ଅନ୍ତର୍ଜାତୀୟ

ଇମ୍ରାନଙ୍କୁ ଉବେର୍‌ ଡ୍ରାଇଭର୍‌ କହିଲେ ପାକିସ୍ତାନ ମହିଳା ଏମ୍‌ପି

ଇସଲାମାବାଦ୍‌,୨୬।୮:ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ଦେବାଳିଆ ହେବାରେ ଲାଗିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ନିଜ ଦେଶରେ ଗାଳି ପଡୁଛି। କିଛିଦିନ ତଳେ ମହିଳା ଏମ୍‌ପି ମରିୟମ ଔରାଙ୍ଗଜେବ୍‌ ଇମ୍ରାନଙ୍କୁ ସମାଲୋଚନା କରି କହିଛନ୍ତି, ଇମ୍ରାନ ଉବେର୍‌ ଡ୍ରାଇଭର୍‌...

କ୍ଷୀରରୁ ତିଆରି ହେଉଛି ଭୋଡ୍‌କା

ଗହମ, ଅଙ୍ଗୁର ଓ କିସ୍‌ମିସ୍‌ରୁ ମଦ ତିଆରି ହୋଇଥାଏ। ହେଲେ କ୍ଷୀରରୁ ମଦ ତିଆରି ହେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଏହି ଦୁଇଟି ପଦାର୍ଥ ସମ୍ପୂର୍ଣ୍ଣ ଭିନ୍ନ। କାହାର କାହା ସହିତ କୌଣସି ସମ୍ପର୍କ...

କଶ୍ମୀର ଉପରେ ଟୁଇଟ କରି ବିବାଦରେ ପାକିସ୍ତାନ ରାଷ୍ଟ୍ରପତି

ଇସ୍‌ଲାମାବାଦ,୨୬।୮: ଜମ୍ମୁ-କଶ୍ମୀରରେ ଭାରତ ସରକାରଙ୍କ ପକ୍ଷରୁ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ସୋସିଆଲ ମିଡିଆ ଜରିଆରେ ସୀମାରେ ଉତ୍ତେଜନା ସୃଷ୍ଟି କରିବାକୁ ଲଗାତାର ଭାବେ ଉଦ୍ୟମ ଚଳାଇଛି। ଏହି କ୍ରମରେ ପାକିସ୍ତାନ ରାଷ୍ଟ୍ରପତି ଅରିଫ...

ଜି-୭ ସମ୍ମିଳନୀ: କଶ୍ମୀର ମାମଲାରେ ମଧ୍ୟସ୍ଥତା କରିବନି ଆମେରିକା

ବିଆରିଜ୍‌,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ସମ୍ମିଳନୀରେ ଯୋଗ ଦେବାପାଇଁ ଫ୍ରାନ୍ସ ପହଞ୍ଚିଛନ୍ତି। ସୋମବାର ସେଠାରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ କଶ୍ମୀର ସମସ୍ୟାକୁ ନେଇ ଆଲୋଚନା...

ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ, ଜାକିର ନାଇକ ବି ନୁହେଁ: ମାଲେସିଆ ଗୃହମନ୍ତ୍ରୀ

କୁଆଲାଲାମପୁର,୨୬।୮: ଭାରତରୁ ପଳାୟନ କରି ମାଲେସିଆରେ ଶରଣ ନେଇଥିବା ବିବାଦୀୟ ଇସଲାମିକ ଧର୍ମ ପ୍ରଚାରକ ଜାକିର ନାଇକଙ୍କ ବିରୋଧରେ ସେଠାକାର ସରକାରଙ୍କ ପକ୍ଷରୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। କିଛିଦିନ ତଳେ ମାଲେସିଆରେ ଜାକିର ଏକ ସାଧାରଣ ସଭାରେ ଉଦ୍‌ବୋଧନ...

‘ଏଲେକ୍ସ’ ଘୂର୍ଣ୍ଣିଝଡ଼କୁ ନ୍ୟୁକ୍ଲିୟର ବମ୍‌ରେ ଉଡାଇଦେବାକୁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କେତେବେଳେ କ’ଣ କୁହନ୍ତି ତା’ର କିଛି ଠିକଣା ନ ଥାଏ। ସେଥିପାଇଁ ସେ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ। ଏବେ ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି। ନିକଟରେ ଆମେରିକାର ଏକ ଓ୍ବେବସାଇଟ୍‌ରେ...

ଇରାନରେ ଆମ୍ବୁଲାନ୍ସକୁ ବାଟ ଛାଡୁ ନାହାନ୍ତି ଲୋକେ

ଇରାନରେ ଆମ୍ବୁଲାନ୍ସକୁ ବାଟ ଛାଡୁ ନାହାନ୍ତି ଲୋକେ ତେହରାନ,୨୬।୮: ଗୋଟିଏ ଦେଶର ଏଭଳି ଏକ ସହର ରହିଛି ଯେଉଁଠାରେ ଆମ୍ବୁଲାନ୍ସକୁ ଲୋକେ ବାଟ ଛାଡୁ ନାହାନ୍ତି। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ। ହେଲେ କଥାଟି ସତ। ଏହା ପଛରେ ଏକ ବଡ଼...

ଫେଲ୍‌ ମାରିଲା ଇମ୍ରାନଙ୍କ ଆତଙ୍କି ଏଜେଣ୍ଡା: ହାଫିଜ୍‌ ସୟିଦଙ୍କ ସହ ପୋଷ୍ଟରରେ ନଜର ଆସିଲେ

ଇସ୍‌ଲାମାବାଦ,୨୬।୮: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜକୁ ଓ ଦେଶକୁ ପବିତ୍ର କହିବା ସହ ଆତଙ୍କବାଦୀଙ୍କ ବିରୋଧରେ ତାଙ୍କ ଲଢ଼େଇ ଜାରି ରହିଛି ବୋଲି ସମଗ୍ର ବିଶ୍ୱକୁ ଭୂଆଁ ବୁଲାଉଥିବା ବେଳେ ଏବେ ତାଙ୍କର ଅସଲ ମୁଖା ଖୋଲିଯାଇଛି। ପାକିସ୍ତାନରେ...

ଦେବାଳିଆ ପାକିସ୍ତାନ: ମିଟିଂରେ ଚା’, ବିସ୍କୁଟ ଉପରେ ରୋକ ଲଗାଇଲେ ଇମ୍ରାନ ସରକାର

ଇସଲାମାବାଦ,୨୬।୮: ପାକିସ୍ତାନର ଅର୍ଥନୈତିକ ସ୍ଥିତି ସମ୍ପୂର୍ଣ୍ଣ ଦେବାଳିଆ ହୋଇପଡିଛି। ଭାରତଠାରୁ ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଏହାର ପ୍ରଭାବ ବଜାର ଦର ଉପରେ ପଡିଛି। ଏହା ଦେଖି ଇମ୍ରାନ ସରକାର ଖର୍ଚ୍ଚ କାଟ କରିବା ଆରମ୍ଭ କରିଦେଇଛନ୍ତି। ଏପରିକି...

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ଙ୍କ ସହିତ ବିଭିନ୍ନ ପାରସ୍ପରିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସେହିପରି ବ୍ରିଟେନ...

ବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୨୬ା୮: ଆମେରିକା ସହ ଅଣୁଅସ୍ତ୍ର କାର୍ଯ୍ୟକ୍ରମ ରୋକିବା ସମ୍ପର୍କରେ ଆଲୋଚନା ପୂର୍ବରୁ ଉତ୍ତର କୋରିଆ ଶନିିବାର ସର୍ବବୃହତ୍‌ ରକେଟ ଲଞ୍ଚର ପରୀକ୍ଷା କରିଛି। ନୂତନ ଭାବେ ବିକଶିତ ଏହି ଲଞ୍ଚରରୁ ଏକସଙ୍ଗେ ଏକାଧିକ ରକେଟ ଛଡ଼ାଯାଇପାରିବ। ବାସ୍ତବରେ ଏହା ଏକ...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ ବିଶ୍ୱନେତାମାନଙ୍କୁ ଭେଟିଛନ୍ତି। ସମ୍ମିଳନୀରେ ୭ ସଦସ୍ୟ ରାଷ୍ଟ୍ର (ଫ୍ରାନ୍ସ, ଇଟାଲୀ, କାନାଡା, ଆମେରିକା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri