ଭୁଲ୍ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା
କାବୁଲ,୧୮ା୫(ଆଇଏଏନ୍ଏସ୍): ଆମେରିକା ବାୟୁସେନା ଭୁଲ୍ରେ ସହଯୋଗୀ ଆଫଗାନିସ୍ତାନକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ୪ ଆମେରିକୀୟ କମାଣ୍ଡରଙ୍କ ସମେତ ୩୫ ପୋଲିସ କର୍ମଚାରୀ ନିହତ ହୋଇଥିବାବେଳେ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶସ୍ଥିତ ନହର-ଇ-ସରାଜ ଜିଲାର...