ଅନ୍ତର୍ଜାତୀୟ

ଦୂରଗାମୀ ରକେଟ ଉତକ୍ଷେପଣ କଲେ କିମ୍‌ …

ପ୍ୟୋଙ୍ଗୟାଙ୍ଗ,୨୪।୮ : ଉତ୍ତର କୋରିଆ ଗୁରୁବାର ସକାଳେ ଏକ ଦୂରଗାମୀ ରକେଟ ଉତକ୍ଷେପଣ କରିଛି। ଦକ୍ଷିଣ କୋରିଆ ଏହି ସୂଚନା ଦେଇଛି। ଏଥି ସହିତ ଜାପାନ ଦାବି କରିଛି ଗୁରୁବାର ସକାଳେ ଉତ୍ତର କୋରିଆ ଏକ ସନ୍ଦିଗ୍ଧ ବାଲିଷ୍ଟିକ କ୍ଷେପଣାସ୍ତ୍ର...

ନିର୍ବାଚନୀ ବିତର୍କରେ ସାମିଲ ହେଲେ ନାହିଁ ଟ୍ରମ୍ପ୍‌…

ଓ୍ବାଶିଂଟନ,୨୪।୮ : ଆମେରିକାରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ପ୍ରଥମ ବିତର୍କରେ ରିପବ୍ଲିକାନ ପାର୍ଟିର ଆଠ ଜଣ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଉଲ୍ଲେଖନୀୟ କଥା ହେଉଛି, ରିପବ୍ଲିକାନ ପାର୍ଟି ପକ୍ଷରୁ ଡୋନାଲ୍ଡ ଟ୍ରମ୍ପ ମଧ୍ୟ ୨୦୨୪ର ରାଷ୍ଟ୍ରପତି ପଦ...

ଜାତିସଂଘ ନିୟମକୁ ଉଲ୍ଲଘଂନ: ଗୁପ୍ତଚର ଉପଗ୍ରହ ନେଇ କିମ୍‌ଙ୍କୁ ବାଇଡେନଙ୍କ ଚେତାବନୀ…

ଓ୍ବାଶିଂଟନ,୨୪।୮ : ଉତ୍ତର କୋରିଆର ଦ୍ୱିତୀୟ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ ବିଫଳ ହେବା ପରେ ଆମେରିକା ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରିଛି। ଆମେରିକା ସ୍ବରାଷ୍ଟ୍ର ବିଭାଗ କହିଛି ଉତ୍ତର କୋରିଆର ଗୁପ୍ତଚର ଉପଗ୍ରହ ଉତକ୍ଷେପଣ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତିକୁ...

ପାଶ୍ଚାତ୍ୟ ସହିତ ବିବାଦ ଶେଷ କରିବାକୁ ଚାହୁଁଛି ରୁଷିଆ: ପୁଟିନ…

ଜୋହାନ୍ସବର୍ଗ,୨୪।୮: ରୁଷିାର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବ୍ରିକ୍ସ ଶିଖର ସମ୍ମିଳନୀରେ କହିଛନ୍ତି ତାଙ୍କ ଦେଶ ପାଶ୍ଚାତ୍ୟ ଯୁଦ୍ଧକୁ ଶେଷ କରିବାକୁ ଚାହୁଁଛି। ଏଥି ସହିତ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଶୀତଳ ଯୁଦ୍ଧ ଶୈଳୀ ବିଶ୍ୱକୁ ପ୍ରଭାବିତ କରୁଛି...

ବ୍ରିକ୍ସ ସମ୍ପ୍ରସାରଣକୁ ଭାରତର ପୂର୍ଣ୍ଣ ସମର୍ଥନ ରହିଛି: ମୋଦି

ଜୋହାନ୍ସବର୍ଗ,୨୪ା୮(ପି.ଟି.) : ବ୍ରିକ୍ସର ସମ୍ପ୍ରସାରଣକୁ ଭାରତ ପୂର୍ଣ୍ଣ ସମର୍ଥନ କରେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ଏନେଇ ଅନ୍ୟ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସହମତିକୁ ସ୍ବାଗତ କରିଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହଯୋଗ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ମହାକାଶ...

ରୁଷିଆରେ ବିମାନ ଦୁର୍ଘଟଣା: ୧୦ ମୃତ

ମସ୍କୋ,୨୪।୮: ରୁଷିଆ ରାଜଧାନୀ ମସ୍କୋରୁ ସେଣ୍ଟ୍‌ ପିଟର୍ସବର୍ଗ ଅଭିମୁଖେ ଯାଉଥିବା ଏକ ବିଜ୍‌ନେସ୍‌ ଜେଟ୍‌ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଛି। ଯାତ୍ରୀ ତାଲିକାରେ ରୁଷିଆର ଘରୋଇ ସେନା ଓ୍ବାଗନର...

ଭାରତର ଐତିହାସିକ ମିଶନକୁ ସଫଳ କରିବାରେ ନାସା, ଇସାର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟାରେ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛି। ଇସ୍ରୋ ଦ୍ୱାରା ଚନ୍ଦ୍ରରେ ସଫଳ ଅବତରଣ ସହିତ ଭାରତ ଇତିହାସ ରଚିଛି। ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହୋଇପାରିଛି।...

ବ୍ରିକ୍ସ ବିସ୍ତାରକୁ ଭାରତ ସମ୍ପୂର୍ଣ୍ଣ ରୂପେ କରୁଛି ସମର୍ଥନ: ମୋଦି

ଜୋହାନ୍ସବର୍ଗ,୨୩।୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଠ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀର ଦ୍ୱିତୀୟ ଦିନରେ ସର୍ବଦଳୀୟ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରାୟ ଦୁଇ...

ଏହି କ୍ଷଣ ଅବିସ୍ମରଣୀୟ: ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩ା୮: ବୁଧବାର ସନ୍ଧ୍ୟାରେ ଇତିହାସ ରଚିଛି ଭାରତ। ଇସ୍ରୋର ଚନ୍ଦ୍ରୟାନ-୩ ସୁରକ୍ଷିତ ଭାବରେ ଚନ୍ଦ୍ରର ସାଉଥ୍‌ପୋଲ ବା ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ କରିଛି। ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ସେଠାରୁ ଇସ୍ରୋ ବୈଜ୍ଞାନିକ...

ଭାରତକୁ ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୨୩।୮: ଚନ୍ଦ୍ରୟାନ-୩ ଆଉ କିଛି ସମୟ ପରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏହି ସମୟ ମଧ୍ୟରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। କାରଣ ଚନ୍ଦ୍ରୟାନ-୩ର ବଜେଟ ଅନ୍ୟ ଦେଶର ମିଶନଠାରୁ...

ଭାରତକୁ ଅଭିନନ୍ଦନ ଜଣାଇଲେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ,ଜୋହାନ୍ସବର୍ଗ,୨୩ା୮: ଚନ୍ଦ୍ରୟାନ-୩ ମିଶନକୁ ନେଇ ସମଗ୍ର ବିଶ୍ୱରେ ଆନନ୍ଦର ଲହରୀ ଖେଳିଯାଇଛି। ଅଗଷ୍ଟ ୨୩ ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ଏନେଇ ବ୍ରିକ୍ସ ଶିଖର ସମ୍ମିଳନୀରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା ଚନ୍ଦ୍ରୟାନ-୩ ଅବତରଣ...

କାଉଣ୍ଟଡାଉନ୍‌ ଆରମ୍ଭ, ଇତିହାସ ରଚିବ ଭାରତ

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ଆଉ କିଛି ସମୟ ମଧ୍ୟରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏନେଇ ସମଗ୍ର ବିଶ୍ୱବାସୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଆଜି ଏନେଇ ଇତିହାସ ରଚିବାକୁ ଯାଉଛି। ଚନ୍ଦ୍ରୟାନ-୩ ଆଜି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri