ଓ୍ବାଶିଂଟନ୍,୧୪ା୭(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘର ସାଧାରଣ ସଭାରେ ଯୋଗଦେବା ଲାଗି ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବା ସମ୍ଭାବନା ଅଛି। ମୋଦି ତାଙ୍କ ଗସ୍ତକାଳରେ ହ୍ୟୁଷ୍ଟନ୍ରେ ସେପ୍ଟେମ୍ବର ୨୨ରେ ଭାରତୀୟ-ଆମେରିକୀୟଙ୍କୁ ଉଦ୍ବୋଧନ ଦେବେ। ଏ ସମ୍ପର୍କରେ ଚୂଡାନ୍ତ ନିଷ୍ପତ୍ତି ହୋଇ...
ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍ରେ ୫୭ ଜଣ ଆହତ...
ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୫୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତାହତଙ୍କ ସଂଖ୍ୟା ଆଗକୁ...
Page 1,635 of 1,672« First«...102030...1,6331,6341,6351,6361,637...1,6401,6501,660...»Last »
Archives
Model This Week
ପିଲାଙ୍କ ଧରିତ୍ରୀ