ଅନ୍ତର୍ଜାତୀୟ

ଜାପାନରେ ଭୂକମ୍ପ

ଟୋକିଓ,୩୦।୭: ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପୂର୍ବ ହାଚିଜୋ-ଜିମାଠାରୁ ଭୂଗର୍ଭର ୫୨.୯ କିମି ତଳେ ଥିବା ଅନୁମାନ କରାଯାଉଛି। ପ୍ରଶାନ୍ତ ମହାସାଗରର...

ପାକିସ୍ତାନ ମିଲିଟାରୀ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୭ ମୃତ

ଇସଲାମାବାଦ୍‌,୩୦।୭: ପାକିସ୍ତାନର ଏକ ମିଲିଟାରୀ ବିମାନ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବିମାନରେ ଥିବା ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଏହାର ଭଗ୍ନାବଶେଷ ତଳେ ପଡ଼ିବା ଯୋଗୁ ୧୨...

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ପୃଥିବୀର ୧୦ଟି...

ଜେଲ୍‌ରେ ଦଙ୍ଗା: ୫୨ ମୃତ

ରିଓ ଡି ଜେନିରୋ,୩୦ା୭(ଏଏଫ୍‌ପି): ଉତ୍ତର ବ୍ରାଜିଲ୍‌ର ଏକ କାରାଗାରରେ ଦୁଇ ବିଦ୍ରୋହୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ଅନୂ୍ୟନ ୫୨ କଏଦୀଙ୍କ ପ୍ରାଣହାନି ଘଟିଛି। ତିନି ମାସ ମଧ୍ୟରେ ବ୍ରାଜିଲ କାରାଗାର ସଂଘର୍ଷ ହେଉଛି ଦ୍ୱିତୀୟ ଘଟଣା। ମେ ମାସରେ...

ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ

କାବୁଲ୍‌,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କେତେକ ଅଜ୍ଞାତ ବନ୍ଧୁକଧାରୀ କାର୍ଯ୍ୟାଳୟ ଭିତରେ ପଶି ୬...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା...

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ...

ଜୀବନକାଳ ମଧ୍ୟରେ ୨ କିଲୋ ଲିପ୍‌ଷ୍ଟିକ ଲଗାନ୍ତି ମହିଳା

ନାରୀ ସର୍ବଦା ରହସ୍ୟମୟୀ। ଆଉ ନାରୀର ଏହି ରହସ୍ୟ ବିଷୟରେ ଅନେକଙ୍କୁ ହୁଏତ କିଛି କଥା ଜଣା ନ ଥିବ। ଅନେକ ଗୁଣରେ ନାରୀ ପୁରୁଷଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। କିଛି ଗବେଷଣା ଭିତ୍ତିକ ତଥ୍ୟ ମହିଳାମାନଙ୍କ ଉପରେ ଏମିତି କିଛି...

ସମୁଦ୍ରର କୁଶଳୀ ଶିକାରୀ ଶାର୍କ ଉପରେ ବିପଦ: ୨୬ ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ କରୁଛନ୍ତି ଗବେଷଣା

ନ୍ୟୁୟର୍କ,୨୯।୭: ସମୁଦ୍ରର କୁଶଳୀ ଶିକାରୀ ଶାର୍କ ମାଛ ଉପରେ ଏବେ ବିପଦ ଘନଉଛି। ଅତ୍ୟଧିକ ମାଛ ଧରିବା ଯୋଗୁ ଶାର୍କ ମାଛ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ଏନେଇ ୨୬ଟି ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ ଉପଗ୍ରହ ସହାୟତାରେ ଶାର୍କଙ୍କ...

ପାକିସ୍ତାନରେ ପ୍ରବଳ ବର୍ଷା: ୭ ମୃତ

ଇସଲାମାବାଦ୍‌,୨୯।୭: ପାକିସ୍ତାନରେ ପ୍ରବଳ ବର୍ଷା ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଣି ୨୪ ଘଣ୍ଟା ପରେ ପାକିସ୍ତାନର କେତେକ ଅଞ୍ଚଳରେ...

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ତେବେ ଏହାଠାରୁ ଦୂରେଇ ରହିବାର ଏକ...

କାଲିଫର୍ନିଆ ଫୁଡ୍‌ ଫେଷ୍ଟିଭାଲରେ ଗୁଳିକାଣ୍ଡ: ୪ ମୃତ, ୧୧ ଆହତ

କାଲିଫର୍ନିଆ,୨୯।୭: ଆମେରିକାର କାଲିଫର୍ନିଆରେ ଆୟୋଜିତ ହୋଇଥିବା ଫୁଡ୍‌ ଫେଷ୍ଟିଭାଲରେ ରବିବାର କେତେଜଣ ଅଜ୍ଞାତ ବ୍ୟକ୍ତି ଆଖିବୁଜା ଗୁଳି ଚାଳନା କରିଥିଲେ। ଏଥିରେ ଏବେ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଆହତ ହୋଇଛନ୍ତି। ତେବେ ଆକ୍ରମଣକାରୀଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri