ଅନ୍ତର୍ଜାତୀୟ

ପାକିସ୍ତାନ ବି କରିଛି ରାମଲାଲାଙ୍କୁ ଅପେକ୍ଷା, ହୃଦୟ ଜିତିବ ପୂର୍ବତନ କ୍ରିକେଟରଙ୍କ ପୋଷ୍ଟ

ଇସଲାମାବାଦ,୧୪।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ପାଇଁ ଅନେକ ଉତ୍ସାହ ରହିଛି। ପ୍ରତ୍ୟେକ ଭାରତୀୟ ଏହାକୁ ନେଇ ଉତ୍ସାହିତ ଅଛନ୍ତି। ଲାଗୁଛି ଯେପରି ସମଗ୍ର ଦେଶରେ ଉତ୍ସବର ପରିବେଶ ଅଛି। କିନ୍ତୁ, ଏହି ସମୟରେ,...

୧୨ ଭାରତୀୟ ମତ୍ସଜୀବୀଙ୍କୁ ଗିରଫ କରିବା ସହ ଡଙ୍ଗା ଜବତ କଲା ଶ୍ରୀଲଙ୍କା ନୌସେନା

କଲମ୍ବୋ,୧୪।୧: ଶ୍ରୀଲଙ୍କା ନୌସେନା ୧୨ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି। ସେମାନେ ଦ୍ୱୀପ ଦେଶର ଜଳରେ ମାଛ ଧରିବା ଅଭିଯୋଗ ହୋଇଛି। ଏହାସହ ମତ୍ସ୍ୟଜୀବୀଙ୍କ ଡଙ୍ଗା ଜବତ କରାଯାଇଛି। ରବିବାର ଏକ ସରକାରୀ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି।...

ବିମାନରେ ଲାଗିଥିଲା ନିଆଁ: ୧୩ ମିନିଟରେ ଅବତରଣ କରାଇଲେ ପାଇଲଟ୍‌

ଟୋକିଓ,୧୪।୧: ଜାପାନରେ ୧୨୨ଜଣ ଯାତ୍ରୀଙ୍କୁ ଧରି ଯାଉଥିବା ଏକ ବିମାନ ଦୁର୍ଘଟଣାର ଶିକାର ହୋଇଛି। ପକ୍ଷୀ ମାଡ଼ ହେବାରୁ ବିମାନ ଇଞ୍ଜିନ୍‌ରେ ନିଆଁ ଲାଗିଯାଇଥିଲା। ହେଲେ ନିଆଁ ଲାଗିବାର ୧୩ ମିନିଟ୍‌ ମଧ୍ୟରେ ପାଇଲଟ୍‌ ବିମାନ୍‌କୁ ଇଂଚେଅନ ବିମାନ ବନ୍ଦରରେ...

ବିବାଦ ମଧ୍ୟରେ ନିଜ ମାଟିରୁ ଭାରତୀୟ ସେନାକୁ ଫେରାଇ ନେବାକୁ କହିଲା ମାଳଦ୍ୱୀପ

ନୂଆଦିଲ୍ଲୀ,୧୪।୧: ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ପୁଣି ଥରେ ଭାରତକୁ ନାଲି ଆଖି ଦେଖାଇଛନ୍ତି। ଚାଇନାରୁ ଫେରିବା ମାତ୍ରେ ୧୫ ମାର୍ଚ୍ଚ ପୂର୍ବରୁ ଭାରତ ଏହାର ସୈନ୍ୟ ମାଳଦ୍ଵୀପରୁ ଫେରାଇ ନେବାକୁ କହିଛନ୍ତି। ଏହାରୁ ପୂର୍ବରୁ ସେ କାହାର ନାଁ...

ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା ବେଲଜିୟମର ପୂର୍ବତନ ପ୍ରଧାନମନ୍ତ୍ରୀ

ବ୍ରୁସ୍‌ଲେସ୍‌,୧୪।୧: ବେଲଜିୟମର ପୂର୍ବତନ ପ୍ରଧାନମନ୍ତ୍ରୀ ୟେଭସ୍‌ ଲେଟର୍‌ମି ଭାରତକୁ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ର ସ୍ଥାୟୀ ସଦସ୍ୟ କରିବା ପାଇଁ ଦାବି କରିଛନ୍ତି। ଭାରତକୁ ସ୍ଥାୟୀ ସଦସ୍ୟ କରିବା ସୁରକ୍ଷା ପରିଷଦର ବୈଧତା ଏବଂ ପ୍ରତିନିଧିତ୍ୱ ବୃଦ୍ଧି...

ମୋଇଜ୍ଜୁଙ୍କୁ ବଡ ଝଟ୍‌କା: ମେୟର ନିର୍ବାଚନରେ ଶାସକ ଦଳ ପରାଜିତ

ମାଲେ,୧୪।୧: ଭାର-ମାଳଦ୍ବୀପ ବିବାଦ ମଧ୍ୟରେ ମାଳଦ୍ୱୀପ ରାଷ୍ଟ୍ରପତିଙ୍କୁ ମିଳିଛି ବଡ ଝଟକା । ରାଜଧାନୀ ମାଲେ ମେୟର ନିର୍ବାଚନରେ ମହମ୍ମଦ ମୋଇଜ୍ଜୁଙ୍କ ପାର୍ଟିକୁ ବଡ ପରାଜୟ ମିଳିଛି। ନିର୍ବାଚନରେ ଭାରତ ସମର୍ଥିତ ଦଳ ମାଳଦ୍ୱୀପୟାନ ଡେମୋକ୍ରାଟିକ ପାର୍ଟି ବା ଏମଡିପିକୁ...

ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବେ ନେପାଳ-ଭାରତ

କାଠମାଣ୍ଡୁ/ନୂଆଦଲ୍ଲୀ,୧୪ା୧: ସୀମା ସଂଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ନେପାଳ ଏବଂ ଭାରତ ଦ୍ୱିପାକ୍ଷିକ ଚୁକ୍ତି କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି। ଅନଧିକୃତ ବାଣିଜ୍ୟର ମୁକାବିଲା ପାଇଁ ବାଣିଜ୍ୟ, ଗମନାଗମନ ଏବଂ ସହଯୋଗ ଉପରେ ଭାରତ-ନେପାଳ ଆନ୍ତଃରାଜ୍ୟ ସବ୍‌...

ଆପଲ ସିଇଓ ଟିମ କୁକଙ୍କୁ କେତେ ମିଳେ ଦରମା ?

ଓ୍ବାଶିଂଟନ୍‌,୧୪।୧: ଦୁନିଆର ସବୁଠାରୁ ବଡ କମ୍ପାନୀ ଆପଲର ସିଇଓ ଟିମ କୁକୁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଷ୍ଟିଭ ଜବ୍ସଙ୍କର ମୃତ୍ୟୁ ପରେ ଆପଲକୁ ସବୁ ଟେକ୍‌ କମ୍ପାନୀ ଠାରୁ ଶିଖରକୁ ନେବାକୁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛିି । ନିକଟରେ...

ପୁଣି କ୍ଷେପଣାସ୍ତ୍ର ମାଡ଼କଲା ଉତ୍ତର କୋରିଆ, ଜାପାନ-ଦକ୍ଷିଣ କୋରିଆ ହେଲେ ସତର୍କ

ସିଓଲ,୧୪ା୧: ଦକ୍ଷିଣ କୋରିଆ କହିଛି, ଉତ୍ତର କୋରିଆ ରବିବାର ଏହାର ପୂର୍ବ ଉପକୂଳରୁ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଜାପାନ କୋଷ୍ଟଗାର୍ଡଙ୍କ ଅନୁଯାୟୀ, ଏହା ଏକ ବଡ଼ କ୍ଷେପଣାସ୍ତ୍ର। ଉତ୍‌କ୍ଷେପଣ ପରେ ଜାପାନର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଏହାକୁ ଜରୁରିକାଳୀନ ଚେତାବନୀ ବୋଲି...

ରିଅଲ ଲାଇଫର ସ୍ପାଇଡର ମ୍ୟାନ, ପାଳିଛନ୍ତି ୭୦୦ରୁ ଅଧିକ ବୁଢିଆଣୀ

ଛୋଟବେଳେ ଆପଣ ନିହାତି ସ୍ପାଇଡର ମ୍ୟାନ ବିଷୟରେ ଶୁଣିଥିବେ। ସ୍ପାଇଡର ମ୍ୟାନର ଭିନ୍ନ ଅନ୍ଦାଜ ସହ ବୁଢିଆଣୀ ପରି କାନ୍ଥରେ ଚାଲିବାକୁ ସମସ୍ତେ ପସନ୍ଦ କରନ୍ତି। ସିଏ ତ ଗଲା କାର୍ଟୁନ କିମ୍ବା ଫିଲ୍ମ ଦୁନିଆର କଥା ହେଲେ ରିଅଲ...

ଏୟାରପୋର୍ଟ ରନଓ୍ବେ ତଳେ ଦିଆଯାଇଛି ୨ଜଣଙ୍କୁ କବର, ଅନ୍ଧବିଶ୍ୱାସ ନା ଅନ୍ୟ କାରଣ!

ସାଭାନା, ୧୪।୧: ଏୟାରପୋର୍ଟ ନିର୍ମାଣ ହେବା ପୂର୍ବରୁ ପ୍ରଥମେ ଜମି ଚିହ୍ନଟ କରାଯାଇ ପରେ ନିର୍ମାଣ କରାଯାଏ। ନିକଟରେ ଏପରି ଏକ ଏୟାରପୋର୍ଟ ବିଷୟରେ ଚର୍ଚ୍ଚା ହେଉଛି ଯେଉଁଠି ଏୟାରପୋର୍ଟ ନିର୍ମାଣ ହେବା ପୂର୍ବରୁ ୨ଜଣଙ୍କୁ ସେଠାରେ କବର ଦିଆଯାଇଛି।...

୧୦୦ ଦିନରେ ଇସ୍ରାଏଲ୍‌-ହମାସ ଯୁଦ୍ଧ

ରାଫାହ(ଗାଜା ଷ୍ଟ୍ରିପ୍‌),୧୪।୧:ଗାଜା ଷ୍ଟ୍ରିପ୍‌ ଉପରେ ଇସ୍ରାଏଲ୍‌ର ଆକ୍ରମଣକୁ ୧୦୦ ଦିନ ବିତିଛି। ଏହି ଯୁଦ୍ଧରେ ୨୩,୪୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିବା ସହ ଗାଜା ଲୋକସଂଖ୍ୟାରେ ୮୫ ପ୍ରତିଶତ ଘରଦ୍ୱାର ଛାଡ଼ି ପଳାଇଯାଇଛନ୍ତି। ହଜାର ହଜାର ଲୋକ ଆହତ ହୋଇଛନ୍ତି। ଯେଉଁମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri