ଅନ୍ତର୍ଜାତୀୟ

ବିଷ୍ଣୋଇ ଗ୍ୟାଙ୍ଗ ଆମକୁ ନାକେଦମ କରିଦେଲା…, ଟ୍ରୁଡୋ ନେଲେ ଗ୍ୟାଙ୍ଗଷ୍ଟରର ସାହାରା!

ଓଟାଓ୍ବା/ନୂଆଦିଲ୍ଲୀ,୧୫।୧୦: କାନାଡା ଭାରତ ସହ ସମ୍ପର୍କକୁ ନଷ୍ଟ କରିଦେଇଛି। ଜଷ୍ଟିନ ଟ୍ରୁଡୋ ସରକାରଙ୍କ ଖାଲିସ୍ତାନି ପ୍ରେମ ଏତେ ବଢି ଯାଇଛି ଯେ ସେ କୂଟନୈତିକ ସମ୍ପର୍କକୁ ଆଦୌ ଗୁରୁତ୍ୱ ଦେଉ ନାହାଁନ୍ତି। ଏହି କାରଣରୁ ଜଷ୍ଟିନ ଟ୍ରୁଡୋ ଏବଂ ତାଙ୍କ...

ପୁଣି କାନାଡା ପ୍ରଧାନମନ୍ତ୍ରୀଙ୍କ ନୂଆ ଡ୍ରାମା! ଭାରତ ବିରୋଧରେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ନିକଟରେ କଲେ ଗୁହାରି

ଓଟାୱା,୧୫/୧୦:କାନାଡା ଓ ଭାରତ ମଧ୍ୟରେ ବଢୁଥିବା ତିକ୍ତତାକୁ ନେଇ ପୁଣି ଥରେ ପ୍ରତିକ୍ରିୟା ରଖିଛନ୍ତି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ସେ ଲେଖିଛନ୍ତି, ଭାରତ ସରକାରଙ୍କ ସହ ଜଡିତ ଏଜେଣ୍ଟଙ୍କ...

ଷ୍ଟାର୍‌ସିପ୍‌ ରକେଟ ବୁଷ୍ଟରକୁ ଧରିଲା ଲଞ୍ଚ୍‌ପ୍ୟାଡ୍‌

ଓ୍ବାଶିଂଟନ, ୧୫।୧୦: ଏଲନ ମସ୍କଙ୍କ ସ୍ପେସ୍‌ ଏକ୍ସ’ ଦ୍ୱାରା ସୋମବାର ମାତ୍ର ୭ ମିନିଟ ମଧ୍ୟରେ ୫ମ ଷ୍ଟାର୍‌ସିପ୍‌ ରକେଟର ଉତ୍‌କ୍ଷେପଣ ଓ ଅବତରଣ କରାଯାଇଛି, ଯାହା ଇତିହାସ ସୃଷ୍ଟି କରିଛି। ପୂର୍ବ ୪ଟି ପ୍ରୟାସ ପରି ଚଳିତ ଥର ଷ୍ଟାର୍‌ସିପ୍‌...

‘୧୯ ଅକ୍ଟୋବର ସୁଦ୍ଧା ଦିଲ୍ଲୀ ଛାଡନ୍ତୁ’, କାନାଡା କୂଟନୀତିଜ୍ଞଙ୍କୁ ଭାରତର ଅଲ୍ଟିମେଟମ

ନୂଆଦିଲ୍ଲୀ,୧୪।୧୦: କାନାଡା ସରକାରଙ୍କ ସହ ବିବାଦ ମଧ୍ୟରେ ଭାରତ ସରକାର ୬ ଜଣ କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କୁ ଅକ୍ଟୋବର ୧୯ରେ ରାତି ୧୧:୫୯ରେ କିମ୍ବା ପୂର୍ବରୁ ଭାରତ ଛାଡିବାକୁ ପଡିବ। ଭାରତ ସରକାର ମଧ୍ୟ...

ଡାରନ୍ ଆସେମୋଗ୍ଲୁ, ସାଇମନ୍ ଜନସନ, ଜେମ୍ସ ଏ. ରବିନସନଙ୍କୁ ଅର୍ଥନୀତିରେ ମିଳିଲା ନୋବେଲ

ନୂଆଦିଲ୍ଲୀ,୧୪ା୧୦: ଆମେରିକାର କେମ୍ବ୍ରିଜରେ ଥିବା ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମଆଇଟି) ର ଡାରନ୍ ଆସେମୋଗ୍ଲୋ ଏବଂ ସାଇମନ୍ ଜନସନ ଏବଂ ଆମେରିକାର ଚିକାଗୋ ୟୁନିଭରସିଟିର ଜେମ୍ସ ଏ. ରବିନ୍ସନ୍ ଙ୍କୁ ୨୦୨୪ ପାଇଁ ନୋବେଲ ମିଳିବ। ଏକ ଦେଶର...

ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କଲା ହେଜବୋଲ୍ଲା, ୪ ସେନା ନିହତ, ୭୦ ଆହତ

ଜେରୁଜେଲମ,୧୪।୧୦: ଲେବାନନରେ ଇସ୍ରାଏଲ ଏବଂ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ହେଜବୋଲ୍ଲା ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କରିଛି। କୁହାଯାଉଛି ଯେ ଏଥର ହେଜବୋଲ୍ଲା ଇସ୍ରାଏଲର ସାମରିକ ବେସକୁ ଟାର୍ଗେଟ କରିଛି। ଯେଉଁଥିରେ ୪ଜଣ...

ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ମିଡିଆ ପରିଚୟପତ୍ର ଦେଖାଇ ସୁରକ୍ଷାପଥରୁ ଖସି ଯାଇଥିଲେ ଦୁର୍ବୃତ୍ତ

ଓ୍ବାଶିଂଟନ,୧୪ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ କରାଯାଇଛି। ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବେ ପ୍ରଚାର କରୁଛନ୍ତି। ଏହି ସମୟ ମଧ୍ୟରେ ତୃତୀୟ ଥର ପାଇଁ...

ଯୁଦ୍ଧ ମଧ୍ୟରେ ରତନ ଟାଟାଙ୍କୁ କାହିଁକି ମନେ ପକାଇଲେ ନେତାନ୍ୟାହୁ? ମୋଦିଙ୍କ ପାଇଁ ବି ଲେଖିଲେ ପୋଷ୍ଟ

ଇସ୍ରାଏଲ,୧୩।୧୦: ଭାରତର ଭେଟେରାନ ଶିଳ୍ପପତି ରତନ ଟାଟା ୯ ଅକ୍ଟୋବର ୨୦୨୪ରେ ୮୬ବର୍ଷ ବୟସରେ ଇହଲିଲା ସମ୍ବରଣ କରିଛନ୍ତି। ଭାରତ ସମେତ ବିଶ୍ୱର ଭେଟେରାନ ନେତାମାନେ ଏଥିରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ସମୟରେ ମଧ୍ୟ ପୂର୍ବରେ ଚାଲିଥିବା ଯୁଦ୍ଧ...

୨୦ ମିନିଟ୍‌ ପର୍ଯ୍ୟନ୍ତ ଝିଅପିଲାଙ୍କୁ ଦେଖି ଯଦି କିଛି ନ ହେଉଛି ତେବେ… କାହିଁକି ଏପରି କହିଲେ ଇସ୍‌ଲାମିକ୍‌ ପ୍ରବଚକ

ଇସଲାମାବାଦ,୧୩ା୧୦: ବିବାଦୀୟ ଇସଲାମ ପ୍ରଚାରକ ଜାକିର ନାଇକ ବର୍ତ୍ତମାନ ପାକିସ୍ତାନରେ ଅଛନ୍ତି। ଯେଉଁଠାରେ ସେ ପାକିସ୍ତାନର ସରକାରୀ ଅତିଥି ଭାବରେ ବୁଲୁଛନ୍ତି। ନିକଟରେ ଜାକିର ମହିଳାଙ୍କ ରୋଜଗାରକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ ଏକ ସାକ୍ଷାତକାରରେ କହିଛନ୍ତି...

୫୦ବର୍ଷରେ ପ୍ରଥମ: ସାହାରା ମରଭୂମିରେ ବନ୍ୟା

ମୋରୋକୋ,୧୨।୧୦: ମୋରୋକୋର ସାହାରା ମରୁଭୂମିରେ ଗ୍ରୀଷ୍ମ ଋତୁ ଶେଷ ହେବାକୁ ଯାଉଥିବା ବେଳେ ପ୍ରବଳ ବର୍ଷା କାରଣରୁ ବନ୍ୟା ସ୍ଥିତି ଦେଖାଦେଇଛି। ଯାହା ଫଳରେ ଶୁଷ୍କ ମରୁଭୂମି ମଧ୍ୟରେ ନୀଳ ଜଳର ହ୍ରଦ ସୃଷ୍ଟି ହୋଇଛି। ନାସା ପକ୍ଷରୁ ଏହାର...

କ’ଣ ସେହି ଅକ୍ଟୋପସ ଓ୍ବାର, ଯେଉଁଥିରେ ଇସ୍ରାଏଲକୁ ଫସାଇଲା ଇରାନ, ସବୁଠି ହେଉଛି ଚର୍ଚ୍ଚା

ଜେରୁଜେଲମ,୧୨।୧୦: ମଧ୍ୟ ପୂର୍ବ ଅଞ୍ଚଳ ବର୍ତ୍ତମାନ ସମଗ୍ର ବିଶ୍ୱରେ ଯୁଦ୍ଧର ଆଖଡା ସ୍ଥଳ ପାଲଟିଛି। ଗତ ବର୍ଷ ଅକ୍ଟୋବରରେ ହମାସ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ବର୍ତ୍ତମାନ ଲେବାନନରେ ପହଞ୍ଚିଛି। ନିକଟରେ ଇରାନ ମଧ୍ୟ ଇସ୍ରାଏଲ ଉପରେ...

ଅବୈଧ ପ୍ରବାସୀଙ୍କୁ ନେଇ କଡା କାର୍ଯ୍ୟାନୁଷ୍ଠାନ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୧୨।୧୦: ଆମେରିକାର ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପୁଣିଥରେ କହିଛନ୍ତି ଯେ ସେ ପ୍ରବାସୀମାନଙ୍କୁ ସ୍ବାଗତ କରୁଛନ୍ତି, କିନ୍ତୁ ସର୍ତ୍ତ ଅନୁଯାୟୀ ସେମାନେ ଆଇନଗତ ଭାବେ ଆସିବେ। ବେଆଇନ ପ୍ରବାସୀ ଭାରତୀୟଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri