ପ୍ରତିଯୋଗିତାରେ ପ୍ରସ୍ତୁତ ହେଲା ୩୧୭୫ କିଲୋଗ୍ରାମ୍ ଦୁଗ୍ଧଜାତ ଖାଦ୍ୟ
ଓ୍ବାଶିଂଟନ,୫।୩ : ଆମେରିକାରେ ଏକ ନିଆରା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତାରେ ୨୬ଟି ଦେଶର ପ୍ରତିଯୋଗୀ ବିଭିନ୍ନ ଦୁଗ୍ଧଜାତ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ଛେନା, ଦହି, ଲହୁଣୀ ସହିତ ଅନ୍ୟ ଖାଦ୍ୟ ମଧ୍ୟ ରହିଛି। ସ୍ଥାନୀୟ...
ନମସ୍ତେ କହି ଅଭିବାଦନ କଲେ କରୋନାଠାରୁ ରହିହେବ ଦୂରେଇ: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍,୫।୩: ପୃଥିବି ସାରା କରୋନା ନେଇ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୯୦,୦୦୦ରୁ ଅଧିକ ଲୋକଙ୍କୁ କରୋନା ସଂକ୍ରମଣ ହୋଇଥିବାବେଳେ ୩,୧୦୦ରୁ ଅଧିକଙ୍କ ମୃତ୍ୟୁ ଘଟି ସାରିଲାଣି। ଏଥିରୁ ଦୂରେଇ ରହିବା ଲାଗି ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାବିନ୍ ନେତାନ୍ୟାହୁଙ୍କ ମନ୍ତବ୍ୟ...
ଦୌଡ଼ରୁ ଓହରିଲେ ବ୍ଲୁମ୍ବର୍ଗ
ଓ୍ବାଶିଂଟନ,୫ା୩: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଉଦ୍ଦିଷ୍ଟ ଡେମୋକ୍ରାଟିକ୍ ପ୍ରାଇମେରି ପ୍ରସେସ୍ ‘ସୁପର ଟ୍ୟୁଜ୍ଡେ’ ଦୁର୍ବଳ ପ୍ରଦର୍ଶନ ପରେ ଦୌଡ଼ରୁ ଓହରିଯାଇଛନ୍ତି ବିଲିଅନାରି ବିଜନେସମ୍ୟାନ୍ ମାଇକ୍ ବ୍ଲୁମ୍ବର୍ଗ। ସେ ପ୍ରତିଦ୍ୱନ୍ଦ୍ୱିତାରୁ ହଟିଯିବା ସହ ବର୍ତ୍ତମାନ ଦୌଡ଼ରେ ଆଗୁଆ...
ଆଖିରେ ଟାଟୁ କରି ଦୃଷ୍ଟିଶକ୍ତି ହରାଇଲେ ମଡେଲ
ଓ୍ବାର୍ସା,୪।୩: ଶରୀରରେ ଟାଟୁ କରିବା ବର୍ତ୍ତମାନ ଟ୍ରେଣ୍ଡ ପାଲଟିଥିବା ବେଳେ ଏବେ ଏହାକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ କ୍ରେଜ୍ କାହିଁରେ କେତେ। ସୌନ୍ଦର୍ଯ୍ୟ ବଢ଼ାଇବା ପାଇଁ କରାଯାଉଥିବା ଟାଟୁ ବେଳେବେଳେ କ୍ଷତିକାରକ ମଧ୍ୟ ସାବ୍ୟସ୍ତ ହୋଇଥାଏ। କିଏ ହାତରେ ଟାଟୁ...
୪୮ଘଣ୍ଟାର ଶାନ୍ତି ଚୁକ୍ତି ଗଲା ଫସର ଫାଟି: ତାଲିବାନ ଶିବିର ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍
ଓ୍ବାଶିଂଟନ,୪।୩: ଆମେରିକା ଏବଂ ଆତଙ୍କବାଦୀ ସଂଗଠନ ତାଲିବାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତି ୪୮ ଘଣ୍ଟା ବି ରହି ପାରିନି। ଏହା ଫସର ଫାଟି ଯାଇଛି। ଚୁକ୍ତି ପରେ ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ଉପରେ ତାଲିବାନ ଆକ୍ରମଣ ଜାରି ରଖିବାରୁ ଆମେରିକା...
ମୁଲ୍ଲାଙ୍କୁ ଫୋନ୍ କଲେ ଟ୍ରମ୍ପ୍: କଏଦୀଙ୍କ ମୁକ୍ତି ନେଇ ଏବେ ବି ସନ୍ଦେହ !
ଓ୍ବାଶିଂଟନ,୪।୩: ତାଲିବାନ ମୁଖ୍ୟ ମୁଲ୍ଲା ବରଦାରଙ୍କ ସହିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଫୋନ୍ରେ ଆଲୋଚନା ହୋଇଛି। ଜଣେ ଆତଙ୍କବାଦୀ ସଂଗଠନ ମୁଖ୍ୟଙ୍କ ସହିତ ନେଇ ଆମେରିକା ରାଷ୍ଟ୍ରପତିଙ୍କ ଆଲୋଚନାକୁ ପ୍ରଥମ ଥର ପାଇଁ ହ୍ବାଇଟ୍ ହାଉସ୍ ପକ୍ଷରୁ ଗୁରୁତ୍ୱ...
କରୋନା ଭୟ: ୫୪ ହଜାର କଏଦୀଙ୍କୁ ମୁକ୍ତ କଲା ଇରାନ
ତେହେରାନ୍,୪।୩ : କରୋନା ଆତଙ୍କରେ ଇରାନ ସରକାର ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୨୩ ସାଂସଦଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇସାରିଛି। ସୁରକ୍ଷା ଦୃଷ୍ଟିରୁ ସରକାର ୫୪ ହଜାର କଏଦୀଙ୍କୁ ମୁକ୍ତ କରିଛନ୍ତି। ତେବେ ୫ ବର୍ଷରୁ କମ ସମୟ ଜେଲରେ...
ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ
କାବୁଲ,୪ା୩(ଏଏଫ୍ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର ରାତିରେ ଆଫଗାନିସ୍ତାନର ୧୩ଟି ସ୍ଥାନରେ ଥିବା ସେନା ଘାଟି ଉପରେ ତାଲିବାନ...
ଫେରିଆସିଲେ ସ୍ବାଗତ କରିବୁ: ପ୍ରିନ୍ସ ହ୍ୟାରିଙ୍କୁ ମହାରାଣୀ କହିଲେ
ଲଣ୍ଡନ,୪ା୩: ତୁମେ ଯେତେବେଳେ ବି ଫେରିଆସିବ ଆମେ ତୁମକୁ ସ୍ବାଗତ କରିବୁ। ରାଜକୀୟ ଉତ୍ତରଦାୟିତ୍ୱରୁ ଦୂରେଇ ଯାଇଥିବା ବ୍ରିଟେନର ମହାନ ରାଜବଂଶର ଅନ୍ୟତମ ଦାୟାଦ ପ୍ରିନ୍ସ ହ୍ୟାରିଙ୍କୁ ଏହା କହିଛନ୍ତି ସମ୍ରାଜ୍ଞୀ ଏଲିଜାବେଥ୍ ଦ୍ୱିତୀୟ। ସତେ ଯେମିତି ନିଜ ନାତି...
ଭାଙ୍ଗିଲା ଶ୍ରୀଲଙ୍କା ସଂସଦ: ଏପ୍ରିଲରେ ହେବ ନିର୍ବାଚନ
କଲମ୍ବୋ,୩।୩: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପାକ୍ସେ ସୋମବାର ଦେଶର ସଂସଦକୁ ଭାଙ୍ଗି ଦେଇଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ ଏପ୍ରିଲ ୨୫ରେ ନିର୍ବାଚନ ଘୋଷଣା ହେବା ପରେ ସେ ଏହାକୁ ଭାଙ୍ଗି ଦେଇଥିବା ଜଣାପଡିଛି। ତେବେ କାର୍ଯ୍ୟକାଳ ପୂରଣ ହେବାର ୬...
କରୋନା ଭାଇରସ: ଦକ୍ଷିଣ କୋରିଆର ସ୍ଥିତି ଅସମ୍ଭାଳ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ଅତିକ୍ରମ କଲା
ସିଓଲ,୩।୩: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ତା’ର କାୟା ବିସ୍ତାର କରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଟପିଗଲାଣି। ମଙ୍ଗଳବାର ୪୭୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...
ଆମେରିକାରେ ବଢୁଛି କରୋନା ଭାଇରସ ମୃତକଙ୍କ ସଂଖ୍ୟା
ଓ୍ବାଶିଂଟନ,୩।୩: କରୋନା ଭାଇରସ ଏବେ ବିଶ୍ୱବାସୀଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହା ପାଖାପାଖି ୬୦ ଦେଶକୁ ବ୍ୟାପି ସାରିଲାଣି। ବିଶ୍ୱର ଶକ୍ତିଶାଳୀ ଦେଶ ଭାବେ ପରିଚିତ ଆମେରିକାରେ ମଧ୍ୟ ସମୟ କ୍ରମେ କରୋନା ଭାଇରସ ସଂକ୍ରମିତ ଓ...
Archives


