ଅନ୍ତର୍ଜାତୀୟ

ପାକିସ୍ତାନରେ ସଡ଼କ ଦୁର୍ଘଟଣା, ୮ ମୃତ ୧୦ ଆହତ

ଇସଲାମାବାଦ,୧୦।୮: ପାକିସ୍ତାନର ପଞ୍ଜାବ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ରେସକ୍ୟୁ ୧୧୨୨ର ପ୍ରବକ୍ତା ମହମ୍ମଦ ଫାରୁକ କହିଛନ୍ତି ଯେ ଲାହୋରଠାରୁ ପ୍ରାୟ ୩୦୦କିଲୋମିଟର ଦୂରରେ ପଞ୍ଜାବର...

ଏଭଳି ଏକ ଦେଶ ଯେଉଁଠି ଗୋଟିଏ ହେଲେ ହିନ୍ଦୁ ନାହାନ୍ତି, ହେଲେ ଜାତୀୟ ପତାକାରେ ରହିଛି ମନ୍ଦିରର ଚିତ୍ର

କମ୍ବୋଡିଆ,୧୦।୮: ଦୁନିଆରେ ଏପରି କୌଣସିି ଦେଶ ନାହିଁ ଯାହାକୁ ସଂପୂର୍ଣ୍ଣ ଭାବେ ହିନ୍ଦୁ ରାଷ୍ଟ୍ର କୁହାଯାଇପାରେ। କିନ୍ତୁ ଏଭଳି ଏକ ଦେଶ ଅଛି ଯାହାର ରାଷ୍ଟ୍ରୀୟ ପ୍ରତୀକଗୁଡ଼ିକରେ ଆପଣ ହିନ୍ଦୁ ଦେବାଦେବୀ, ପ୍ରତୀକ ଏବଂ ମନ୍ଦିରର ଚିତ୍ର ପାଇବେ। ଆଜି...

ଥରିଲା ଫିଲିପାଇନ୍ସ

ମାନିଲା,୧୦ା୮: ଗୁରୁବାର ପୂର୍ବାହ୍ନରେ ଫିଲିପାଇନ୍ସରେ ଭୂକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଫିଲିପାଇନ୍ସର ସାରଙ୍ଗାନିର ଦକ୍ଷିଣ-ଦକ୍ଷିଣ ପୂର୍ବରେ ୧୫୭ କିଲୋମିଟର ଦୂରରେ ଏହି ଭୂକମ୍ପ ସୃଷ୍ଟି ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୪.୭ ରହିଥିବା ବେଳେ...

ଇକ୍ୟୁଏଡରର ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା

କ୍ୱିଟୋ,୧୦।୮: ଇକ୍ୟୁଏଡରର ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ସାରେ କ୍ୱିଟୋରେ ରାଷ୍ଟ୍ରପତି ପ୍ରାର୍ଥୀ ଫର୍ନାଣ୍ଡୋ ଭିଲାଭିକେନ୍ସିଓଙ୍କୁ ହତ୍ୟା କରାଯାଇଛି। ଏକ ରାଜନୈତିକ ସମାବେଶରେ ଏହି ଘଟଣା ଘଟିଛି। ପ୍ରାୟ ଦୁଇ ସପ୍ତାହ ପରେ ଇକ୍ୟୁଏଡୋରରେ ରାଷ୍ଟ୍ରପତି...

ଶେହବାଜଙ୍କ ଇସ୍ତଫାକୁ ମୁକ୍ତି ଦିବସ ଭାବେ ପାଳନ କଲା ଇମ୍ରାନଙ୍କ ପାର୍ଟି ପିଟିଆଇ

ଇସଲାମବାଦ,୧୦।୮: ଚଳିତ ସପ୍ତାହରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ କାର୍ଯ୍ୟକାଳ ସରିଛି। ରାଷ୍ଟ୍ରପତି ଆରିଫ ଆଲଭି ବୁଧବାର ରାତିରେ ଶେହବାଜଙ୍କ ସୁପାରିଶ କ୍ରମେ ସଂସଦକୁ ଭଙ୍ଗ କରିଛନ୍ତି। ସରକାରଙ୍କ କାର୍ଯ୍ୟକାଳକୁ ତିନି ଦିନ ପୂର୍ବରୁ ସଂସଦ ଭଙ୍ଗ ହୋଇଛି।...

କୁଏତ୍‌ରେ ‘ବାର୍ବି’ ଚଳଚ୍ଚିତ୍ର ନିଷେଧ

କୁଏତ୍‌,୧୦ା୮: ଗ୍ରେଟାଙ୍କ ‘ବାର୍ବି’ ଚଳଚ୍ଚିତ୍ରକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଇତିମଧ୍ୟରେ ‘ବାର୍ବି’ ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ ଲଗାଇଛି କୁଏତ। ଲେବାନନରେ ‘ବାର୍ବି’ ଉପରେ ମଧ୍ୟ ନିଷେଧାଦେଶ ଜାରି ହୋଇଛି। ଏକ ରିପୋର୍ଟ ଅନୁଯାୟୀ, କୁଏତ ଏହି ଚଳଚ୍ଚିତ୍ର...

ନୀଳ କଙ୍କଡା ବିବାଦକୁ ନେଇ ଇଟାଲୀ ସରକାର ଖର୍ଚ୍ଚ କରିବେ ୨୬ କୋଟି ଟଙ୍କା

ରୋମ,୧୦।୮: ଇଟାଲୀ ସରକାର ନୀଳ କଙ୍କଡା ବିବାଦକୁ ସମାଧାନ କରିବାକୁ ଚାହୁଁଛନ୍ତି। ଏଥିପାଇଁ ସରକାର ୨.୯ ମିଲିୟନ ୟୁରୋ ଅର୍ଥାତ୍‌ ପ୍ରାୟ ୨୬ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଇଟାଲୀରେ ନୀଳ କଙ୍କାଳ ସଂଖ୍ୟା ବହୁତ...

ଯୌନ ନିର୍ଯାତନାରେ ଗିରଫ ବିସିସିଆଇ ଉପସ୍ଥାପକ ହାର୍ଦ୍ଦିକ ସିଂ କୋହଲ ଖଲାସ

ଲଣ୍ଡନ,୧୦।୮: ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହୋଇଥିବା ବ୍ରିଟିଶ ଶିଖ ରୋଷେୟା ତଥା ବିସିସିଆଇର ପୂର୍ବତନ ଉପସ୍ଥାପକା ହାର୍ଦ୍ଦିକ ସିଂ କୋହଲି ଖଲାସ ହୋଇଛନ୍ତି। ଏକ ଶପଥ ପତ୍ର ଜରିଆରେ ସେ ମୁକ୍ତ ହୋଇଛନ୍ତ କିନ୍ତୁ ପରବର୍ତ୍ତୀ ସମୟରେ ସେ...

ଆମେରିକା ଗସ୍ତ କରିବେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନେ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେରେ ହେବ ଆଲୋଚନା

ଓ୍ବାଶିଂଟନ୍‌,୧୦।୮: ଚଳିତ ବର୍ଷ ଅକ୍ଟୋବର ୨୫ରେ ଆମେରିକା ଗସ୍ତ କରିବେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନେ। ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଜାରି ହୋଇଛି। ଆମେରିକା ଗସ୍ତ କରି ସେ ପ୍ରଧାନମନ୍ତ୍ରୀ ଜୋ ବାଇଡେନଙ୍କୁ ସାକ୍ଷାତ କରିବେ। ଉଭୟ...

ଆମେରିକା ରାଷ୍ଟ୍ରପତିଙ୍କୁ ହତ୍ୟା ଧମକ: ଏଫବିଆଇ ଅପରେସନରେ ଅଭିଯୁକ୍ତ ମୃତ

ଓ୍ବାଶିଂଟନ,୧୦।୮: ଆମେରିକାରେ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହତ୍ୟା ଧମକ ଦିଆଯାଇଛି। ଧମକ ଦେଇଥିବା ଜଣେ ବ୍ୟକ୍ତିଙ୍କୁ ଏଫବିଆଇ ଅପରେସନ ବେଳେ ନିହତ ହୋଇଛନ୍ତି। ଅଭିଯୁକ୍ତ ଜଣକ ଆମେରିକାର ୟୁଟାର ବାସିନ୍ଦା ଥିଲେ। ଆମେରିକାର ରାଷ୍ଟ୍ରପତି ୟୁଟା ଗସ୍ତ କରିବାର କିଛି...

ଶୁଖିଲା ଭାତ ଖାଇ ନିଜ ଜୀବନ ବିତାଉଛନ୍ତି ନାଇଜର ରାଷ୍ଟ୍ରପତି: ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୦।୮ : କ୍ଷମତାଚ୍ୟୁତ ହୋଇଥିବା ନାଇଜର ରାଷ୍ଟ୍ରପତିଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ସେ କେବଳ ଭାତ ଖାଇ ଜୀବନ ବିତାଉଛନ୍ତି। ଏହାକୁ ନେଇ ଜାତିସଂଘ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଉଦବେଗ...

ବରିଷ୍ଠ ଜେନେରାଲଙ୍କୁ ବରଖାସ୍ତ କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୦।୮ : ଉତ୍ତର କୋରମ୍ର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ସେନାର ବରିଷ୍ଠ ଜେନେରାଲଙ୍କୁ ବରଖାସ୍ତ କରିଛନ୍ତି। ଉତ୍ତର କୋରିଆରେ ଯୁଦ୍ଧ ସମ୍ଭବତଃ, ଏଥିପାଇଁ ଦେଶ ବ୍ୟାପକ ପ୍ରସ୍ତୁତି, ଅସ୍ତ୍ରଶସ୍ତ୍ର ଉତ୍ପାଦନକୁ ବୃଦ୍ଧି କରିବା ଏବଂ ସାମରିକ ଅଭ୍ୟାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri