ଅନ୍ତର୍ଜାତୀୟ

କେମିକାଲ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ଆହତ

କରାଚି,୬।୩: ପାକିସ୍ତାନ କରାଚିର ପୋର୍ଟ କ୍ୱାସିମ ଅଞ୍ଚଳରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର କ୍ଲୋରିନ୍‌ ଗ୍ୟାସ ଲିକ୍‌ ହେବା ଫଳରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଅଣନିଶ୍ୱାସି ହୋଇ ଆହତ ହୋଇଥିବା ଜଣାପଡିଛି। ଏମାନଙ୍କୁ ତୁରନ୍ତ ଚିକିତ୍ସା ଲାଗି ନିକଟସ୍ଥ...

କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଇରାନରେ ଶୁକ୍ରବାର ପ୍ରାର୍ଥନା ବାତିଲ୍‌: ଇଟାଲିରେ ଦର୍ଶକଙ୍କୁ ଷ୍ଟାଡିୟମ୍‌ ଯିବା ମନା

ତେହରାନ,୬।୩: କରୋନା ଭାଇରସ୍‌ ଏବେ ମହମାରୀର ରୂପ ନେଇଥିବା ବେଳେ ବିଶ୍ୱର ଅଧିକାଂଶ ଦେଶରେ ନିଜର କାୟା ବିସ୍ତାର କରିସାରିଲାଣି। ଏହାକୁ ନେଇ ସାରା ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏବେ ପର୍ଯ୍ୟନ୍ତ ଏହା ୮୧ ଦେଶକୁ ନିଜର ଶିକାର...

ଦୁବାଇରେ ଭାରତୀୟ ଛାତ୍ରୀଙ୍କୁ କରୋନା

ଦୁବାଇ,୬ା୩(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ କରୋନା ରୋଗୀସଂଖ୍ୟା ୨୮କୁ ବୃଦ୍ଧି ପାଇଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ଭାରତୀୟ ଛାତ୍ରୀ ରହିଛନ୍ତି। ଦୁବାଇର ଭାରତୀୟ ସ୍କୁଲରେ ପଢ଼ୁଥିବା ୧୬ ବର୍ଷୀୟା ଛାତ୍ରୀ କରୋନା ସଂକ୍ରମିତ। ବିଦେଶ ଯାଇଥିବା ତାଙ୍କ ବାପାଙ୍କ...

ମୁଦ୍ରା ବ୍ୟବହାର କମାଇଲା ଇରାନ

ଦୁବାଇ,୬ା୩: ଇରାନରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସେଠାରେ କାଗଜ ମୁଦ୍ରା ବ୍ୟବହାର ଯଥା ସମ୍ଭବ କମାଇବା ପାଇଁ ସରକାର ଦେଶବାସୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଇରାନରେ ବିଭିନ୍ନ ସ୍ଥାନକୁ ଲୋକଙ୍କ ଯାତାୟାତ ହ୍ରାସ ଲାଗି ବିଭିନ୍ନ ଚେକ୍‌ ପଏଣ୍ଟରେ କର୍ମଚାରୀ...

ଆମେରିକାରେ ମୃତ୍ୟୁସଂଖ୍ୟା ୧୧

ସିଟଲ,୬ା୩: ଆମେରିକାରେ କରୋନା ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲାଣି।କେବଳ ଓ୍ବାଶିଂଟନରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସିଟଲ ଅଞ୍ଚଳର ଏକ ନର୍ସିଂ ହୋମ୍‌ରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଫେଡେରାଲ କର୍ତ୍ତୃପକ୍ଷ ଏହାର ତଦନ୍ତ କରିବେ ବୋଲି ଘୋଷଣା...

କରୋନା ଭୟ: ୪ ଫୁଟ ଦୂରରୁ ସେଲୁନ୍‌ରେ କଟାଯାଉଛି କେଶ

ବେଜିଂ,୫।୩: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେଣୁ ସୁରକ୍ଷା ଦୃଷ୍ଟିରେ ଏଠାରେ ଥିବା ସେଲୁନ୍‌ରେ ୪ ଫୁଟ ଦୂରରୁ କେଶ କଟାଯାଉଛି। ଗ୍ରାହକମାନଙ୍କଠାରୁ ସୁରକ୍ଷିତ ଦୂରତାରେ ରହି ସେଲୁନ କର୍ମଚାରୀ କେଶ...

ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି କରିଛି। କରୋନା ୧୦୦ଏମ୍‌ ନାମକ ଏହି ଆପ୍‌କୁ ପ୍ଲେ ଷ୍ଟୋରରୁ ସହଜରେ ଡାଉନଲୋଡ୍‌...

ଏଆଇ ଧରିବ କରୋନା

ବେଜିଂ: କରୋନା ଆତଙ୍କରେ ଥରହର ହେଉଛି ସାରା ବିଶ୍ୱ। ଦିନକୁ ଦିନ ଏହି ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶରେ କାୟା ମେଲାଇ ଚାଲିଛି। ଏହି ଜଟିଳ ରୋଗର ଶତ ପ୍ରତିଶତ ନିରାକରଣ ଲାଗି ଅଦ୍ୟାବଧି ପ୍ରତିଷେଧକ ବାହାରିନାହିଁ, ଯାହା...

ୟୁନିସେଫ୍‌ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ସୋସିଆଲ ମିଡ଼ିଆରେ ଭାଇରାଲ

ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଭିଏତ୍‌ନାମ୍‌ ଡ୍ୟାନ୍ସର କ୍ୱାଙ୍ଗ୍‌ ଏବଂ ଆଫଙ୍ଗ୍‌ ଲୋକଙ୍କୁ ହାତ ଧୋଇବା ଲାଗି...

ମନୁଷ୍ୟଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ

ହଂକଂ,୫।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି। ଏମିତିକି ଶକ୍ତିଶାଳୀ ଦେଶ ଆମେରିକା ମଧ୍ୟ ଏବେ କରୋନା ଭାଇରସ କବଳକୁ ଚାଲି ଆସିଛି। ତେବେ ହଂକଂରେ ପ୍ରଥମ କରି ଗୋଟିଏ କୁକୁର...

ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି

କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା ଚର୍ଚ୍ଚାକୁ ଆସିଛି। ସେ ତାଙ୍କ ଦେଶର ପ୍ରତି ମହିଳାଙ୍କୁ ଅତି କମ୍‌ରେ ୬...

କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ

ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍‌ ସନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ ୟୁଭି ଲାଇଟ୍‌ ରହିଛି। ଯାହାକି କବଚର ଆଭ୍ୟନ୍ତରୀଣ ତାପମାତ୍ରାକୁ ୪୦ ଡିଗ୍ରୀ ସେଲସିୟସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri