ଅନ୍ତର୍ଜାତୀୟ

ପିଲାମାନେ କେତେ ସମୟ ବ୍ୟାୟାମ କରିବା ଦରକାର

ଓ୍ବାଶିଂଟନ : ପିଲାମାନେ ସୁସ୍ଥ ରହିବା ପାଇଁ ସପ୍ତାହକୁ ତିନି ଦିନ ମଧ୍ୟମ କିମ୍ବା କଠିନ ବ୍ୟାୟାମ କରିବାକୁ ପଡିବ। ୟୁଏସ୍‌ ଡିପାର୍ଟମେଣ୍ଟ ଅଫ୍‌ ହେଲ୍‌ଥ ଆଣ୍ଡ୍‌ ହ୍ୟୁମାନ ସର୍ଭିିସ ଗାଇଡ୍‌ ଲାଇନ ଅନୁଯାୟୀ ୬ କିମ୍ବା ଏହାଠାରୁ ଅଧିକ...

ପୃଥିବୀଠାରୁ ୭୩ ଆଲୋକବର୍ଷ ଦୂରରେ ବାସୋପଯୋଗୀ ଗ୍ରହର ସନ୍ଧାନ

ଓ୍ବାଶିଂଟନ:ଆମେରିକୀୟ ମହାକାଶ ସଂସ୍ଥା ନାସା ସୌରମଣ୍ଡଳ ବାହାରେ ତିନୋଟି ବାସୋପଯୋଗୀ ଗ୍ରହ ଠାବ କରିଛି। ପୃଥିବୀଠାରୁ ୭୩ ଆଲୋକବର୍ଷ ଦୂରରେ ଥିବା ଗ୍ରହଗୁଡିକ ଏକ ନକ୍ଷେତ୍ର ଚାରିପାଖରେ ଘୂରୁଛନ୍ତି। ଏହିି ତିନୋଟି ଗ୍ରହ ମଧ୍ୟରୁ ଗୋଟିଏରେ କଠିନ ପୃଷ୍ଠଭୂମି ଥିବାବେଳେ...

ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ

ଇସଲାମାବାଦ୍‌,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ

କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍‌-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଶିଶୁ ରହିଥିବା କୁହାଯାଉଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ...

୧୨ କୋଟିରେ ବିକ୍ରି ହେବ ୬୬୦ ଏକର ପରିମିତ ଅଞ୍ଚଳରେ ଥିବା ନିର୍ଜନ ଦ୍ୱୀପ

ଏଡ଼ିନବରା, ୩୧।୭: ସ୍କଟ୍‌ଲାଣ୍ଡରେ ଥିବା ଏକ ନିର୍ଜନ ଦ୍ୱୀପ ୧୨ କୋଟି ଟଙ୍କାରେ ବିକ୍ରି ହେବ। ଏନେଇ ଘୋଷଣା ପ୍ରକାଶ ପାଇଛି। ଦ୍ୱୀପଟି ୬୬୦ ଏକର ପରିମିତ ଅଞ୍ଚଳରେ ରହିଛି। ଏହି ଦ୍ୱୀପ ହେଉଛି ଇଞ୍ଚ୍‌ମାନରୋକ୍‌। ଏଠାରେ ୪ ବେଡ୍‌...

ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା

ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢଉ ଯୋଗୁ ସେ ଆତ୍ମହତ୍ୟା କରିଥିବା...

ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍‌

ବ୍ରିଟେନରେ ଏମିତି ଏକ ହର୍ସ ରେସ୍‌ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍‌ ଆଙ୍କର, ଫ୍ୟାଶନ୍‌ ଏକ୍ସପର୍ଟ, ମଡେଲ, ଛାତ୍ରୀ ତଥା ଗୃହିଣୀ ସମସ୍ତେ ଭାଗ ନେବାର ସୁବିଧା...

କାନ୍ଦାହାର ବିସ୍ଫୋରଣ: ୩ ଶିଶୁ ମୃତ

କାନ୍ଦାହାର,୩୦।୭: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ଏକ ଜନଗହଳିପୂର୍ଣ୍ଣ ରାସ୍ତାରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ ଫଳରେ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ଅନ୍ୟ ୬ ଜଣ ଶିଶୁଙ୍କ ସମେତ ୨୩ ଜଣ ଆହତ ହୋଇଥିବା...

ଟ୍ରାନ୍ସଜେଣ୍ଡରଙ୍କୁ ମିଳିଲା ପ୍ରଥମ ମିସ୍‌ ମେକ୍ସିକୋ ମୁକୁଟ

ମେକ୍ସିକୋ ସିଟି,୩୦।୭: ମେକ୍ସିକୋରେ ପ୍ରଥମଥର ଲାଗି ଜଣେ ଟ୍ରାନ୍ସଜେଣ୍ଡରଙ୍କୁ ମିସ୍‌ ମେକ୍ସିକୋ ୨୦୧୯ ମୁକୁଟ ମିଳିଛି। କାଲିଫର୍ନିଆ ଓ ମେକ୍ସିକୋ ସିଟିର ମିସ୍‌ଙ୍କୁ ହରାଇ ଇଓ୍ବାନା କୋଜାରେସ ଏହି ଗୌରବର ଅଧିକାରୀ ହୋଇପାରିଛନ୍ତି। ଜଳବାୟୁ ପରିବର୍ତ୍ତନ ଓ ସାମାଜିକ ଅଧିକାରକୁ...

୧୩ଜଣଙ୍କ ଜୀବନ ବଞ୍ଚାଇଲେ ୫ବର୍ଷର ଶିଶୁ

ଓ୍ବାଶିଂଟନ୍‌, ୩୦।୭: ଆମେରିକାର ଚିକାଗୋ ସହରରେ ଜଣେ ୫ବର୍ଷର ଶିଶୁ ପାଇଁ ଘରର ୧୩ ଜଣ ସଦସ୍ୟଙ୍କ ଜୀବନ ବଞ୍ଚିଯାଇଛି। ରୋଷେଇ ଘରେ ନିଆଁ ଲାଗିଥିବାର ଦେଖି ଜୟଦେନ ଏସ୍ପିନୋସା ନିଜ ପରିବାର ସଦସ୍ୟଙ୍କୁ ପାଟିକରି ଡାକିଥିଲେ। ଫଳରେ ସମସ୍ତଙ୍କୁ...

ବିମାନବନ୍ଦରରେ ବୁଲୁଥିବା ମହିଳାଙ୍କ ବ୍ୟାଗ୍‌ରୁ ହଠାତ୍‌ ବାହାରିଲା ନିଆଁ

ବ୍ୟାଙ୍କକ,୩୦।୭: ଆପଣ ପାଓ୍ବାର ବ୍ୟାଙ୍କ ବ୍ୟବହାର କରୁଛନ୍ତି କି ଯଦି କରୁଛନ୍ତି ତାହେଲେ ସାବଧାନ୍‌ ହୋଇଯାଆନ୍ତୁ। ନ ହେଲେ ଏହି ପାଓ୍ବାର ବ୍ୟାଙ୍କ ଆପଣଙ୍କ ପାଇଁ ବିପଦଜନ୍ନକ ହୋଇପାରେ। କିଛି ଏଭଳି ଘଟଣା ଘଟିଛି ଥାଇଲାଣ୍ଡର ଚିୟାଂ ମାଇ ଇଣ୍ଟରନ୍ୟାସନାଲ...

ଜାପାନରେ ଭୂକମ୍ପ

ଟୋକିଓ,୩୦।୭: ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପୂର୍ବ ହାଚିଜୋ-ଜିମାଠାରୁ ଭୂଗର୍ଭର ୫୨.୯ କିମି ତଳେ ଥିବା ଅନୁମାନ କରାଯାଉଛି। ପ୍ରଶାନ୍ତ ମହାସାଗରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri