ଅନ୍ତର୍ଜାତୀୟ

୩୩ ବର୍ଷ ତଳେ ବିମାନ ବନ୍ଦରରେ ହଜିଥିବା ୧୦ଦିନର ଶିଶୁପୁତ୍ର ଯୁବକ ହୋଇ ଘରକୁ ଫେରିଲେ

ଲଣ୍ଡନ,୧୬।୫: କଥାରେ ଅଛି ରଖେ ହରି ମାରେ କିଏ। ଏହା ଷ୍ଟିଭ୍‌ ହାଇଇସ୍‌ଙ୍କ କ୍ଷେତ୍ରରେ ସତ୍ୟ ପ୍ରମାଣିତ ହୋଇଛି। ଷ୍ଟିଭ୍‌ଙ୍କ କାହାଣୀ ଫିଲ୍ମ ପରି। ତାଙ୍କୁ ୧୦ ଦିନ ହୋଇଥିବାବେଳେ ସେ ୧୯୮୬ରେ ଗେଟ୍‌ଓ୍ବିକ୍‌ ବିମାନ ବନ୍ଦରର ମହିଳା ଶୌଚାଳୟରେ...

୯୦ ପାକିସ୍ତାନୀ କନିଆଙ୍କ ଭିଜାରେ ରୋକ ଲଗାଇଲା ଚାଇନା

ବେଜିଂ,୧୬ା୫: ଚାଇନା ୯୦ ପାକିସ୍ତାନୀ କନିଆଙ୍କ ଭିଜାରେ ରୋକ ଲଗାଇଛି। ପାକିସ୍ତାନୀରୁ କନିଆ ଚାଇନା ଆଣି ସେଠାରେ ସେମାନଙ୍କୁ ଦେହବେପାରରେ ଲଗାଯାଉଥିବା ଅଭିଯୋଗ ହେବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଭିଜା ପାଇଁ ଆସିଥିବା ୧୪୨ଟି ଆବେଦନକୁ ଯାଞ୍ଚ୍‌...

ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା

ଆଇଏସ୍‌ ଖୋରାସନ୍‌ ଉପରେ ଜାତିସଂଘର କଟକଣା ଜାତିସଂଘ,୧୬ା୫ : ଜାତିସଂଘ ପକ୍ଷରୁ ଆଇଏସ୍‌ର ଦକ୍ଷିଣ ଏସିଆ ଆତଙ୍କବାଦୀ ଶାଖା ‘ଆଇଏସ୍‌ ଖୋରାସନ୍‌’ ଉପରେ କଟକଣା ଲଗାଯାଇଛି। ପାକିସ୍ତାନର ଜଣେ ପୂର୍ବତନ କମାଣ୍ଡର ୨୦୧୫ରେ ଏହାକୁ ଗଠନ କରିଥିଲେ। ଅଲ୍‌ କାଏଦା...

ମେକ୍ସିକୋରେ ଘରୁ ନ ବାହାରିବାକୁ ଲୋକଙ୍କୁ ଚେତାବନୀ

ମେକ୍ସିକୋ ସିଟି,୧୫।୫: ମେକ୍ସିକୋରେ ପରିବେଶୀୟ ଜରୁରୀ କାଳୀନ ପରିସ୍ଥିତି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ କୁହାଯାଇଛି। ପରିବେଶ ବିଭାଗ ପକ୍ଷରୁ ଏନେଇ ବୁଧବାର ସୂଚନା ଜାରି କରାଯାଇଛି। ସ୍ଥାନୀୟ...

୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କଲେ ଏହି ବ୍ୟକ୍ତି

କାଠମାଣ୍ଡୁ, ୧୫।୫: ୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କରିଛନ୍ତି ନେପାଳର ୪୯ବର୍ଷୀୟ କାମି ରୀତା ଶେରପ୍ପା। ବୁଧବାର ସକାଳ ୭.୫୦ରେ ଏଭରେଷ୍ଟର ଶୀର୍ଷରେ ପହଞ୍ଚି ସେ ଏହି ଉପଲବ୍ଧି ହାସଲ କରିଛନ୍ତି। ଏକ ବର୍ଷ ଅର୍ଥାତ୍‌...

ଶ୍ରୀଲଙ୍କାରେ ୩ ଉଗ୍ରପନ୍ଥୀ ଗୋଷ୍ଠୀ ନିଷିଦ୍ଧ

କଲମ୍ବୋ,୧୫।୫(ପି.ଟି): ଶ୍ରୀଲଙ୍କା ସରକାର ନ୍ୟାଶନାଲ ଥୋହିଦ୍‌ ଜମାତ୍‌ (ଏନ୍‌ଟିଜେ) ସମେତ ଦୁଇଟି ଇସ୍‌ଲାମିକ୍‌ ଚରମପନ୍ଥୀ ଗୋଷ୍ଠୀକୁ ନିଷିଦ୍ଧ ଘୋଷଣା କରିଛନ୍ତି। ଏପ୍ରିଲ ୨୧ ଇଷ୍ଟର ପର୍ବରେ ଏନ୍‌ଟିଜେ ଦ୍ୱାରା ଆତଙ୍କବାଦୀ ଆକ୍ରମଣ ଫଳରେ ୨୫୦ରୁ ଊର୍ଦ୍ଧ୍ୱ ଲୋକ ନିହତ ହୋଇଥିଲେ।...

ପାପୁଆ ନ୍ୟୁ ଗିନିରେ ଭୂକମ୍ପ

କାନ୍‌ବେରା,୧୫ା୫(ଏପି): ମଙ୍ଗଳବାର ସନ୍ଧ୍ୟାରେ ପାପୁଆ ନ୍ୟୁ ଗିନିରେ ଶକ୍ତିଶାଳୀ ଭୂକମ୍ପ ସୃଷ୍ଟି ହେବା ଫଳରେ ସୁନାମି ସତର୍କତା ଜାରି କରାଯାଇଛି। ଆମେରିକାର ଜିଓଲୋଜିକାଲ ସର୍ଭେ (ୟୁଏସ୍‌ଜିଏସ୍‌)ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍‌ରେ ଭୂକମ୍ପର ମାତ୍ରା ୭.୫। ଏହାର କେନ୍ଦ୍ରସ୍ଥଳ କୋକୋପୋଠାରୁ...

ପାଠ ପଢ଼ିବା ପାଇଁ ଜିଦ୍‌ କରିବାରୁ ପତ୍ନୀଙ୍କ ଆଙ୍ଗୁଳି କାଟିଲେ ସ୍ବାମୀ

ଢ଼ାକା,୧୪।୫: ବାଂଲାଦେଶର ରାଜଧାନୀ ଢ଼ାକାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ସ୍ନାତକ କରିବା ପାଇଁ ଜିଦ୍‌ କରିବାରୁ ତାଙ୍କୁ ଏଭଳି ଦଣ୍ଡ ଦେଇଛନ୍ତି, ଯାହାକୁ ଶୁଣିଲେ ଆପଣ ଚକିତ ହୋଇଯିବେ। ପତ୍ନୀ ଜଣଙ୍କ...

ଚାଇନାକୁ ଟ୍ରମ୍ପଙ୍କ ଚେତାବନୀ: ସାଲିସ ନ କଲେ ପରିଣାମ ଭୋଗିବ

ନୂଆଦିଲ୍ଲୀ,୧୩।୫: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମୁନାହିଁ। ଏପରିସ୍ଥିତିରେ  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଚେତାବନୀ ଦେଇଛନ୍ତି। ବାଣିଜ୍ୟ ନେଇ ଆମେରିକା ସହ ସାଲିସ କରିବାକୁ ଟ୍ରମ୍ପ କହିଛନ୍ତି। ଏଭଳି ନ କଲେ ପରିଣାମ...

ନିଜର ବିଜ୍ଞାପନ ପାଇଁ ଫଶିଗଲା ପାକିସ୍ତାନୀ ଏୟାରଲାଇନ୍ସ: ଟୁଇଟରରେ ୟୁଜର୍ସଙ୍କ ବିରୋଧ

ଇସଲମାବାଦ,୨।୫: କିଛି ଦିନରୁ ପାକିସ୍ତାନ ଚାରିଆଡୁ ସମସ୍ୟାରେ ପଡ଼ିଥିବା ବେଳେ ଏବେ ତାର ଏୟାରଲାଇନ୍ସ ବିବାଦ ଘେରକୁ ଚାଲିଆସିଛି। ସୂଚନାଯୋଗ୍ୟ, ପାକିସ୍ତାନୀ ଏୟାରଲାଇନ୍ସ ଯାତ୍ରୀଙ୍କ ପାଇଁ ନୁଆ ବ୍ରେକଫାଷ୍ଟର ବିଜ୍ଞାପନ ବାହାର କରିଛି, ଯାହାକୁ ଦେଖି ଲୋକମାନେ ଉତ୍ତ୍ୟକ୍ତ ହୋଇପଡ଼ିଛନ୍ତି।...

ଗୋଟିଏ ବର୍ଷରେ ୨୦ ଲକ୍ଷ ବିଲେଇ ହତ୍ୟା କରିବେ ଅଷ୍ଟ୍ରେଲିଆ ସରକାର

କାନ୍‌ବେରା,୨।୫: ଆସନ୍ତା ୨୦୨୦ ସୁଦ୍ଧା ଅଷ୍ଟ୍ରେଲିଆ ସରକାର ୨୦ ଲକ୍ଷ ଜଙ୍ଗଲୀ ବିଲେଇ ହତ୍ୟା କରିବେ। ଏନେଇ ଯୋଜନା ପ୍ରସ୍ତୁତ ହୋଇଛି। ବିଲେଇଙ୍କ ଯୋଗୁ ଅନେକ ପ୍ରାଣୀ, ପକ୍ଷୀ ତଥା ସରିସୃପ ପ୍ରଜାତି ଲୋପ ପାଇଥିବା କୁହାଯାଇଛି। ବିଲେଇଙ୍କ ସଂଖ୍ୟା...

ଦେହରକ୍ଷୀଙ୍କୁ ବିବାହ କଲେ ଥାଇଲାଣ୍ଡ ରାଜା

ବ୍ୟାଙ୍ଗକକ୍‌,୨।୫: ରାଜ୍ୟାଭିଷେକର ଗୋଟିଏ ଦିନ ପୂର୍ବରୁ ଥାଇଲାଣ୍ଡ ରାଜା ମାହା ବାଜିରାଲଙ୍ଗକର୍ନ ବୁଧବାର ତାଙ୍କ ଉପମୁଖ୍ୟ ଦେହରକ୍ଷୀଙ୍କୁ ବିବାହ କରିଛନ୍ତି। ଏହାପରେ ତାଙ୍କୁ ସେ କୁଇନ୍‌ ସୁଥିଦା ଆଖ୍ୟା ଦେଇଛନ୍ତି। ରୟାଲ ଗେଜେଟରେ ଏହି ଆଶ୍ଚର୍ଯ୍ୟ କରିବା ଭଳି ଖବର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image