ଅନ୍ତର୍ଜାତୀୟ

ଅଲ ଶିଫା ହସ୍ପିଟାଲରେ ପ୍ରିମ୍ୟାଚ୍ୟୁୟୋର ଶିଶୁ ସଙ୍କଟରେ

ଜେରୁଜେଲମ,୧୪।୧୧: ଗାଜାର ସବୁଠୁ ବଡ ଡାକ୍ତରଖାନା ଅଲ ଶିଫା ଉପରେ ଇସ୍ରାଏଲର ଆକ୍ରମଣ ହେତୁ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦାବି କରିଛି ଯେ ଅଲ ଶିଫା ଆଉ ଡାକ୍ତରଖାନା ଭାବରେ କାର୍ଯ୍ୟ କରିପାରିବ ନାହିଁ।...

୧୬ ବର୍ଷ ପରେ ଗାଜାରେ ଶେଷ ହେଲା ହମାସର କବଜା, ଦକ୍ଷିଣକୁ ଯାଉଛନ୍ତି ଆତଙ୍କବାଦୀ

ଜେରୁଜେଲମ,୧୪।୧୧: ଗାଜାରେ ଇସ୍ରାଏଲର ଆକ୍ରମଣ ଯୋଗୁଁ ୧୧,୨୪୦ଜଣଙ୍କର ମତ୍ୟୁ ହୋଇଛି। ଏଥିରେ ୪୬୩୦ ପିଲା ଅନ୍ତର୍ଭୁକ୍ତ। ଗାଜା ଉପରେ ଆକ୍ରମଣର ଅନେକ ଦିନ ପରେ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଦାବି କରିଛନ୍ତି ଯେ ହମାସ ଗାଜା ଉପରେ...

ବିଜୁଳି ଯୋଗାଣ ବିଚ୍ଛିନ୍ନ: ମରଣମୁହଁରେ ଶିଶୁ

ଗାଜା ସିଟି,୧୪ା୧୧: ଗାଜା ସିଟିରେ ଇସ୍ରାଏଲ୍‌ର ଆକ୍ରମଣ ଜାରି ରହିଥିବାବେଳେ ହସ୍ପିଟାଲଗୁଡ଼ିକୁ ଟାର୍ଗେଟ କରାଯାଉଥିବାରୁ ସେଠାରେ ଦୟନୀୟ ସ୍ଥିତି ସୃଷ୍ଟି ହୋଇଛି। ଉତ୍ତର ଗାଜାର ଅନେକ ହସ୍ପିଟାଲରେ ବିଜୁଳି ଓ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବରୁ ରୋଗୀସେବା ବନ୍ଦ ହୋଇଯାଇଛି। ମୁଖ୍ୟ...

କରାଚୀରେ ଚାଇନା ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୧୪।୧୧ : ପାକିସ୍ତାନର କରାଚୀ ପୋତାଶ୍ରୟରେ ଚାଇନାର ଅନେକ ଯୁଦ୍ଧଜାହାଜ, ବୁଡ଼ାଜାହାଜ ଓ ସହାୟକ ଜାହାଜର ଉପସ୍ଥିତି ହାଇ ରିଜୋଲ୍ୟୁଶନ ସାଟେଲାଇଟ୍‌ ଫଟୋରୁ ଦେଖିବାକୁ ମିଳିଛି। ଚାଇନା ଏବଂ ପାକିସ୍ତାନ ସର୍ବବୃହତ୍‌ ନୌସେନା ସମରାଭ୍ୟାସ ଆରମ୍ଭ କରିଛନ୍ତି। ଭାରତ ମହାସାଗରରେ ବେଜିଂ...

କାଟାଲାନ୍‌ ବିଦ୍ରୋହୀଙ୍କୁ କ୍ଷମାଦାନ ପ୍ରତିବାଦରେ ସ୍ପେନ୍‌ରେ ବିଶାଳ ବିକ୍ଷୋଭ

ମାଡ୍ରିଡ୍‌,୧୪ା୧୧: ୨୦୧୭ରେ ଗଣଭୋଟ ଜରିଆରେ ସେମାନଙ୍କ ପାଇଁ ସ୍ବତନ୍ତ୍ର ସ୍ବାଧୀନ ରାଷ୍ଟ୍ର ଗଠନ ଉଦ୍ୟମ କରି ବିଫଳ ହୋଇଥିବା କାଟାଲାନ୍‌ ବିଚ୍ଛିନ୍ନତାବାଦୀମାନଙ୍କୁ କ୍ଷମାଦାନ ପାଇଁ ସ୍ପେନ୍‌ର ସୋସିଆଲିଷ୍ଟ ସରକାର ନିଷ୍ପତ୍ତି ନେଇଥିବାରୁ ଏହାକୁ ବିରୋଧ କରି ଦକ୍ଷିଣପନ୍ଥୀ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ...

ଗାଜା ଉପରୁ ନିୟନ୍ତ୍ରଣ ହରାଇଲା ହମାସ: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ, ୧୩ା୧୧: ଗାଜା ଉପରୁ ନିୟନ୍ତ୍ରଣ ହରାଇଛି ହମାସ। ଇସ୍ରାଏଲ ଉପରେ ୫୦୦ ରୁ ଅଧିକ ସପ୍ରାଇଜ ରକେଟ୍ ଆକ୍ରମଣ କରିବାର ଏକ ମାସ ପରେ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ଏହି ଦାବି କରିଛନ୍ତି। ସେ କହିଛନ୍ତି, “ହମାସ...

ଗାଜା ହସ୍ପିଟାଲରେ ନାହିଁ କରେଣ୍ଟ, ଶିଶୁ ମାନଙ୍କ ତାପମାତ୍ରା ସ୍ଥିର ରଖିବା ପାଇଁ ପାଖକୁ ପାଖ ଲଗାଇ ଶୁଆଇ ଦେଉଛନ୍ତି ଡାକ୍ତର

ନୂଆଦିଲ୍ଲୀ, ୧୩ା୧୧: ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଗାଜାର ସ୍ଥିତି ବିଗିଡ଼ିବାରେ ଲାଗିଛି। ହସପିଟାଲ ମାନଙ୍କରେ ବିଦ୍ୟୁତ ସଂଯୋଗ ଛିନ୍ନ ହୋଇଥିବାରୁ ନାନା ସମସ୍ୟା ଉପୁଜିଛି। ନବଜାତ ଶିଶୁମାନେ ପାଖକୁ ପାଖ ଲାଗି ଶୋଇଛନ୍ତି, କେତେକ ସବୁଜ...

ଛଟେଇ କରିବ ଟାଟା ଷ୍ଟିଲ୍, ଏତିକି କର୍ମଚାରୀ ହରାଇ ପାରନ୍ତି ନିଯୁକ୍ତି

ନୂଆଦିଲ୍ଲୀ, ୧୩ା୧୧: ଟାଟା ସମୂହର ଷ୍ଟିଲ କମ୍ପାନୀ ଟାଟା ଷ୍ଟିଲ ନେଦରଲ୍ୟାଣ୍ଡ୍ସରେ ଥିବା ଏହାର ପ୍ଲାଣ୍ଟରୁ ୮୦୦ କର୍ମଚାରୀ ଛଟେଇ କରିବାକୁ ଯାଉଛି। ଆମଷ୍ଟରଡାମଠାରୁ ୩୦ କିଲୋମିଟର ଦୂରରେ ଥିବା ଏହି ପ୍ଲାଣ୍ଟରେ ପ୍ରାୟ ୯୨୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି।...

ଜୋ ବାଇଡେନ ନାତୁଣୀଙ୍କ ସୁରକ୍ଷାରେ ତ୍ରୁଟି, ସନ୍ଦିଗ୍ଧଙ୍କ ଉପରକୁ ଗୁଳି ଚଳାଇଲେ ସିକ୍ରେଟ ସର୍ଭିସ ଏଜେଣ୍ଟ

ନୂଆଦିଲ୍ଲୀ,୧୩ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାତୁଣୀ ନାଓମୀ ବାଇଡେନଙ୍କ ସୁରକ୍ଷାରେ ବଡ଼ ତ୍ରୁଟି ସାମ୍ନାକୁ ଆସିଛି। କୁହାଯାଉଛି କି ତିନି ଜଣ ଅଜ୍ଞାତ ବ୍ୟକ୍ତି ନାଓମୀଙ୍କ କାର ଝରକା କାଚ ଭାଙ୍ଗିବାକୁ ଚେଷ୍ଟା କରୁଥିଲେ। ତେବେ ନାଓମୀଙ୍କ ସୁରକ୍ଷାରେ...

ଚାଇନା ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ

କାଠମାଣ୍ଡୁ,୧୩ା୧୧: ନେପାଳର ପୁଷ୍ପ କମଲ ଦହଲ ସରକାର ଚାଇନା ବିରୋଧରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ନେପାଳର ଯୋଗାଯୋଗ ମନ୍ତ୍ରୀ ସୋମବାର କହିଛନ୍ତି, କ୍ୟାବିନେଟ୍‌ ବୈଠକରେ ନେପାଳ ସରକାର ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଏପରି...

ଉଚ୍ଚଶିକ୍ଷା ପାଇଁ ଭାରତୀୟ ଛାତ୍ରଙ୍କ ପ୍ରଥମ ପସନ୍ଦ ହେଉଛି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩ା୧୧: ଭାରତୀୟ ଛାତ୍ରମାନଙ୍କ ପାଇଁ ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଆମେରିକା ଶୀର୍ଷ ସ୍ଥାନ ହୋଇଛି। ଆମେରିକାର ଦୂତାବାସ ବିଜ୍ଞପ୍ତିରୁ ଏହା ପ୍ରକାଶ। ରିପୋର୍ଟ ଅନୁଯାୟୀ, ୨୦୨୨-୨୩ ଶିକ୍ଷାବର୍ଷରେ ଭାରତରୁ ଆମେରିକା ଯାତ୍ରା କରିଥିବା ବିଦେଶୀ ଛାତ୍ରଙ୍କ ସଂଖ୍ୟା ୩୫ ପ୍ରତିଶତ...

ଗୃହମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନ୍‌ଙ୍କୁ ପଦରୁ ହଟାଇଲେ ପ୍ରଧାନମନ୍ତ୍ରୀ ସୁନକ

ଇଂଲଣ୍ଡ,୧୩।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଗୃହମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନ୍‌ଙ୍କୁ ବରଖାସ୍ତ କରିଛନ୍ତି। ଯିଏକି ପୋଲିସ ଉପରେ ପାଲେଷ୍ଟାଇନ ସମର୍ଥକ ବିରୋଧକାରୀଙ୍କ ପ୍ରତି ଅତ୍ୟଧିକ ବିନମ୍ର ହେବାର ଅଭିଯୋଗ କରିଥିଲେ। ସରକାର କହିଛନ୍ତି ଯେ, କ୍ୟାବିନେଟ ପୁନଃ ଗଠନ ଅଧୀନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri