ଘନୀଭୂତ ହେଲା ବାଣିଜ୍ୟ ଯୁଦ୍ଧ: ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ ୧୨୫%କୁ ବୃଦ୍ଧି କଲା ଚାଇନା
ବେଜିଂ,୧୧।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବିଶାଳ ଶୁଳ୍କ ପ୍ରତିଜବାବରେ ଚାଇନା ଆମେରିକୀୟ ଉତ୍ପାଦ ଉପରେ ୧୨୫ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଛି। ସେପଟେ ଆମେରିକାକୁ ପ୍ରତିରୋଧ କରିବା ପାଇଁ ରାଷ୍ଟ୍ରପତି ସି ଜିନପିଙ୍ଗ ୟୁରୋପୀୟ ସଂଘକୁ...