ଅନ୍ତର୍ଜାତୀୟ

ପୁଟିନ୍‌ଙ୍କୁ ବ୍ୟଙ୍ଗ କଲେ ଟ୍ରମ୍ପ୍‌: ଏଥର ରାଷ୍ଟ୍ରପତି ନିର୍ବାଚନରେ ହସ୍ତକ୍ଷେପ କରିବ ନାହିଁ

ଓସାକା,୨୯ା୬(ଆଇଏଏନ୍‌ଏସ୍‌): ଜାପାନର ଓକାସା ସହରରେ ଚାଲିଥିବା ୨ ଦିନିଆ ଜି-୨୦ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କୁ ସାକ୍ଷାତ୍‌ କରିଛନ୍ତି। ହ୍ବାଇଟ୍‌ ହାଉସ୍‌କୁ ପୁଣି ଫେରିବାକୁ ଲକ୍ଷ୍ୟ ରଖିଥିବା ଟ୍ରମ୍ପ୍‌ ଏହି ଅବସରରେ...

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା...

ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି

ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ...

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରିୟା ଏହି ସଫଳତା ପାଇଛନ୍ତି। ଆସନ୍ତା ବର୍ଷହେବାକୁ ଥିବା ମିସ୍‌ ୟୁନିଭର୍ସ...

ଆମେରିକାରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ରୁଷ, ଫ୍ରାନ୍ସରେ ସତର୍କତା ଜାରି

ଓ୍ବାଶିଂଟନ,୨୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଛନ୍ତି ଆମେରିକା ଓ ୟୁରୋପର ଅଧିକାଂଶ ଅଞ୍ଚଳ। ଏଥର ୟୁରୋପ ଅତ୍ୟଧିକ ଗରମରେ ରେକର୍ଡ ଭାଙ୍ଗିଛି। ଜର୍ମାନୀ ଓ ଫ୍ରାନ୍ସରେ ସମାନ ପରିସ୍ଥିତି ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସତର୍କତା ଜାରି...

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା ସରକାରଙ୍କ ୱେଲ ପ୍ଲାନିଂ ଓ ସୁପରଭିଜନ ପାଇଁ ଫନୀ ଭଳି ବାତ୍ୟା...

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି, ଫେରାର ଆର୍ଥିକ ଅପରାଧୀଙ୍କୁ ଧରିବା ଓ ବିପର୍ଯ୍ୟୟ ପରିଚାଳନା ପ୍ରସଙ୍ଗ ଆଦି ଆଲୋଚନାରେ...

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ ପ୍ରଶ୍ନବାଚୀ। ଏହାର କାରଣ ପାଲଟିଛି ଏହି ହୃଦୟ ବିଦାରକ ଚିତ୍ର। ଫଟୋଟି ଜଣେ...

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସ୍ବାଧିନତା ଦିବସରେ ଆୟୋଜିତ ହେବାକୁ ଥିବା ମନୋରଞ୍ଜନ...

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌ ବିଜନେସ୍‌ ନେଟ୍‌ଓ୍ବାର୍କକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟ୍ରମ୍ପ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି।...

ବ୍ୟାଗ୍‌ରୁ ମିଳିଲା ୨୧ ଦିନର ଶିଶୁକନ୍ୟା: ଆମେରିକା ପୋଲିସ ଝିଅଟିର ନାଁ ରଖିଲା ‘ଇଣ୍ଡିଆ’

ଓ୍ବାଶିଂଟନ୍‌, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍‌ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ ଖୋଜିବା ପାଇଁ ଏକ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ଏକ ଭିଡିଓ ଜରିଆରେ...

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ ଇରାନ ପକ୍ଷରୁ ଖସାଇ ଦିଆଯିବା ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri