ଅନ୍ତର୍ଜାତୀୟ

ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…

କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍‌ଟେକ୍‌ ଗାଁ। ଏଠାରେ ଜୋପ୍‌ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍‌ ଇଣ୍ଡିଆନ ସମ୍ପ୍ରଦାୟର। ଗାଁର ପଶୁପକ୍ଷୀଙ୍କ ଠାରୁ ମଣିଷ ପର୍ଯ୍ୟନ୍ତ ସମସ୍ତେ ଦୃଷ୍ଟିହୀନ। ସେମାନେ ଜନ୍ମରୁ ଦୃଷ୍ଟିହୀନ...

ମରିୟମଙ୍କୁ ମିଳିଲା ଜାମିନ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଜାମିନ ମିଳିଛି। ସୋମବାର ଲାହୋର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଚୌଧୁରୀ ସୁଗାର ମିଲ୍‌ ମାମଲାରେ ତାଙ୍କୁ ଏହି ଜାମିନ ମିଳିଥିବା ପ୍ରକାଶ। ପାକିସ୍ତାନ...

ପାକିସ୍ତାନ ରେଳମନ୍ତ୍ରୀ କହିଲେ ଜଳଖିଆରେ ନିଆଁ ଲାଗିଲେ ଏହା ଫାଟିଯାଏ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣିଥରେ ନିଜର ଓଲଟା-ସିଧା କଥାକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ପାକିସ୍ତାନରେ ହୋଇଥିବା ରେଲ ଦୁର୍ଘଟଣାକୁ ଦେଇ ସେ ଏମିତି ଏକ ହାସ୍ୟାସ୍ପଦ ବୟାନ ଦେଇଛନ୍ତି। ନାୟଲା ଇନାୟତ ନାମକ...

ପାକିସ୍ତାନରେ ବ୍ରିଟେନ୍‌ର ୧୭୮ ଜଣିଆ ଶିଖ୍‌ ପ୍ରତିନିଧି ଦଳ

ଇସଲାମାବାଦ୍‌,୪।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମ ବାର୍ଷିକୀ ଅବସରରେ ପାକିସ୍ତାନରେ ବ୍ରିଟେନ୍‌ରୁ ୧୭୮ ଜଣିଆ ପ୍ରତିନିଧି ଦଳ ଆସି ପହଞ୍ଚିଛନ୍ତି। ସେମାନେ ଶେଖୁପୁରା ସ୍ଥିତ ଗୁରୁଦ୍ୱାରା ଜନ୍ମ ଆସ୍ଥାନ ନାନକ ସାହିବ ଏବଂ ଗୁରୁଦ୍ୱାରା ସଚ୍ଚା ସୌଦା ପରିଭ୍ରମଣରେ...

ଆତ୍ମହତ୍ୟାକାରୀଙ୍କୁ ଯେଉଁଠି ମିଳେ ‘ବୀର’ର ମାନ୍ୟତା…

ୟୁରୋପର ହଙ୍ଗେରୀରେ ଆତ୍ମହତ୍ୟାକାରୀଙ୍କୁ ‘ବୀର’ର ମାନ୍ୟତା ଦିଆଯାଏ। ଏଠାରେ ଆତ୍ମହତ୍ୟାକାରୀଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ । ବିଭିନ୍ନ ସମସ୍ୟା ଯୋଗୁ ଏଠାରେ ଅଧିକାଂଶ ଲୋକ ଚିନ୍ତାଗ୍ରସ୍ତ ରୁହନ୍ତି । ଅପରପକ୍ଷରେ ଏଠାରେ ଅଧିକ ଲୋକ କ୍ୟାନସରରେ ଆକ୍ରାନ୍ତ...

ନଦୀକୁ ଖସିଲା ଯାତ୍ରୀବାହୀ ବସ୍‌: ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୩।୧୧: ନେପାଳରେ ଏକ ଯାତ୍ରୀବାହୀ ବସ୍‌ ନଦୀକୁ ଖସି ପଡ଼ିଛି। ଏହି ଘଟଣାରେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ସଙ୍କୋଶୀ ନଦୀରେ ବସ୍‌ଟି ନିୟନ୍ତ୍ରଣ ହରାଇ ଖସିପଡ଼ିଛି। ବସ୍‌ରେ ୩୪ ଜଣ ଯାତ୍ରୀ...

ଆସିଆନ୍‌ ଭାରତର ଅଭିନ୍ନ ଅଙ୍ଗ ଥିଲା ରହିବ: ମୋଦି

ବ୍ୟାଙ୍କକ୍‌,୩।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବ୍ୟାଙ୍କକ୍‌ରେ ଆୟୋଜିତ ଆସିଆନ୍‌-ଇଣ୍ଡିଆ ଶିଖର ସମ୍ମିଳନୀରେ କହିଛନ୍ତି ଆସିଆନ୍‌ ଭାରତର ଆକ୍ଟ ଇଷ୍ଟ ପଲିସିର ଅଭିନ୍ନ ଅଙ୍ଗ ହୋଇ ଥିଲା ଓ ରହିବ। ସେ କହିଛନ୍ତି ସାମୁଦ୍ରିକ ସୁରକ୍ଷା, ଏହାସହ ଯୋଡି ହୋଇଥିବା...

ୟୁଏନ୍‌ଏସ୍‌ସିରେ ଉଠିବନି କଶ୍ମୀର ପ୍ରସଙ୍ଗ

ଜାତିସଂଘ,୩ା୧୧: ଚଳିତ ମାସରେ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ବୈଠକ ଅନୁଷ୍ଠିତ ହେବାକୁ ଥିଲାବେଳେ ସେଥିରେ କଶ୍ମୀର ପ୍ରସଙ୍ଗରେ ଆଲୋଚନା ହେବନାହିଁ। ନଭେମ୍ବର ମାସ ପାଇଁ ୟୁଏନ୍‌ଏସ୍‌ସିରେ ଅଧ୍ୟକ୍ଷତା କରିବାକୁ ଥିବା ବ୍ରିଟେନର ସ୍ଥାୟୀ ପ୍ରତିନିଧି କରେନ ପିର୍ସି ଏହି...

ଥାଇଲାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ମୋଦିଙ୍କ ଉଦ୍‌ବୋଧନ: ଆତଙ୍କବାଦର ମୂଳକୁ ଛେଦିଛି ଭାରତ

ବ୍ୟାଙ୍କକ୍‌,୩ା୧୧(ପି.ଟି.): ଆତଙ୍କବାଦ ଓ ବିଚ୍ଛିନ୍ନତାବାଦର ମୂଳ କାରଣ ଥିଲା ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ଧରି ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦। ଏହି ଅନୁଚ୍ଛେଦକୁ ଉଚ୍ଛେଦ କରିବା ଫଳରେ ଆତଙ୍କବାଦର ମୂଳକୁ ଛେଦନ କରାଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପ୍ରବାସୀ...

ଅସ୍ଥିରତା ଲାଗି ଅନୁମତି ମିଳିବନି

ଇସ୍‌ଲାମାବାଦ, ୩ା୧୧(ପି.ଟି.): ଦେଶରେ କାହାରିକୁ ଅସ୍ଥିରତା ଲାଗି ଅନୁମତି ମିଳିବ ନାହିଁ ବୋଲି ବିକ୍ଷୋଭକାରୀଙ୍କୁ ପାକିସ୍ତାନ ସେନା ପକ୍ଷରୁ ଚେତାବନୀ ଦିଆଯାଇଛି। ମୁସଲ୍‌ମାନ ଧର୍ମଗୁରୁ ତଥା ରାଜନେତା ମୌଲାନା ଫଜ୍‌ଲୁର ରହମନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଦୁଇଦିନ ମଧ୍ୟରେ ଗାଦି...

ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍‌ ଲାଇଭ

ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଆମେରିକାର ଏକ...

ସୈନ୍ୟ ଶିବିରରେ ଆତଙ୍କବାଦୀ ଆକ୍ରମଣ: ୫୪ ମୃତ

ବାମାକୋ,୨।୧୧: ମାଲିର ଉତ୍ତର-ପୂର୍ବ ମନେକା ଅଞ୍ଚଳରେ ଆତଙ୍କବାଦୀମାନେ ଏକ ସୈନ୍ୟ ଶିବିର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୩ ଜଣ ସୈନ୍ୟ ଏବଂ ଜଣେ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ସଞ୍ଚାର ମନ୍ତ୍ରୀ ୟାୟା ସାଙ୍ଗ୍‌ରେ ଟୁଇଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image