷଣ ଦେଉଥିବା ଟ୍ରେନର ୬୨୦୦ଫୁଟ ଉପରେ ଚେତାଶୂନ୍ୟ...

କାବୁଲରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ

କାବୁଲ,୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। କେତେଗୁଡ଼ିଏ ଅନ୍ତଃରାଷ୍ଟ୍ରୀୟ ସଂଗଠନର କାର୍ଯ୍ୟାଳୟ ଥିବା ସ୍ଥାନରେ ଏହି...

ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍‌’

ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି ୧୩ ହଜାର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri