ଅନ୍ତର୍ଜାତୀୟ

ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ କର: ଚାଇନା

ଜାତିସଂଘ,୧୭ା୮(ପି.ଟି.) : ଭାରତ ଓ ପାକିସ୍ତାନ ଶାନ୍ତିପୂର୍ଣ୍ଣ ଉପାୟରେ କଶ୍ମୀର ପ୍ରସଙ୍ଗର ସମାଧାନ କରନ୍ତୁ ବୋଲି ୟୁଏନ୍‌ଏସ୍‌ସି ରୁଦ୍ଧଦ୍ୱାର ବୈଠକ ପରେ ଚାଇନା ପରାମର୍ଶ ଦେଇଛି। ଜାତିସଂଘରେ ଚାଇନାର ଆମ୍ବାସାଡର ଝାଙ୍ଗ ଜୁନ୍‌ ଗଣମାଧ୍ୟମକୁ କହିଛନ୍ତି, କଶ୍ମୀର ପ୍ରସଙ୍ଗରେ ଦୁଇପକ୍ଷ...

ଭାରତର ଉଦ୍ୟମକୁ ଗ୍ରହଣ କରିଛି ୟୁଏନ୍‌ଏସ୍‌ସି

ଜାତିସଂଘ,୧୭ା୮(ପି.ଟି.): କଶ୍ମୀରରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ଚାଲିଥିବା ଉଦ୍ୟମକୁ ୟୁଏନ୍‌ଏସ୍‌ସି ଗ୍ରହଣ କରିଛି ବୋଲି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟ ସୟଦ ଆକବରୁଦ୍ଦିନ ପ୍ରକାଶ କରିଛନ୍ତି। ଘଣ୍ଟାଏ ଧରି ଚାଲିଥିବା ବୈଠକ ପରେ ସେ...

କଶ୍ମୀରକୁ ୟୁଏନ୍‌ଏସ୍‌ସିକୁ ଟାଣିଲା ପାକିସ୍ତାନ: ଜାତିସଂଘରେ ରୁଦ୍ଧଦ୍ୱାର ବୈଠକ

ଜାତିସଂଘ,୧୭ା୮,(ପି.ଟି./ଆଇଏଏନ୍‌ଏସ୍‌): କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତିକୁ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଜାତିସଂଘରେ ଚ୍ୟାଲେଞ୍ଜ କରିଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଅଗଷ୍ଟ ୫ର...

ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ

ଦୁନିଆରେ ଏମିତି ବି ଏକ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ଅଛି, ଯେଉଁଠି ଧୂଳିମାଟିର ପ୍ରଶ୍ନ ନାହଁି, ତେବେ ଏହା ଅବିଶ୍ୱସନୀୟ ଲାଗିପାରେ। କିନ୍ତୁ ଏମିତି ବି ଏକ ଗାଁ ଅଛି ଯେଉଁ ଇନ୍ଦ୍ରଧନୁର ସାତ...

ମାଲେସିଆରେ ଗିରଫ ହୋଇପାରନ୍ତି ଜାକିର

କୁଆଲାଲାମପୁର,୧୬।୮: ଧର୍ମକୁ ନେଇ ବିବାଦୀୟ ବୟାନ ଦେଇଥିବା ଜାକିର ନାଇକଙ୍କର ଚିନ୍ତା ବଢି ଯାଇଛି। କାରଣ ମାଲେସିଆ ସରକାର ତାଙ୍କୁ ପଚରା ଉଚରା ପାଇଁ ଗିରଫ କରିପାରନ୍ତି। ମାଲେସିଆ ଗୃହମନ୍ତ୍ରୀ କହିଛନ୍ତି ହିନ୍ଦୁ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କୁ...

ବାଲୁଚିସ୍ତାନରେ ଭୟଙ୍କର ବିସ୍ଫୋରଣ

କ୍ୱେଟା,୧୬।୮: ପାକିସ୍ତାନ କ୍ୱେଟା ନିକଟ ବାଲୁଚିସ୍ତାନର କୁଚଲାକରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୫ ଆହତ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ...

ଭାରତୀୟ କଳାକାରଙ୍କ ବିଜ୍ଞାପନକୁ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୧୬।୮: ଏବେ ଭାରତୀୟ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ବିଜ୍ଞାପନ ପାକିସ୍ତାନରେ ପ୍ରସାରଣ କରାଯାଇ ପାରିବ ନାହିଁ। କାରଣ ଏମିତି ବିଜ୍ଞାପନ ପ୍ରସାରଣକୁ ଏବେ ପାକିସ୍ତାନ ବନ୍ଦ କରି ଦେଇଛି। Pakistan Electronic Media Regulatory Authority (Pemra) ଅଗଷ୍ଟ ୧୪...

ପାକିସ୍ତାନ- ଚାଇନାକୁ ଝଟକା: ୟୁଏନଏସସିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ୯ଟି ଭୋଟ ସପକ୍ଷରେ ଆଣିପାରିଲେ ନାହିଁ ଦୁଇଦେଶ

ନ୍ୟୁୟର୍କ/ନୂଆଦିଲ୍ଲୀ, ୧୬।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନଏସସି)ରେ ପାକିସ୍ତାନକୁ ପୁଣି ଝଟକା। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ବିଚଳିତ ପାକିସ୍ତାନକୁ ୟୁଏନଏସସିରେ କେବଳ ଚାଇନାକୁ ଛାଡି କୌଣସି ଦେଶ ସମର୍ଥନ ଦେଇନାହିଁ। ପାକିସ୍ତାନର ବାରମ୍ବାର ଅନୁରୋଧ ପରେ ଜାତିସଂଘ...

ଭୂକମ୍ପରେ ଥରିଲା ଆଫଗାନିସ୍ତାନ

କାବୁଲ, ୧୬।୮: ଆଫଗାନିସ୍ତାନରେ ଶୁକ୍ରବାର ସକାଳ ୭.୩୯ରେ ଭୂକମ୍ପ ଝଟକା ଲାଗିଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୫.୧ ରହିଛି। ଏଥିରେ କୌଣସି ବ୍ୟକ୍ତିଙ୍କ ମୃତାହତ ଖବର ଆସିନାହିଁ। ତେବେ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ ବୋଲି ଜଣାପଡିଛି।...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ...

ମଝି ଆକାଶରେ ଯାତ୍ରୀବାହୀ ବିମାନର ଭାଙ୍ଗିଲା ଡେଣା

ମସ୍କୋ,୧୫।୮: ରୁଷିଆରେ ଏକ ଯାତ୍ରୀବାହୀ ବିମାନର ଡେଣା ମଝି ଆକାଶରେ ଭାଙ୍ଗିଯିବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନରେ ୨୨୬ ଯାତ୍ରୀ ଥିବା କୁହାଯାଉଛି। ସେମାନଙ୍କ ମଧ୍ୟରୁ ୨୩ ଯାତ୍ରୀ ଆହତ ହୋଇଛନ୍ତି। ଝୁକୋବକ୍ସି ବିମାନ ବନ୍ଦରରେ ଜରୁରୀ ଅବତରଣ...

ଅଗଷ୍ଟ ୧୫ରେ ପାକିସ୍ତାନରେ ବି ଗୁଞ୍ଜି ଉଠିଲା ସମବେତ ‘ଜୟ ହିନ୍ଦ୍‌’ ସ୍ବର

ଇସଲାମାବାଦ୍‌, ୧୫।୮: ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ ବାସିନ୍ଦା ଭାରତକୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କୁ ମୁକ୍ତ କରିବା ପାଇଁ ଅନୁରୋଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri