ମଦ ଦୋକାନରେ ପଶି ୩୦ ଲିଟର ମଦ ପିଇଗଲେ ହାତୀ
ୟୁନାନ,୨୧।୩: ଜନସଂଖ୍ୟା ବଢ଼ିବା ଯୋଗୁ ଜଙ୍ଗଲର ପରିସୀମା କମିବାରେ ଲାଗିଛି। ଫଳରେ ଜଙ୍ଗଲର ରାଜା ହାତୀ ପାଇଁ ସ୍ଥାନ ନିଅଣ୍ଟ ପଡୁଛି। ତେଣୁ ବହୁ ସମୟରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଜନବସତିକୁ ପଶି ଆସୁଛନ୍ତି। ଦକ୍ଷିଣ-ପଶ୍ଚିମ ଚାଇନାର ୟୁନାନ ପ୍ରଦେଶରେ...
ବିପଦ ଆଁରେ କାନାଡ଼ା: ୧୫୦ଟି ଜାହାଜ ଆକାରର ୨ ହିମଖଣ୍ଡ ଆସୁଛି ମାଡ଼ି
ଓଟଓ୍ବା, ୨୧।୩: ବିଶ୍ୱତାପନ ଯୋଗୁ ମେରୁ ଅଞ୍ଚଳରେ ଥିବା ହିମପାହାଡ଼ ତରଳିବାରେ ଲାଗିଛି। ଏହାଯୋଗୁ ଏବେ କାନାଡ଼ା ଉପରେ ବିପଦ ମାଡ଼ି ଆସୁଛି। ୨ ହିମଖଣ୍ଡ କାନାଡ଼ା ଆଡ଼କୁ ଧୀରେଧୀରେ ବଢ଼ିବାରେ ଲାଗିଥିବା କୁହାଯାଉଛି। ଏହି ହିମଖଣ୍ଡର ଆକାର ୧୫୦ଟି...
ଫିନଲାଣ୍ଡ୍ ତୃତୀୟ ଥର ପାଇଁ ସୁଖୀଦେଶ ତାଲିକାରେ ପ୍ରଥମ : ଭାରତରେ କମୁଛି ସୁଖୀଙ୍କ ସଂଖ୍ୟା
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଦୁନିଆର ସୁଖୀ ଦେଶ ତାଲିକା ପ୍ରକାଶ ପାଇଛି। ଏଥିରେ ୧୫୬ ଦେଶ ମଧ୍ୟରେ ଫିନ୍ଲାଣ୍ଡ୍ ଲଗାତାର ତୃତୀୟଥର ପାଇଁ ପ୍ରଥମ ସ୍ଥାନ ହାସଲ କରିଛି। ଜାତିସଂଘର ସଷ୍ଟେନବୁଲ୍ ଡେଭଲପ୍ମେଣ୍ଟ୍ ସୁଲ୍ୟସନ୍ ନେଟ୍ଓ୍ବାର୍କ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି।...
କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା
ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍ସିଂ ଜରିଆରେ ଏମାନେ କଥା ହୋଇଛନ୍ତି। ଏଥିରେ ଆମ ଦେଶର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,...
ଚାଇନା ଲୁଚାଇଲା କରୋନାର ପ୍ରାରମ୍ଭିକ ସୂଚନା, ପରିଣାମ ଭୋଗୁଛି ବିଶ୍ୱ: ଟ୍ରମ୍ପ
ଓ୍ବାଶିଂଟନ୍,୨୦।୩: ସାରା ବିଶ୍ୱରେ କରୋନା ଭାଇରସ୍ର ପ୍ରକୋପ ଥମିବାର ନାଁ ନେଉନି। ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ, ଚାଇନା କରୋନା ଭାଇରସ୍କୁ ନେଇ ପ୍ରାରମ୍ଭିକ ସୂଚନା ଲୁଚାଇବାରୁ...
କରୋନା ଭାଇରସ୍ର ଏହି ଲକ୍ଷଣ ବୈଜ୍ଞାନିକଙ୍କ ଚିନ୍ତା ବଢ଼ାଇଛି
ବର୍ଲିନ,୨୦।୩: କରୋନା ଭାଇରସ୍ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଦିନକୁ ଦିନ ବୃଦ୍ଧି ପାଉଥିବା ଏହି ମହାମାରୀ ସହ ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ତିଆରି ହୋଇପାରି ନାହିଁ। ସୁରକ୍ଷା ଦୃଷ୍ଟିରୁ କେବଳ ଲୋକଙ୍କୁ ବିଭିନ୍ନ ପ୍ରକାରର...
ପାକିସ୍ତାନରେ କରୋନା ମୃତ୍ୟୁସଂଖ୍ୟା ୩
ସିନ୍ଧ,୨୦।୩: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଶୁକ୍ରବାର ଜଣେ ୭୭ ବର୍ଷ ବୟସ୍କ ବ୍ୟକ୍ତିଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେବା ପରେ ଏଠାରେ ମୃତକଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସ୍ବାସ୍ଥ୍ୟମନ୍ତ୍ରୀ ଡା. ଆଜ୍ରା ଫାଜଲ ପେଚୁହୋ ଏହି ସୂଚନା ଦେଇଛନ୍ତି।...
ଚାଇନାକୁ ପଛରେ ପକାଇଲା ଇଟାଲି: ମୃତଦେହ ସଂସ୍କାର ପାଇଁ ନେବାକୁ ପଡୁଛି ସେନାର ସହାୟତା
ରୋମ,୨୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଏବେ ପର୍ଯ୍ୟନ୍ତ ଇଟାଲିରେ କରୋନା ଭାଇରସରେ ମୃତକଙ୍କ ସଂଖ୍ୟା ପହଞ୍ଚିଛି ୩,୪୦୫ରେ ଯାହା ଚାଇନାଠାରୁ ଅଧିକ। ଚାଇନାରେ ଏବେ...
କରୋନା ନେଲାଣି ୯ ହଜାର ଜୀବନ
ପ୍ୟାରିସ୍/ବେଜିଂ, ୨୦।୩: ସାରା ବିଶ୍ୱରେ କରୋନା ଭୂତାଣୁ ୯ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ ନେଲାଣି। ଏବେ ମୃତ୍ୟୁସଂଖ୍ୟା ୯,୦୨୦ରେ ପହଞ୍ଚିଛି। ୟୁରୋପରେ ୪,୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏସିଆରେ ୩,୪୧୬ ଜଣଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ତେବେ ଗତ...
ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍ ବନ୍ଦ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା...
କରୋନା ଭାଇରସ୍ ଯୋଗୁ ପୋଲାଣ୍ଡ ସୀମା ବନ୍ଦ
ଓ୍ବାରସା,୧୮।୩: ସାରା ବିଶ୍ୱରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ବିଭିନ୍ନ ଦେଶରେ କେତେକ କଟକଣା ଜାରି କରାଯାଇଥିବା ବେଳେ ଏବେ ସରକାର ସୀମାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାରି...
ଚିନ୍ତାରେ ଡାକ୍ତର: ସୁସ୍ଥ ହେବା ପରେ ବି ପୁଣିଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି ଲୋକେ !
ରୋମ,୧୯।୩: ଚାଇନା ପରେ ଏବେ ଇଟାଲିରେ କରୋନା ସଂକ୍ରମଣରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୫୭୧୩। ସେହିପରି ଇଟାଲିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ପାର କରିଗଲାଣି। ଏହାକୁ ଦେଖି...
Archives


