ଅନ୍ତର୍ଜାତୀୟ

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା ବେଳେ ଏହାକୁ ନେଇ ତୁତୁ ମେମେ ଲାଗି ରହିଛି। ଏବେ କିନ୍ତୁ ସୁଦୂର...

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। ଏହାର କେନ୍ଦ୍ରସ୍ଥଳ ହାଓଲିନ କାଉଣ୍ଟି ଡାଲରୁ ୧୮.୮ କିଲୋମିଟର ମିଟର ମଧ୍ୟରେ ଥିବା ଜଣାପଡିଛି। ତେବେ ତାଇଓ୍ବାନର...

ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ। ଯାତ୍ରୀମାନଙ୍କୁ ବାହାରକୁ ଆଣି ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅନେକ...

ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ଇସଲମାବାଦ, ୧୮।୪:ପାକିସ୍ଥାନର ବିଭିନ୍ନ ଜିଲାରେ ଘୂର୍ଣ୍ଣିଝଡ ସହ ବର୍ଷାର ତାଣ୍ଡବ। ଏଥିରେ ୩୯ଜଣଙ୍କ ମୃତ୍ୟୁ ଘଟିଛି। ୧୩୫ରୁ ଅଧିକ ଆହତ ହୋଇଛନ୍ତି। ଅନେକ ସ୍ଥାନରେ ଗଛ ଏବଂ ଘର ଭାଙ୍ଗି ପଡିଛି। ପ୍ରର୍ବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି।...

ଆଝାର ପ୍ରସଙ୍ଗରେ ସମୟସୀମାକୁ ଚାଇନାର ଅଗ୍ରାହ୍ୟ

ବେଜିଂ,୧୮ା୪(ପି.ଟି): ପାକିସ୍ତାନଭିତ୍ତିକ ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବାରେ ଚାଇନା ବିଳମ୍ବ କରୁଛି। ଏପ୍ରିଲ ୨୩ ମଧ୍ୟରେ ଏ ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଆମେରିକା, ବ୍ରିଟେନ୍‌ ଓ ଫ୍ରାନ୍ସ ସମୟସୀମା ଧାର୍ଯ୍ୟ କରିଥିବା ରିପୋର୍ଟକୁ...

ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ରିୟାଦ୍‌,୧୭।୪: ସୌଦିରେ ୨ ଭାରତୀୟଙ୍କ ମୁଣ୍ଡ କାଟ କରାଯାଇଛି। ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଥିଲା। ବିଚାରରେ ସେମାନେ ଦୋଷୀ ସାବ୍ୟସ୍ତ ହେବା ପରେ ଏଭଳି ଦଣ୍ଡାଦେଶ କରାଯାଇଛି। ସେମାନେ ହେଉଛନ୍ତି ପଞ୍ଜାବ ହୋଶିଆରପୁରର ସତ୍‌ଓ୍ବିନ୍ଦର କୁମାର ଏବଂ ଲୁଧିଆନାର...

ନ୍ୟୁୟର୍କ ଟାଇମ୍ସ, ଓ୍ବାଲଷ୍ଟ୍ରିଟ୍‌ ଜର୍ନାଲକୁ ପୁଲିଜର ପୁରସ୍କାର

ନ୍ୟୁୟର୍କ,୧୭ା୪(ଏଏଫ୍‌ପି): ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପରିବାର ସମ୍ପର୍କରେ ପୃଥକ୍‌ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରସ୍ତୁତ କରିଥିବାରୁ ‘ଦି ନ୍ୟୁୟର୍କ ଟାଇମ୍ସ’ ଏବଂ ‘ଦି ଓ୍ବାଲ୍‌ଷ୍ଟ୍ରିଟ୍‌ ଜର୍ନାଲ’କୁ ମଙ୍ଗଳବାର ପୁଲିଜର ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁୟର୍କ ଟାଇମ୍ସ ଟ୍ରମ୍ପ୍‌ଙ୍କ ପାରିବାରିକ...

ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ ହେଉଛି ପୁରୁଣା କାର ବିକ୍ର କରୁଥିବା ଆମେରିକାର ଜଣାଶୁଣା ଏକ କମ୍ପାନୀ। ଏହାକୁ...

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri