ଅନ୍ତର୍ଜାତୀୟ

ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଲା ପାସେଞ୍ଜର୍‌ ଟ୍ରେନ୍‌: ୧୧ ମୃତ, ୬୦ ଆହତ

ଲାହୋର,୧୧।୭: ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶରେ ଏକ ମାଲବାହୀ ଟ୍ରେନ୍‌ ଏବଂ ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ଧକ୍କାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୬୦ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ସାଦିକାବାଦ୍‌ ତହସିଲ୍‌ରେ ଥିବା ବହ୍ଲାର ଷ୍ଟେଶନର ଲୁପ୍‌...

ଭାରତର ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଏଜେଣ୍ଟ ସ୍ମିଥ୍‌ ଭାଇରସ୍‌: ଚେକ୍‌ ପଏଣ୍ଟ୍‌ ରିପୋର୍ଟ

ନୂଆଦିଲ୍ଲୀ/ଜେରୁଜେଲମ୍‌, ୧୧।୭: ଭାରତରେ ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଭାଇରସ୍‌ ରହିଛି। ଏହି ଭାଇରସ୍‌ର ନାମ ଏଜେଣ୍ଟ୍‌ ସ୍ମିଥ୍‌। ଏନେଇ ଇସ୍ରାଏଲ୍‌ ସାଇବର ସୁରକ୍ଷା ଗବେଷଣା କମ୍ପାନୀ ଚେକ୍‌ ପଏଣ୍ଟ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଏହାଦ୍ୱାରା ହ୍ବାଟସ୍‌ଆପ୍‌...

୬ବର୍ଷର ବାଳକ: ୨ଘଣ୍ଟାରେ ୩ହଜାର ଥର ଦଣ୍ଡ ବୈଠକ କରି ଜିତିଲେ ବିଳାସମୟ ଘର

ମସ୍କୋ,୧୧।୭: ବ୍ୟାୟାମ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବୁଦ୍ଧି ଓ ମନ ଶାନ୍ତ ରହିଥାଏ। ପ୍ରତିଦିନ ଦଣ୍ଡ ବୈଠକ କରିବା ଦ୍ୱାରା ମାଂସପେଶୀ ଓ ଶରୀରରେ ଥିବା ସମସ୍ତ ଗଣ୍ଠି ମଜଭୁତ ହୋଇଥାଏ। କେବଳ ସେତିକି ନୁହେଁ,...

ଏକ ଛତ୍ରବାଦୀ ଶାସକ କିମ୍‌ କଲେ ଉତ୍ତରକୋରିଆ ସମ୍ବିଧାନ ସଂଶୋଧନ: ହେଲେ ଦେଶର ସର୍ବୋଚ୍ଚ ଅଧିକାରୀ

ପୋୟାଙ୍ଗ୍‌ୟାଙ୍ଗ୍‌,୧୧।୭: ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ ଗୁରୁବାର ଦେଶର ସମ୍ବିଧାନ ସଂଶୋଧନ କରିଛନ୍ତି। ଏହାଦ୍ୱାରା କିମ୍‌ ଦେଶର ସର୍ବୋଚ୍ଚ ଅଧିକାରୀ ଭାବେ ଏବେ କାର୍ଯ୍ୟ କରିବେ। ବର୍ତ୍ତମାନ ସୁଦ୍ଧା କିମ୍‌ ଷ୍ଟେଟ୍‌ ଆଫେୟାରର୍ସ କମିଶନ ଅଧ୍ୟକ୍ଷ ଭାବେ...

୩୧ ବର୍ଷ ପରେ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୁଇଁବ ୨୧୦ କୋଟି

ନୂଆଦିଲ୍ଲୀ/ଜେନେଭା,୧୧।୭: ଆସନ୍ତା ୩୧ ବର୍ଷ ପରେ ୨୦୫୦ ବେଳକୁ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୋଟ ପିଲାଙ୍କ ତୁଳନାରେ ଦୁଇଗୁଣା ହେବ। ମୋଟ ଜନସଂଖ୍ୟା ୯୭୦ କୋଟିରେ ପହଞ୍ଚିବ। ସେମାନଙ୍କ ମଧ୍ୟରୁ ବୟସ୍କଙ୍କ ସଂଖ୍ୟା ୨୧୦କୋଟି ହେବ ବୋଲି ଜାତିସଂଘ ପ୍ରକ୍ଷରୁ...

ଦାଉଦ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କ : ଜାତିସଂଘରେ ଆଶଙ୍କା ବ୍ୟକ୍ତ କଲା ଭାରତ

ଜାତିସଂଘ,୧୧ା୭(ପି.ଟି.): ପାକିସ୍ତାନରେ ରହୁଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କରେ ପରିଣତ ହୋଇଛି। ଡି-କମ୍ପାନୀ, ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଏବଂ ଲଶ୍କର-ଇ-ତୋଇବା ଭାରତ ପାଇଁ ପ୍ରକୃତ ବିପଦ ବୋଲି ନୂଆଦିଲ୍ଲୀ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ ଅଭିଯୋଗ କରିଛି।...

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’

ମେଲବୋର୍ନ,୧୧ା୭: ଅଗଷ୍ଟ ୮ରେ ହେବାକୁ ଥିବା ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ର ଉଦ୍‌ଘାଟନୀ ମହୋତ୍ସବରେ ରିମା ଦାସଙ୍କ ଦ୍ୱାରା ନିର୍ମିତ ଅହମିୟା ଫିଲ୍ମ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’ ପ୍ରଦର୍ଶିତ ହେବ। ୨୦୧୯ରେ ଉକ୍ତ ଫିଲ୍ମ ଫେଷ୍ଟିଭାଲ୍‌ର ୧୦ବର୍ଷ...

ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୫ଶହ ଜଣ ଆହତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ...

ପାକିସ୍ତାନୀ ଅଭିନେତ୍ରୀଙ୍କ ପରଲୋକ

କରାଚୀ,୧୦ା୭(ପି.ଟି.): ପାକିସ୍ତାନର କିମ୍ବଦନ୍ତୀ ଅଭିନେତ୍ରୀ ଜାହିନ୍‌ ତାହିରା ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୯ବର୍ଷ ହୋଇଥିଲା। ତାହିରାଙ୍କ ବିୟୋଗ ଖବର ତାଙ୍କ ନାତି ଡାନିଏଲ ଶାହଜାଦ୍‌ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି। ପାକିସ୍ତାନର ଟେଲିଭିଜନ ଇତିହାସରେ ବରିଷ୍ଠ କଳାକାରଙ୍କ ମଧ୍ୟରୁ...

୩ ହଜାର ଫୁଟ ପାହାଡ଼ ଉପରେ ପ୍ରେମିକାଙ୍କୁ ପ୍ରପୋଜ୍‌ କଲେ ପ୍ରେମିକ

ଓସଲୋ,୯।୭: ନରଓ୍ବେରେ ଜଣେ ପ୍ରେମିକାଙ୍କୁ ତାଙ୍କ ପ୍ରେମିକ ୩ ହଜାର ଫୁଟ ପାହାଡ଼ ଉପରେ ପ୍ରପୋଜ୍‌ କରିଛନ୍ତି। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରେମିକା ବେକ୍ସ୍‌ ମୋରଲେଙ୍କୁ ପ୍ରେମିକ କ୍ରିଷ୍ଟିୟନ୍‌ ରିଚାର୍ଡସ୍‌ ସ୍ଥାନୀୟ କେଜରାଗବୋଲ୍ଟେନ୍‌ ପାହାଡ଼ର...

ଅନଶନରେ ବସିବେ ମରିୟମ୍‌

ଇସ୍‌ଲାମାବାଦ,୯।୭: ଜେଲ୍‌ରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ବର୍ତ୍ତମାନର ସରକାର ତାଙ୍କର ପିତାଙ୍କୁ ଘରର ଖାଦ୍ୟ ଖାଇବାକୁ ଅନୁମତି ନ ଦିଅନ୍ତି ତାହେଲେ...

ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଅଳ୍ପ ଘଣ୍ଟା ମଧ୍ୟରେ ପୃଥିବୀର ହେବେ ନିକଟତର: ଧକ୍କା ଲାଗିବାର ରହିଛି ଆଶଙ୍କା

ଓ୍ବାଶିଂଟନ,୯।୭: ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଏବେ ପୃଥିବୀର ନିକଟତର ହେବାରେ ଲାଗିଛନ୍ତି। ଅଳ୍ପ କିଛି ଘଣ୍ଟା ମଧ୍ୟରେ ଏହି ଗ୍ରହଖଣ୍ଡ ଦ୍ୱୟ ପୃଥିବୀର ଅତି ନିକଟତର ହେବେ। ତେବେ ଏହା ଉପରେ ପୃଥିବୀର ମାଧ୍ୟାକର୍ଷଣ ଶକ୍ତିର ପ୍ରଭାବ ଅନୁଭୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri