କୋଙ୍ଗୋ ଡଙ୍ଗା ବୁଡ଼ିରେ ପ୍ରାଣ ହରାଇଲେ ୩୦ ଯାତ୍ରୀ
କୋଙ୍ଗୋ,୨୭।୫: ପଶ୍ଚିମ କୋଙ୍ଗୋ ଗଣତାନ୍ତ୍ରିକ ରାଜ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ଥିବା ଏକ ହ୍ରଦରେ ଡଙ୍ଗା ବୁଡ଼ିବାରୁ ୩୦ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ବହୁ ଲୋକ ଏବେ ବି ନିଖୋଜ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,...
କୋଙ୍ଗୋ,୨୭।୫: ପଶ୍ଚିମ କୋଙ୍ଗୋ ଗଣତାନ୍ତ୍ରିକ ରାଜ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ଥିବା ଏକ ହ୍ରଦରେ ଡଙ୍ଗା ବୁଡ଼ିବାରୁ ୩୦ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ବହୁ ଲୋକ ଏବେ ବି ନିଖୋଜ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,...
ଥାଇଲାଣ୍ଡ, ୨୭।୫: ପେଟୁଆ ପୋଲିସଙ୍କ ଓଜନ କମାଇବା ପାଇଁ ଥାଇଲାଣ୍ଡ ସରକାର ଅଭିନବ ଯୋଜନା ଆପଣାଇଛନ୍ତି। ପେଟ ବାହାରିଥିବା ପୋଲିସ ଅଫିସରଙ୍କ ପାଇଁ ସେଠାରେ ଏକ ଓଜନ କମାଇବା କ୍ୟାମ୍ପ୍ ପ୍ରସ୍ତୁତ କରାଯାଇଛି। ଏହି କ୍ୟାମ୍ପ୍ର ନାଁ ରହିଛି ‘ବେଲି...
ଡବଲିନ,୨୭।୫: ଆୟରଲାଣ୍ଡରେ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବା ପାଇଁ ୮୨ ପ୍ରତିଶତ ଲୋକ ଦାବି କରିଛନ୍ତି। ଏଥିପାଇଁ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିବା ଜଣାପଡ଼ିଛି। ବିବାହ ବିଚ୍ଛେଦ ପ୍ରକ୍ରିୟାକୁ ସରଳ ବା ସହଜ କରିବା ପାଇଁ ଜନମତ ନିଆଯାଉ...
ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି ଖଟାଇ ନିଆରା ଉପାୟରେ ଜୀବନ ବଞ୍ଚାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଉକ୍ତ ସହରରେ...
କାବୁଲ,୨୭।୫:ଆଫଗାନୀସ୍ତାନ କାବୁଲରେ ସୋମବାର ଆଇଇଡି ବିସ୍ଫୋରଣରେ ଏକ ବସ୍ ଧ୍ୱଂସ ହୋଇଯାଇଛି। ଏହି ଘଟଣାରେ ୧୦ ଲୋକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଧାର୍ମିକ ତଥା ହଜ୍ ମନ୍ତ୍ରଣାଳୟର ବସ୍କୁ ଟାର୍ଗେଟ୍ କରାଯାଇଥିବା କୁହାଯାଉଛି। ପୂର୍ବରୁ...
ଲଣ୍ଡନ,୨୭ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପାଇଁ ଚାଲିଥିବା ବ୍ରେକ୍ଜିଟ୍ ଆଲୋଚନା ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ଥେରେସା ମେ ଇସ୍ତାଫା ଘୋଷଣା କରିସାରିଛନ୍ତି। ସେ ସରକାରୀ ବାସଭବନ ଡାଉନିଂ ଷ୍ଟ୍ରିଟ୍ରୁ ଜୁନ୍ ୭ରେ ବିଦାୟ ନେବେ।...
ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍ରେ ଜି-୨୦ ସମିଟ୍ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ଲାଗି ଉଭୟ ନେତା ରାଜି ହୋଇଛନ୍ତି। ଭାରତ-ଆମେରିକା ରଣନୀତିକ ସମ୍ପର୍କକୁ...
ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍ସି) ମୁଖ୍ୟ ସିରିଲ୍ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ ପାର୍ଲାମେଣ୍ଟ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ରାଷ୍ଟ୍ରପତି ନିର୍ବାଚିତ କରିଥିଲା। ରାଜଧାନୀ ପ୍ରେଟୋରିଆର ଲୋଫଟସ୍ ଭର୍ସଫେଲ୍ଡ...
ଇସଲାମାବାଦ୍,୨୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍ରେ ଅଣ୍ଡରଓ୍ବାଲ୍ଡ୍ ଡନ୍ ଦାଉଦ୍ ଇବ୍ରାହିମ୍ ବେଶ୍ ଭୟଭୀତ ହୋଇଯାଇଛନ୍ତି। ସେ ଭବିଷ୍ୟତ ଯୋଜନା ସମ୍ପର୍କରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ସହିତ ବୈଠକ କରିଥିବା କୁହାଯାଉଛି। ଭାରତୀୟ ଗୋଇନ୍ଦା ସଂସ୍ଥା ଆମେରିକା...
ସିଡ୍ନୀ, ୨୫।୫: ଅଷ୍ଟ୍ରେଲିଆ ପଶ୍ଚିମ ଅଞ୍ଚଳରେ ଥିବା କାଲଗୁର୍ଲିଠାରେ ମାଟିତଳୁ ଦେଢ଼ କିଲୋଗ୍ରାମ୍ ଓଜନର ଏକ ସୁନା ଖଣ୍ଡ ମିଳିଛି। ଏଠାରେ ଥିବା ସୁନା ଖଣିଠାରୁ କିଛି ଦୂରରେ ଜଣେ ବ୍ୟକ୍ତି ମେଟାଲ ଡିଟେକ୍ଟର ସହାୟତାରେ ଏହା ପାଇଥିବା କୁହାଯାଉଛି।...
ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ ନିଜ କଂଜରଭେଟିଭ ଦଳରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ଘୋଷଣା ଅନୁସାରେ ଜୁନ ୭ରେ ସେ ଦଳ ଓ ଦଳୀୟ ପଦରୁ ଇସ୍ତଫା ଦେବେ ବୋଲି ଜଣାପଡ଼ିଛି।...
ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ ଟୁଇଟର୍ ଲେଖିଛନ୍ତି, ଭାଜପାର ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛିି। ଦକ୍ଷିଣ...