ଅନ୍ତର୍ଜାତୀୟ

ଇସ୍ରାଏଲରେ ପହଞ୍ଚିଥିବା ଏଲନ ମସ୍କଙ୍କୁ ଆମନ୍ତ୍ରଣ କଲା ହମାସ

ଜେରୁଜେଲମ,୨୯।୧୧: ୟହୂଦି ବିରୋଧକୁ ନେଇ ସମାଲୋଚନାର ସମ୍ମୁଖୀନ ହେଉଥିବା ଏଲନ ମସ୍କ ସୋମବାର ଇସ୍ରାଏଲରେ ପହଞ୍ଚି ସେଠାରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଛନ୍ତି। ଏହି ସମୟରେ ମସ୍କ କଫର ଅଜା କିବୁତଜ ପରିଦର୍ଶନ କରିଥିଲେ,...

ଗାଜାରେ ୩୭ ଦିନ ପରେ ଭଗ୍ନାବଶେଷ ତଳୁ ଜୀବନ୍ତ ଉଦ୍ଧାର ହେଲା ଶିଶୁ, ଭାଇରାଲ ହେଉଛି ଭିଡିଓ

ଜେରୁଜେଲମ,୨୯।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ପ୍ରକାଶ ପାଇଛି। ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଏଠାରେ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଶିଶୁର...

ସମୁଦ୍ର ଉପରେ ମଝି ଆକାଶରେ ଦୁୁର୍ଘଟଣା ଗ୍ରସ୍ତ ହେଲା ସାମରିକ ବିମାନ, ୮ ଯାତ୍ରୀ ଜୀବିତ କି ମୃତ ନେଇ ସନ୍ଧାନ ଜାରି…

ଟୋକିଓ/ଓ୍ବାଶିଂଟନ,୨୯।୧୧ : ଆମେରିକାର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ ଆମେରିକାର ସାମରିକ ବିମାନ ଓସପ୍ରେ ଜାପାନ ନିକଟ ସମୁଦ୍ରରେ ଖସିପଡଛି। ବିମାନଟି ୟାକୁସିମା ଦୀପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମୁଦାୟ ୮ ଜଣ...

ଇଣ୍ଟର୍ନଶିପରେ କମ୍ପାନୀ କରାଇଲା ଅଧିକ କାମ, ଚାଲିଗଲା ଯୁବକଙ୍କ ଜୀବନ

ବେଜିଂ,୨୯।୧୧: ଇଣ୍ଟର୍ନଶିପ ସମୟରେ ବ୍ୟକ୍ତି କୌଣସି କମ୍ପାନୀରେ କାମ ଶିଖିଥାଏ। ଶୀଘ୍ର କାମ ଶିଖିବା ପରେ ଉକ୍ତ ବ୍ୟକ୍ତିଙ୍କୁ କମ୍ପାନୀ ନିଯୁକ୍ତି ଦେଇ ପାରିବ ବୋଲି ସ୍ଥିର କରିଥାଏ। କମ୍ପାନୀ ଅନୁଯାୟୀ ଇଣ୍ଟର୍ନଶିପରେ ମାସେ କି ଦୁଇ ମାସ ବିନା...

ଆୟର୍ଲାଣ୍ଡରେ ସବୁଠୁ ଅଧିକ ଦରମା ପାଉଛନ୍ତି ଭାରତୀୟ ମହିଳା, ଆୟର୍ଲାଣ୍ଡର ମହିଳା ଅଛନ୍ତି ପଛରେ…

ଡବଲିନ,୨୯।୧୧: ଅଧିକ ଦରମା ପାଇବା ପାଇଁ ଭାରୀୟମାନେ ଦେଶ ବାହାରକୁ ଯାଉଛନ୍ତି। କେବଳ ପୁରୁଷ ନୁହେଁ ମହିଳମାନେ ମଧ୍ୟ ଦେଶ ବାହାରକୁ ଯାଇ ବିଭିନ୍ନ ପ୍ରକାର ଚାକିରି କରୁଛନ୍ତି। ତେବେ ନିକଟରେ ଏକ ରିପୋର୍ଟରୁ ଜଣାପଡିଛି କି, ଭାରତୀୟ କାର୍ଯ୍ୟରତ...

ଚାଇନାର ଅଜବ ଆଇନ: ଅସୁସ୍ଥ ପିଲାଙ୍କୁ ହସ୍ପିଟାଲ ହୋମଓ୍ବାର୍କ କରାଉଛନ୍ତି ଅଭିଭାବକ…

ବେଜିଂ,୨୯।୧୧: ଚାଇନାରେ ନିମୋନିଆ ବ୍ୟାପିବା ମଧ୍ୟରେ ପିଲାମାନଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା ଦ୍ରୁତ ଗତିରେ ବ୍ୟାପୁଛି। ଏହାର ଚିକିତ୍ସା ପାଇଁ ପିଲାମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ସମୟରେ, ଯେପରି ପିଲାମାନଙ୍କର ପାଠପଢ଼ାରେ କୌଣସି କ୍ଷତି ନ ହେବ ନିଶ୍ଚିତ କରିବାକୁ...

ଖାଇବା ତେଲକୁ ଇନ୍ଧନ ଭାବେ ବ୍ୟବହାର କରି ପ୍ରଥମ ଥର ପାଇଁ ମହାସାଗର ପାର୍‌ କଲା ବିମାନ

ଲଣ୍ଡନ,୨୯।୧୧: ଦୁନିଆରେ ପ୍ରଥମ ଥର ପାଇଁ ଏକ ଯାତ୍ରୀବାହୀ ବିମାନ ଖାଇବା ତେଲକୁ ଇନ୍ଧନ ଭାବରେ ବ୍ୟବହାର କରି ସମୁଦ୍ର ପାର୍‌ କରି ଗୋଟିଏ ଦେଶରୁ ଅନ୍ୟ ଦେଶକୁ ପହଞ୍ଚିବାରେ ସଫଳ ହୋଇଛି। ଏହି ବିମାନଟି ଉଡ଼ିବାର ଏକ ଭିଡିଓ...

ୱାର୍କିଂ ଭିଜା ପ୍ରଦାନ ନିୟମରେ ବଡ଼ ପରିବର୍ତ୍ତନ କଲା ସାଉଦି ଆରବ

ରିୟାଦ,୨୯।୧୧: ୱାର୍କିଂ ଭିଜାକୁ ନେଇ ସାଉଦି ଆରବ ଏକ ବଡ ପରିବର୍ତ୍ତନ କରିଛି। ଆସନ୍ତା ୨୦୨୪ରୁ ଏଠାରେ କାର୍ଯ୍ୟ କରୁଥିବା ବିଦେଶୀମାନଙ୍କ ପାଇଁ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଇଛି । ସାଉଦି ସରକାରଙ୍କ ମାନବ ସମ୍ବଳ ଏବଂ ସାମାଜିକ...

ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଜାତିସଂଘରେ ପାଲେଷ୍ଟାଇନମାନଙ୍କୁ ସମର୍ଥନ କଲା ଭାରତ

ନୁୟର୍କ, ୨୯।୧୧: ପ୍ରଥମ ଥର ପାଇଁ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ସଂଯୁକ୍ତ ରାଷ୍ଟ୍ର (ୟୁଏନ୍‌) ରେ ଭାରତ ଖୋଲାଖୋଲି ଭାବେ ପ୍ରତିକ୍ରିୟା ଦେଇଛି। ଜାତିସଂଘର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ଭାରତ ଏବଂ ପାଲେଷ୍ଟାଇନୀୟମାନଙ୍କ ସହ ଦୀର୍ଘ ଦିନର ସମ୍ପର୍କ...

କପ୍‌୨୮: ୟୁଏଇ ଆୟୋଜକ

ଅଗ୍ରଣୀ ତୈଳ ଉତ୍ପାଦନକାରୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଚଳିତ ବର୍ଷ କପ୍‌୨୮ର ଆୟୋଜନ କରୁଛି। ଦୁବାଇରେ ଗୁରୁବାର ଆରମ୍ଭ ହେବାକୁ ଥିବା ବୈଶ୍ୱିକ ଜଳବାୟୁ ସମ୍ମିଳନୀରେ ବିଶ୍ୱର ବିଭିନ୍ନ ଭାଗରୁ ଲକ୍ଷାଧିକ ଲୋକ ସାମିଲ ହେବେ। ବିଶ୍ୱ ନିଜ...

ସାଉଦି ଆରବ କାମ କରିବାକୁ ଯାଉଥିବା ଲୋକଙ୍କ ପାଇଁ ବଦଳାଇଲା ନିୟମ, ଭିସା ଲାଗି ସର୍ତ୍ତ…

ରିଆଦ,୨୮।୧୧ : ବିଦେଶରୁ ଆସୁଥିବା ଘରୋଇ ଶ୍ରମିକ ନିଯୁକ୍ତି ପାଇଁ ଭିସା ପ୍ରଦାନ ପାଇଁ ସାଉଦି ଆରବ ନିୟମ ପରିବର୍ତ୍ତନ କରିଛି। ସାଉଦି ସରକାରଙ୍କ ମାନବ ସମ୍ବଳ ଏବଂ ସାମାଜିକ ବିକାଶ ମନ୍ତ୍ରଣାଳୟ କହିଛି ନୂତନ ନିୟମ ଅନୁଯାୟୀ ୨୪...

ମହାକାଶ ଯାତ୍ରାରେ ମହାକାଶଚାରୀଙ୍କ ଏହି ଅଙ୍ଗ ଶରୀରରୁ ହୋଇଯାଏ ଅଲଗା…

ଓ୍ବାଶିଂଟନ,୨୮।୧୧ : ଗତ ଦଶନ୍ଧିରେ, ସମଗ୍ର ବିଶ୍ୱରେ ମହାକାଶ ଯାତ୍ରା ପାଇଁ କ୍ରେଜ ଯଥେଷ୍ଟ ବୃଦ୍ଧି ପାଇଛି। ଶିଳ୍ପପତି ଏଲନ ମସ୍କଙ୍କ କମ୍ପାନୀ ସ୍ପେସ ମହାକାଶ ଯାତ୍ରା ପାଇଁ ନୂଆ ଦିଗ ଖୋଲିଛନ୍ତି। ତେବେ ସ୍ପେସ ଭ୍ରମଣରେ ବହୁ ଅସୁବିଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri