ଅନ୍ତର୍ଜାତୀୟ

ମହିଳାଙ୍କ ମସ୍ତିଷ୍କରୁ ବାହାରିଲା ୮ ସେମି ଲମ୍ବ ପୋକ…

ସିଡନୀ,୨୯।୮ : ଜଣେ ମହିଳାଙ୍କ ମସ୍ତିଷ୍କରେ ଆଠ ସେମି ଲମ୍ବ ଜୀବନ୍ତ ପରଜୀବୀ (ପୋକ) ପାଇ ଅଷ୍ଟ୍ରେଲିୟ ନ୍ୟୁରୋ ସର୍ଜନମାନେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। ମହିଳାଙ୍କଠାରେ ସଫଳ ଅସ୍ତ୍ରୋପଚାର କରିଥିବା ଡାକ୍ତରମାନେ କହିଛନ୍ତି ଏହା ବୋଧହୁଏ ଦୁନିଆରେ ପ୍ରଥମ ଘଟଣା।...

କରୋନା ସହାୟତା ପାଣ୍ଠିରୁ ଚୋରି କଲେ ୫ ଲକ୍ଷ ଡଲାର: ମୂଳ ଭାରତୀୟ ଡାକ୍ତର ଗିରଫ…

ଓ୍ବାଶିଂଟନ,୨୯।୮ : ଆମେରିକାର ଜଣେ ମୂଳ ଭାରତୀୟ ଦନ୍ତ ଚିକିତ୍ସକ ଦୁଇ ବର୍ଷ ମଧ୍ୟରେ କରୋନା ସହାୟତା ପାଣ୍ଠିରୁ ୫ ଲକ୍ଷ ଡଲାର ଚୋରି କରି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଏହି ଟଙ୍କାକୁ ନିବେଶ ପରି ଅନୁପଯୁକ୍ତ ବ୍ୟକ୍ତିଗତ...

ପ୍ରିଗୋଝିନଙ୍କ ଶେଷକୃତ୍ୟରେ ଯୋଗ ଦେବେ ପୁଟିନ୍‌!

ମସ୍କୋ,୨୯।୮: ଗତ ସପ୍ତାହରେ ୱାଗନର୍‌ ମୁଖ୍ୟ ୟେଭେଗେନି ପ୍ରିଗୋଝିନଙ୍କ ସମେତ ୧୦ଜଣଙ୍କର ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ତେବେ ଏଥିରେ ଋଷିଆ ରାଷ୍ଟ୍ରପତି ପୁଟିନଙ୍କ ହାତ ଥିବା ନେଇ ଆଶଙ୍କା କରାଯାଉଛି। ଏଥିସହ ପୁଟିନ୍‌ ପ୍ରିଗୋଝିନଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ...

‘ଦଣ୍ଡାଦେଶକୁ ସ୍ଥଗିତ ରଖାଯାଇଛି, ଶେଷ କରାଯାଇନାହିଁ’

ଇସଲାମାବାଦ,୨୯।୮: ପାକିସ୍ତାନ ତେହେରିକ-ଇ-ଇନସାଫର ଅଧ୍ୟକ୍ଷ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ତୋଶାଖାନା ମାମଲାରେ ଇସଲାମାବାଦ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଇସଲାମାବାଦ ହାଇକୋର୍ଟ ଏହାର ରାୟ ଦେଇ ତାଙ୍କ ଦଣ୍ଡାଦେଶ ଉପରେ ରୋକ ଲଭାଇଛନ୍ତି, ଏବଂ ମୁକ୍ତ...

କାଲିଫର୍ନିଆରେ ଜାତିଗତ ଭେଦଭାବ ଉପରେ ପ୍ରତିବନ୍ଧକ ପାଇଁ ବିଲ ପାରିତ…

ଓ୍ବାଶିଂଟନ,୨୯।୮ : ଆମେରିକାର ଅନ୍ୟତମ ବୃହତ୍ତମ ରାଜ୍ୟ କାଲିଫର୍ନିଆ ଷ୍ଟେଟରେ ଜାତି ଭେଦଭାବକୁ ନିଷିଦ୍ଧ କରୁଥିବା ଏକ ବିଲ ପାରିତ ହୋଇଛି। ଭେଦଭାବ ବିରୋଧୀ ଆଇନରେ ଜାତିକୁ ସଂରକ୍ଷିତ ବର୍ଗ ଭାବରେ ଯୋଡିଥିବା ଏହା ବର୍ତ୍ତମାନ ଆମେରିକାର ପ୍ରଥମ ରାଜ୍ୟ...

୨୦୧୬ ଇରାକ ବୋମା ବିସ୍ଫୋରଣର ୩ଦୋଷୀଙ୍କୁ ଫାଶୀ, ୩୦୦ରୁ ଅଧିକ ଲୋକଙ୍କ ହୋଇଥିଲା ମୃତ୍ୟୁ

ବାଗବାଦ,୨୯।୮: ଇରାକରେ ୨୦୧୬ ବୋମା ବିସ୍ଫୋରଣର ତିନିଜଣ ଦୋଷୀଙ୍କୁ ଫାଶୀ ଦିଆଯାଇଛି। ଇରାକର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ୨୦୧୬ରେ ବାଗଦାଦର ସପିଂ ଜିଲାରେ ହୋଇଥିବା ବିସ୍ଫୋରଣରେ ୩୨୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ। ବିସ୍ଫୋରଣରେ...

ଆମେରିକୀୟ ଡ୍ରୋନର କ୍ରିମିଆ ଦ୍ୱୀପରେ ଅନୁପ୍ରବେଶ, ପ୍ରତିରୋଧ କଲା ଋଷିଆ

ମସ୍କୋ,୨୯।୮: କ୍ରିମିଆ ସୀମାରେ ଅନୁପ୍ରେବଶ କରୁଥିବା ଦୁଇଟି ଆମେରିକୀୟ ଡ୍ରୋନକୁ ବାଧା ଦେଇଛି ଋଷିଆ। ଉଭୟ ଡ୍ରୋନ ଋଷିଆର ସୀମା ଆଡକୁ ଯାଉଥିଲେ। ଋଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ଏନେଇ ସୂଚନା ଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ, ଉଭୟ ଡ୍ରୋନ...

ଫ୍ଲୋରିଡାରେ ତାଣ୍ଡବ ରଚିବ ବାତ୍ୟା ‘ଇଦାଲିଆ’, ଆଲର୍ଟ କଲେ ରାଜ୍ୟପାଳ

ଟାମ୍ପା,୨୯।୮: ମାଡି ଆସୁଛି ଭୟଙ୍କର ବାତ୍ୟା ‘ଇଦାଲିଆ’। ଏହା ଉଗ୍ର ରୂପ ଧାରଣ କରି ଫ୍ଲୋରିଡା ଉପକୂଳକୁ ମାଡି ଆସୁଛି। ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଉପକୂଳବାସୀଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଉଛି।...

ଇମ୍ରାନ୍‌ ଖାନଙ୍କୁ ଆଶ୍ୱସ୍ତି: ଦଣ୍ଡାଦେଶ ଉପରେ ରୋକ ଲଗାଇଲେ ହାଇକୋର୍ଟ, ମୁକ୍ତ କରିବାକୁ ଦେଲେ ନିର୍ଦ୍ଦେଶ

ଇସଲାମାବାଦ୍‌,୨୯।୮: ପାକିସ୍ତାନର ଇସଲାମାବାଦ ହାଇକୋର୍ଟ ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ତୋଶାଖାନା ମାମଲାରେ ତିନି ବର୍ଷ ଜେଲ ଦଣ୍ଡାଦେଶକୁ ସ୍ଥଗିତ ରଖିବା ଆବେଦନ ଉପରେ ରାୟ ଦେଇଛନ୍ତି। କୋର୍ଟ ଇମ୍ରାନ୍‌ ଖାନଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି, ଯାହା...

ଜେଲରେ ଦେଶୀ ଚିକେନ୍‌, ମଟନ୍‌ ଖାଉଛନ୍ତି ଇମ୍ରାନ୍‌

ଇସଲାମାବାଦ୍‌,୨୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଜେଲରେ ଘିଅରେ ରନ୍ଧା ହୋଇଥିବା ଦେଶୀ ଚିକେନ୍‌ ଏବଂ ମଟନ୍‌ ଦିଆଯାଉଛି। ଏହା ସହିତ ବର୍ତ୍ତମାନ ଇମ୍ରାନ୍‌ଙ୍କୁ ଭିଆଇପି ସୁବିଧା ଯୋଗାଇ ଦିଆଯାଉଛି। ମଙ୍ଗଳବାରଏକ ରିପୋର୍ଟରେ ଏହା ନିଶ୍ଚିତ ହୋଇଛି। ସୂଚନାଯୋଗ୍ୟ,...

ଜନ୍ମ ହାର ବୃଦ୍ଧି ପାଇଁ ଚାଇନା ସରକାରଙ୍କ ନୂତନ ପଦକ୍ଷେପ, ବିବାହ କଲେ ମିଳିବ ପୁରସ୍କାର

ବେଜିଂ,୨୯।୮: ଚାଇନାରେ ଜନସଂଖ୍ୟା ହ୍ରାସକୁ ନେଇ ଚିନ୍ତା ବଢୁଥିବା ବେଳେ ସରକାର ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୁବପିଡିଙ୍କୁ ବିବାହ କରିବାକୁ ନେଇ ପ୍ରୋତ୍ସାହିତ କରିବା ପାଇଁ ଚାଇନା ସରକାର ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ପ୍ରକୃତରେ,...

୨୦୨୪ ମାର୍ଚ୍ଚ ୩ରେ ହେବ ଡୋନାଲ୍ଡ ଟ୍ରମ୍ପଙ୍କ ମାମଲାର ଶୁଣାଣି

ଓ୍ବାଶିଂଟନ୍‌,୨୯।୮: ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଅଗ୍ରାହ୍ୟ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ଥମିବାର ନାଁ ନେଉନାହିଁ। ସୋମବାର ବିଚାରପତି ୱାଶିଂଟନ୍‌ରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମାମଲାର ଶୁଣାଣି ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri