ଅନ୍ତର୍ଜାତୀୟ

ଆମାଜନ ଜଳୁଥିବ ସ୍ତ୍ରୀଙ୍କୁ ନେଇ :ଜି-୭ର ୨୦ ନିୟୁତ ଡଲାର ସହାୟତାକୁ ବ୍ରାଜିଲର ପ୍ରତ୍ୟାଖ୍ୟାନ

ପୋର୍ଟ ଭେଲ୍‌ହୋ,୨୮ା୮: ଆମାଜନ ଜଙ୍ଗଲରେ ଲାଗିଥିବା ନିଆଁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ସାଜିଛି। ଏହାକୁ ଲିଭାଇବା ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ବ୍ରାଜିଲକୁ ୨୦ ନିୟୁତ ଡଲାର ସହାୟତା ଦେବା ଲାଗି ଜି-୭ ସମ୍ମିଳନୀରେ ଘୋଷଣା...

ଚାଇନା-ପାକିସ୍ତାନ ସେନା ମନ୍ତ୍ରଣା

ଇସ୍‌ଲାମାବାଦ,୨୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ନୂଆଦିଲ୍ଲୀ ଓ ଇସ୍‌ଲାବାବାଦ ମଧ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ମଙ୍ଗଳବାର ଏନେଇ ପାକିସ୍ତାନ ଓ ଚାଇନା ସେନା ମଧ୍ୟରେ ମନ୍ତ୍ରଣା ହୋଇଛି। ଚାଇନା ସେନାର ସେଣ୍ଟ୍ରାଲ୍‌ ମିଲିଟାରି କମିଶନ ଉପାଧ୍ୟକ୍ଷ ଜୁ କିଲିଆଙ୍ଗ୍‌ ରାଓ୍ବଲପିଣ୍ଡିସ୍ଥିତ ପାକିସ୍ତାନୀ ସେନା...

ଇମ୍ରାନ୍‌ଙ୍କୁ ପାକ୍‌ ବିରୋଧୀ ଦଳର ପରାମର୍ଶ: କଶ୍ମୀର ଭୁଲିଯାଇ ପିଓକେ କଥା ଚିନ୍ତାକର

ଇସ୍‌ଲାମାବାଦ, ୨୮ା୮: ୩୭୦ ଧାରା ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ କରିବାକୁ ନେଇ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତ ବିରୋଧରେ ପରମାଣୁ ଯୁଦ୍ଧର ଧମକ ଦେଉଥିବାବେଳେ ନିଜ ଦେଶରେ ସମାଲୋଚନାର ଶିକାର ହୋଇଛନ୍ତି। କଶ୍ମୀର କଥା...

ପାକିସ୍ତାନ କ୍ୟାବିନେଟ୍‌ର ନିଷ୍ପତ୍ତି: ପ୍ରତି ଶୁକ୍ରବାର ‘କଶ୍ମୀର ସଂହତି ଦିବସ’

ଇସ୍‌ଲାମାବାଦ, ୨୮ା୮ (ଆଇଏଏନ୍‌ଏସ୍‌): କଶ୍ମୀରକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ମୁଣ୍ଡବ୍ୟଥା ବଢ଼ିବାରେ ଲାଗିଛି। ଏଥିପାଇଁ ସେ ଏହି ପ୍ରସଙ୍ଗରେ କ୍ୟାବିନେଟ ବୈଠକ କରି ନିଜକୁ କଶ୍ମୀରୀମାନଙ୍କର ସ୍ବର ଭାବେ ଅଭିହିତ କରିଛନ୍ତି। ଇମ୍ରାନ୍‌ କହିଛନ୍ତି, କଶ୍ମୀରୀଙ୍କ ଅଧିକାର...

ମନକୁ ହାଲକା କରିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ବିଭିନ୍ନ ସମସ୍ୟା ଯୋଗୁ ମନ ବେଳେବେଳେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ବନ୍ଧୁ ବାନ୍ଧବଙ୍କ ସହିତ କଥାବାର୍ତ୍ତା ହେଲେ ମନର ବୋଝ ହାଲକା ହୋଇଯାଇଥାଏ। ସେହିପରି...

ବ୍ୟାୟାମ କଲେ ବୃଦ୍ଧିପାଏ ବୟସ୍କଙ୍କ ସ୍ମରଣ ଶକ୍ତି

ନ୍ୟୁୟର୍କ:  ବ୍ୟାୟାମ କଲେ ବୟସ୍କମାନଙ୍କ ମସ୍ତିଷ୍କର କାର୍ଯ୍ୟଦକ୍ଷତା ଓ ସ୍ମରଣ ଶକ୍ତି ବୃଦ୍ଧି ପାଏ  । ଆମେରିକାରେ ହୋଇଥିବା ଏକ ଗବେଷଣାରୁ ଏହା ଜାଣିବାକୁ ମିଳିଛି। ଗବେଷଣାରେ ୬୦ରୁ ୮୦ ବର୍ଷ ବୟସ ମଧ୍ୟରେ ୩୪ ଜଣଙ୍କୁ ସାମିଲ କରାଯାଇଥିଲା।...

ଏପରି ଅଫିସ୍‌ ଯେଉଁଠି କର୍ମଚାରୀଙ୍କୁ ଶୌଚାଳୟ ଯିବା ମନା…

ଆମେରିକାରେ ଅନେକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଶୌଚାଳୟ ଯିବାକୁ ବାରଣ କରାଯାଇଥାଏ । ବାରମ୍ବାର ଶୌଚାଳୟ ଯିବାଦ୍ୱାରା କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବାରୁ କମ୍ପାନୀରେ ଏଭଳି ନିୟମ ପ୍ରଣୟନ କରାଯାଇଛି। କର୍ମଚାରୀଙ୍କୁ କମ୍ପାନୀ ପକ୍ଷରୁ ହଗିସ୍‌ ଏବଂ...

ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ

ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଏହି ରକ୍ତାକ୍ତ ସଂଘର୍ଷ ବାନି ଅମେର ଏବଂ ନୁବା ଆଦିବାସୀ ସମ୍ପଦ୍ରାୟ ମଧ୍ୟରେ ଘଟିଛିି।...

ଚୋରି କରିବାକୁ ଯାଇଥିବା ବ୍ୟକ୍ତିଙ୍କ ଟ୍ରକ ହୋଇଗଲା ଚୋରି

ଓ୍ବାଶିଂଟନ୍‌,୨୭।୮: କଥାରେ ଅଛି ଯେମିତି କର୍ମ କରିବ ସେମିତିି ଫଳ ପାଇବ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ଓ୍ବାଶିଂଟନ୍‌ର କେନ୍ନଓ୍ବେିକ୍‌ରେ। ଜଣେ ଟ୍ରକ ଡ୍ରାଇଭର ରାସ୍ତା କଡ଼ରେ ନିଜ ଟ୍ରକକୁ ରଖି ପାଖ ଦୋକାନକୁ ଚୋରି କରିବାକୁ...

ଅଣୁ ଯୁଦ୍ଧର ଧମକ ଦେଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୭ା୮: କଶ୍ମୀର ପ୍ରସଙ୍ଗରେ ସବୁଆଡୁ ବାଟ ବନ୍ଦ ହୋଇଯିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତକୁ ଅଣୁ ଯୁଦ୍ଧର ଧମକ ଦେଇଛନ୍ତି। ଏହି ପ୍ରସଙ୍ଗରେ ପାକିସ୍ତାନ ଚୂଡ଼ାନ୍ତ ନିଷ୍ପତ୍ତି ନେବାର ସମୟ ଆସିଛି ବୋଲି ସେ ସୋମବାର...

ମୋଦିଙ୍କ ଇଂରାଜୀ କହିବା ଶୈଳୀକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି

ବାଇରିଜ୍‌,୨୭।୮: ଫ୍ରାନ୍ସର ବାଇରିଜଠାରେ ଜି-୭ ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଦୀର୍ଘ ୪୫ ମିନିଟ୍‌ ଆଲୋଚନା ହୋଇଥିଲା। କଥାବାର୍ତ୍ତା ମଝିରେ ହଠାତ୍‌ ମୋଦି...

ପ୍ରଶାନ୍ତ ମହାସାଗରରେ ବିରାଟ ଆଗ୍ନେୟ ଶିଳା

କାନବେରା: ପ୍ରଶାନ୍ତ ମହାସାଗରରେ ଏକ ବିରାଟ ଆଗ୍ନେୟ ଶିଳାଥିବା ଏବେ ବୈଜ୍ଞାନିକମାନେ ଦେଖିବାକୁ ପାଇଛନ୍ତି। ଏହା ୧୫୦ ବର୍ଗ କିଲୋମିଟର ଯାଏ ପାଣି ଭିତରେ ବ୍ୟାପିଛି। ଅଗଷ୍ଟ ମାସ ପ୍ରଥମ ସପ୍ତାହରେ ଏକ ଆଗ୍ନେୟଗିରିରୁ ଉଦ୍‌ଗିରଣ ହୋଇଥିବା ଲାଭା ଦ୍ୱାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri