ଅନ୍ତର୍ଜାତୀୟ

ଆଜି ‘କଶ୍ମୀର ଆଓ୍ବାର୍‌’ ପାଳିବ ପାକିସ୍ତାନ

ଇସ୍‌ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍‌’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍‌ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ...

ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ ଇସ୍‌ଲାମାବାଦ ଇଲେକ୍ଟ୍ରିକ୍‌ ସପ୍ଲାଇ କମ୍ପାନୀ (ଆଇଇଏସ୍‌ସିଓ)ର ୪୧ ଲକ୍ଷ ଟଙ୍କା ବାକି ରହିଛି।...

ବିଦେଶୀ ମିଡିଆକୁ ଏଲ୍‌ଓସି ବୁଲାଇଲା ପାକ୍‌

ଇସ୍‌ଲାବାବାଦ,୩୦-୮ (ଆଇଏଏନ୍‌ଏସ୍‌):କଶ୍ମୀର ପ୍ରସଙ୍ଗରେ ବିଶ୍ୱବ୍ୟାପୀ ଡିଣ୍ଡିମ ପିଟି ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରୁଥିବା ପାକିସ୍ତାନ ଗୁରୁବାର ବିଦେଶୀ ମିଡିଆକୁ ନିୟନ୍ତ୍ରଣରେଖା (ଏଲ୍‌ଓସି) ବୁଲାଇଛି। ଏହାସହ ଭାରତ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଉଥିବା ସେମାନଙ୍କ ନିକଟରେ...

‘ଗଜ୍‌ନବୀ’ପରୀକ୍ଷା କଲା ପାକିସ୍ତାନ

ଜମ୍ମୁ-କଶ୍ମୀର ସମ୍ପର୍କିତ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ଭାରତକୁ ବାରମ୍ବାର ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଇ ଯୁଦ୍ଧ ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଗଜ୍‌ନବୀ ନାମକ ଏହି ସ୍ବଳ୍ପ ଦୂରଗାମୀ ମିସାଇଲ୍‌ର ପରୀକ୍ଷଣକୁ...

ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଏହାକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ୟୁରୋପୀୟ ସମର୍ଥକ ତଥା...

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି ସରୁ ଓ କ୍ଷୁଦ୍ର ବ୍ଲଡ୍‌ ଭେସେଲସ୍‌ ବା ରକ୍ତ ବାହିକା ମଧ୍ୟରେ ଗତି...

ଟ୍ୟୁମର ସେଲ୍‌ ନଷ୍ଟ କରିବ ସାଇଟୋଫୋନ୍‌

ଯନ୍ତ୍ରର ନାଁ ସାଇଟୋଫୋନ୍‌। ଆମେରିକାର ଅର୍କାନସାସ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହାକୁ ପ୍ରସ୍ତୁତ କରିଛନ୍ତି। ଶରୀରରେ ଟ୍ୟୁମର ସେଲ୍‌ ବ୍ୟାପିବାରେ ଏହା ବାଧା ଦେଉଛି। ଏମିତି କି ସେଲ୍‌କୁ ନଷ୍ଟ କରିପାରୁଛି। ରକ୍ତରେ ଟ୍ୟୁମର ସେଲ୍‌କୁ ଠାବ କରାଯିବା ପାଇଁ ଏବେ...

ନିଜ ପାଇଁ ବର ଖୋଜୁଛନ୍ତି ଏହି ଯୁବତୀ, ମନପସନ୍ଦର ସାଥୀ ମିଳିଲେ ତାଙ୍କୁ ଦେବେ ୬୫ କୋଟି ଟଙ୍କା

ମନପସନ୍ଦର ଜୀବନସାଥୀଟିଏ ପାଇବାକୁ ସମସ୍ତଙ୍କର ସ୍ବପ୍ନ ଥାଏ। ବିବାହ ପ୍ରସଙ୍ଗରେ ଝିଅ ହେଉ କି ପୁଅ କାହାକୁ ଏଥିରେ ତରବରିଆ ପଦକ୍ଷେପ ନେବା ଉଚିତ୍‌ ନୁହେଁ। ଏମିତିରେ ରୁଷିଆର ମଡେଲ୍‌ ଆନ୍ନା ନିଜ ପସନ୍ଦର ପୁଅ ସହ ବିବାହ ରଚିବାକୁ...

ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍‌ ହେଲା ପ୍ଲୁଟୋ

ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍‌ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ ବୋଲି ନାସା କହିଥିଲା। ଫଳରେ ସୌରମଣ୍ଡଳ ଗ୍ରହସଂଖ୍ୟା ୯ ପରିବର୍ତ୍ତେ ୮କୁ ହ୍ରାସ...

ମହାକାଶରେ ଯୁଦ୍ଧ ପାଇଁ ପ୍ରସ୍ତୁତି: ଆମେରିକା ଆରମ୍ଭ କଲା ସ୍ପେସ୍‌ କମାଣ୍ଡ

ଓ୍ବାଶିଂଟନ, ୨୯।୮: ଆମେରିକା ଏବେ ମହାକାଶରେ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଗୁରୁବାର ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଏବଂ ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ୍‌ଙ୍କ ଉପସ୍ଥିତିରେ ସ୍ପେସ୍‌ କମାଣ୍ଡର ଶୁଭାରମ୍ଭ କରାଯାଇଛି। ଏହା ଦ୍ୱାରା ମହାକାଶରେ ଆମେରିକା ସ୍ଥିତି ବେଶ୍‌ ସୁଦୃଢ଼...

ପାକିସ୍ତାନର ୟୁଟର୍ଣ୍ଣ: କହିଲା ଭାରତ ପାଇଁ ବନ୍ଦ ହୋଇନି ଆକାଶମାର୍ଗ

ଇସ୍‌ଲାମାବାଦ,୨୯।୮: ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ଭାରତ ପାଇଁ ତା’ର ଆକାଶ ମାର୍ଗ ବନ୍ଦ କରି ଦେଇଥିବା ସୂଚନା ମିଳିଥିଲା। ହେଲେ ଗୁରୁବାର ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେଶି କହିଛନ୍ତି, ପାକିସ୍ତାନ ଭାରତ ପାଇଁ ତା’ର ଆକାଶମାର୍ଗ...

ପରମାଣୁ ଆକ୍ରମଣ ଧମକ ପରେ ପାକିସ୍ତାନ ‘ଗଜନବି’ ମିଜାଇଲ୍‌ର ପରୀକ୍ଷଣ କଲା

ଇସଲାମାବାଦ୍‌,୨୯।୮: ଭାରତ ଉପରେ ପରମାଣୁ ଆକ୍ରମଣ କରିବାକୁ ଧମକ ଦେବାର ୨ ଦିନ ପରେ ପାକିସ୍ତାନ ଗୁରୁବାର ଏହାର ବାଲାଷ୍ଟିକ୍‌ ମିଜାଇଲ୍‌ ‘ଗଜନବି’ର ପରୀକ୍ଷଣ କରିଛି। ମିଜାଇଲ୍‌ର ପରୀକ୍ଷଣ ସଫଳ ରହିଥିବା ପାକିସ୍ତାନ ସୂଚନା ଦେଇଛି। ଏହି ମିଜାଇଲ୍‌ର ଲକ୍ଷ୍ୟଭେଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri