ଅନ୍ତର୍ଜାତୀୟ

କୁଳଭୂଷଣ ଯାଦବ ମାମଲା: ଆଇସିଜେ ରାୟ ଆଜି

ନୂଆଦିଲ୍ଲୀ/ହେଗ୍‌, ୧୭ା୭(ପି.ଟି.) :କୁଳଭୂଷଣ ଯାଦବ ମାମଲାର ଚୂଡାନ୍ତ ରାୟ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ)ରେ ବୁଧବାର ହେବାକୁ ଯାଉଛି। ମାମଲାର ରାୟ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରଭାବିତ କରିବ ବୋଲି କୁହାଯାଉଛି। ଭାରତର ପୂର୍ବତନ ନୌସେନାଧିକାରୀ କୁଳଭୂଷଣଙ୍କୁ...

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ କହିଛନ୍ତି ତାଲିବାନ ପକ୍ଷରୁ ବାରମ୍ବାର ତାଙ୍କୁ ଫୋନ୍‌ ଓ ଚିଠି ମାଧ୍ୟମରେ ଧମକ...

ପୁଣି ଥରିଲା ଇଣ୍ଡୋନେସିଆ: ଗତ ୩ ଦିନରେ ୩ ଥର ଭୂକମ୍ପ

ଜାକର୍ତ୍ତା,୧୬।୭: ଇଣ୍ଡୋନେସିଆର ବାଲିରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୮ଟା ୧୮ରେ ଭୂକମ୍ପ ଅନୁଭୁତ ହୋଇଥିଲା। ଭୂକମ୍ପର କେନ୍ଦ୍ର ବାଲିର...

୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍‌ ଖୋଲିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୭: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍‌କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି। ଏଣିକି ସମସ୍ତ ଯାତ୍ରୀ ଏହାର ଲାଭ ପାଇପାରିବେ ବୋଲି ପାକିସ୍ତାନ ବେସାମରିକ ବିମାନ...

ପିଓକେରେ ବନ୍ୟା: ୨୩ ମୃତ

ଇସ୍‌ଲାମାବାବାଦ,୧୬ା୭: ପାକିସ୍ତାନ ଅଧିକୃତ କଶ୍ମୀରର ନୀଲମ୍‌ ଉପତ୍ୟକାରେ ମୂଷଳ ଧାରାରେ ବର୍ଷା ହେବା ସହ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଦ୍ୟାବଧି ୨୩ ଲୋକ ପ୍ରାଣ ହରାଇଥିବାବେଳେ କେତେକେ ନିଖୋଜ ଥିବା ଜଣାପଡ଼ିଛି। ଲସଓ୍ବା ଅଞ୍ଚଳରେ ଲଗାଣ ବର୍ଷା ଓ ଭୂସ୍ଖଳନ...

ହାଫିଜ୍‌ଙ୍କୁ ମିଳିଲା ଆଗୁଆ ଜାମିନ

ଲାହୋର,୧୬ା୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜାମାତ୍‌ ଉଦ୍‌ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସଇଦ ଓ ତାଙ୍କର ୩ ସହଯୋଗୀଙ୍କୁ ପାକିସ୍ତାନର ଲାହୋର ଆତଙ୍କ ନିରୋଧୀ ଅଦାଲତ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବେଆଇନଭାବେ ଏହି ନିଷିଦ୍ଧ...

ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ

କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ ଏହି ଦୁଇ ଦେଶରେ ପ୍ରାୟ ୬୫ ଜଣ ଲୋକଙ୍କ ମୃତ୍ୟୁ ହେଲାଣି।...

ଆଫଗାନିସ୍ତାନ ବିସ୍ଫୋରଣ: ୨ ଶିଶୁ ମୃତ

କାବୁଲ,୧୫।୭: ଆଫଗାନିସ୍ତାନ ବାଲ୍‌ଖର ଉତ୍ତରରେ ସୋମବାର ହୋଇଥିବା ଏକ ବିସ୍ଫୋରଣରେ ୨ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାହିନ କାର୍ପସ୍‌ର ପ୍ରବକ୍ତା ମହମ୍ମଦ ହନିଫ ରେଜାଇ ଏହି ସୂଚନା ଦେଇଛନ୍ତି। ରାସ୍ତାକଡରେ ଲାଗିଥିବା ବୋମା ବିସ୍ଫୋରଣ ଫଳରେ ଏପରି...

ବ୍ରିଟେନରେ ହୋଇପାରେ ବିଶ୍ୱର ସବୁଠାରୁ ବଡ ପରମାଣୁ ବିସ୍ଫୋରଣ

ଲଣ୍ଡନ,୧୫।୭: ଏବେ ବିଶ୍ୱର ପ୍ରାୟ ସବୁଦେଶ ନ୍ୟୁକ୍ଲିୟର ଶକ୍ତି ବୃଦ୍ଧି ପାଇଁ ପ୍ରୟାସ ଜାରି ରଖିଛନ୍ତି। ସେଥିପାଇଁ ଲୁଚାଛପାରେ ସମସ୍ତେ ଏହାର ପରୀକ୍ଷଣ ମଧ୍ୟ କରୁଛନ୍ତି। ଏହା ବିଶ୍ୱ ସମ୍ମୁଖରେ ପରମାଣୁ ବିସ୍ଫୋରଣର ଭୟକୁ ମଧ୍ୟ ବଢାଇ ଚାଲିଛି। କେବଳ...

୪ ମହିଳା ସାଂସଦଙ୍କ ଉପରେ ବର୍ଣ୍ଣବୈଷମ୍ୟ ଟିପ୍ପଣୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୫।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୪ ଜଣ ଡେମୋକ୍ରାଟିକ୍‌ ମହିଳା ସାଂସଦଙ୍କ ଉପରେ ବର୍ଣ୍ଣବୈଷମ୍ୟ ଟିପ୍ପଣୀ ଦେଇ ବିବାଦ ଘେରକୁ ଆସିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଯେ, ଯେଉଁ ଅଞ୍ଚଳରୁ ସେମାନେ ଆସିଛନ୍ତି ସେଠାକୁ ଫେରି ଯାଆନ୍ତୁ। ଟ୍ରମ୍ପ୍‌ଙ୍କ ଏଭଳି...

୨୪୦ ଚକା ବିଶିଷ୍ଟ ଟ୍ରକ୍‌ରେ ବୁହାହୋଇ ବନ୍ଦରରେ ପହଞ୍ଚିଲା ଜାକି ଚାନ୍‌ଙ୍କ ସୁପରୟାଚ୍‌: ଦାମ୍‌ ୩୧୫ କୋଟି

ବେଜିଂ,୧୫।୭: ଚାଇନାର ମାର୍ଶାଲ ଆର୍ଟ ଅଭିନେତା ଜାକି ଚାନ୍‌ଙ୍କ ସୁପରୟାଚ୍‌ ସ୍ଥାନୀୟ ଜିଙ୍ଗଲୋଗ୍‌ ସ୍ଥିତ ବନ୍ଦରରେ ପହଞ୍ଚିଛି। ଏହାକୁ ୨୪୦ ଚକା ବିଶିଷ୍ଟ ଟ୍ରକ୍‌ ଦ୍ୱାରା ବୁହାହୋଇ ଅଣାଯାଇଛି। ଏହାର ଲମ୍ବ ୪୬.୫ ମିଟର ଥିବାବେଳେ ଉଚ୍ଚତା ୨୨ ମିଟର...

ବନ୍ୟପ୍ରାଣୀ ଚୋରା ଚାଲାଣ: ଇଣ୍ଟରପୋଲ୍‌ ଦ୍ୱାରା ୬ ମାସରେ ୬ ଶହ ଗିରଫ

ଲିଓ,୧୫।୭: ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅନ୍ତର୍ଜାତୀୟସ୍ତରରେ ଇଣ୍ଟରପୋଲ୍‌ ଏବଂ ଓ୍ବାଲର୍‌ଡ କଷ୍ଟମ ଅର୍ଗାନାଇଜେସନ୍‌ର ମିଳିତ ସହଯୋଗରେ ଅପରେଶନ୍‌ ଜାରି ରହିଛି। ଏହି ଅପରେଶନ୍‌ରେ ୧୦୯ଟି ଦେଶ ସାମିଲ୍‌ ହୋଇଛନ୍ତି। ଚଳିତ ବର୍ଷ ପ୍ରଥମ ୬ ମାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri