ଅନ୍ତର୍ଜାତୀୟ

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି...

ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ ଭାରତ ଛାଡିଛନ୍ତି ଏବଂ ଦିନ ୧ଟା ମଧ୍ୟରେ ରୁଷିଆରେ ପହଞ୍ଚିବେ। ରୁଷିଆର ଯିବା...

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ ଇରାନରେ ପହଞ୍ଚିଛି । ଗାଜାରେ ହମାସ ମୁଖ୍ୟ ୟାହିୟା ସିନୱାର ଏବଂ ବେରୁଟରେ...

ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ କିଙ୍ଗ୍‌ ଚାଲର୍‌ସଙ୍କୁ ସିନେଟରଙ୍କ ଦୁର୍ବ୍ୟବହାର

ମେଲ୍‌ବୋର୍ନ,୨୨ା୧୦ : ବ୍ରିଟେନ ରାଜା ଚାଲର୍‌ସ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ଯାଇଥିବାବେଳେ ସେଠାରେ ଲିଡିଆ ଥୋର୍ପେ ନାମ୍ନୀ ଜଣେ ସ୍ବାଧୀନ ସିନେଟର ତାଙ୍କୁ ଅପମାନିତ କରିଛନ୍ତି। କିଙ୍ଗ ଚାଲର୍‌ସ ଓ ତାଙ୍କ ସ୍ତ୍ରୀ କାମିଲା କାନ୍‌ବେରାସ୍ଥିତ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ଗ୍ରେଟ୍‌ ହଲ୍‌ରେ...

ଆଣ୍ଡାମାନ ସାଗରରେ ବୁଡ଼ିଗଲା ବୋଟ୍‌: ୭ ମୃତ, ୩୦ ନିଖୋଜ

ବ୍ୟାଙ୍କ୍‌କ,୨୧ା୧୦: ମ୍ୟାନ୍‌ମାରର ଏକ ବୋଟ୍‌ ଆଣ୍ଡାମାନ ସାଗରରେ ବୁଡ଼ିଯିବାରୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୩୦ ଜଣ ନିଖୋଜ ଅଛନ୍ତି। ବୋଟ୍‌ଟି ୭୦ରୁ ୭୫ ଜଣ ଲୋକଙ୍କୁ ନେଇ ମ୍ୟାନ୍‌ମାରର ଦକ୍ଷିଣ ଭାଗରେ ଥିବା ମେଇକ୍‌ ଉପକୂଳ...

ଭିନ୍ନ ଅବତାରରେ ଟ୍ରମ୍ପ, ପ୍ରସ୍ତୁତ କଲେ McDonald ଫ୍ରେଞ୍ଚ ଫ୍ରାଇଜ

ପେନସିଲଭାନିଆ,୨୧।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସେଠାରେ ଭିନ୍ନ ଭିନ୍ନ ନିର୍ବାଚନ କୌଶଳ ମଧ୍ୟ ଗ୍ରହଣ କରାଯାଉଛି। ଏବେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଫିଲାଡେଲଫିଆରେ ଏକ ଭିନ୍ନ ଢଙ୍ଗରେ ପ୍ରଚାର କରିଛନ୍ତି। ସୂଚନାଯୋଗ୍ୟ, ଗତ...

ମୋଦିଙ୍କ ନିକଟରେ ରହିଛି ଭାରତର ଭବିଷ୍ୟତ ପାଇଁ ସ୍ପଷ୍ଟ ଯୋଜନା: କ୍ୟାମେରନ

ନୂଆଦିଲ୍ଲୀ/ଲଣ୍ଡନ,୨୧।୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଡେଭିଡ କ୍ୟାମେରନ ସୋମବାର ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଯୁକ୍ତିବିଦ୍ୟା ଏବଂ ଭାରତର ଭବିଷ୍ୟତକୁ ନେଇ ମୋଦିଙ୍କର ଏକ ସ୍ପଷ୍ଟ ଯୋଜନା ରହିଛି। କେବଳ ଏତିକି ନୁହେଁ,...

ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ...

ପାକିସ୍ତାନୀ ଆତଙ୍କବାଦୀ ପନ୍ନୁଙ୍କ ଧମକ, ହୋଇପାରେ ବଡ ଧରଣର ଆକ୍ରମଣ. ଏୟାର ଇଣ୍ଡିଆରେ କରନ୍ତୁ ନାହିଁ ଯାତ୍ରା

ଇସଲାମାବାଦ,୨୧।୧୦: ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପନ୍ତଓ୍ବନ୍ତ ସିଂ ପନ୍ନୁ ସୋମବାର ନଭେମ୍ବର ୧ ରୁ ୧୯ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା ନକରିବାକୁ ଯାତ୍ରୀମାନଙ୍କୁ ଧମକ ଦେଇଛନ୍ତି। ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ଶିଖ ହତ୍ୟାକାଣ୍ଡର ୪୦ ତମ ବାର୍ଷିକୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri