ଅନ୍ତର୍ଜାତୀୟ

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୪ା୧୦: ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା...

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ, ୪।୧୦: ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଛି। ଏଥର ପାକିସ୍ତାନ ଏସସିଓ ଶିଖର ସମ୍ମିଳନୀ ଆୟୋଜନ...

୫ ବର୍ଷରେ ପ୍ରଥମ ସାମ୍ନାକୁ ଆସିଲେ ଇରାନ ଇରାନ ସୁପ୍ରିମ୍ ଲିଡର ଖମେନେଇ; ଇସ୍ରାଏଲକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ, ୪।୧୦: ଶୁକ୍ରବାର ତେହେରାନର ଗ୍ରାଣ୍ଡ ମସଜିଦରେ ହଜାର ହଜାର ଲୋକ ଏକତ୍ରିତ ହୋଇ ହିଜବୁଲ ମୁଖ୍ୟ ହାସନ ନାସରାଲ୍ଲାଙ୍କ ସ୍ମୃତିରେ ପ୍ରାର୍ଥନା କରିଛନ୍ତି। ପ୍ରାର୍ଥନା ପରେ ଇରାନର ସର୍ବୋଚ୍ଚ ନେତା ଅଯତୁଲ୍ଲା ଅଲି ଖମେନେଇ ଲୋକମାନଙ୍କୁ ସମ୍ବୋଧିତ କରିଥିଲେ।...

ବେରୁଟ୍‌ରେ ବସିଥିବା ହେଜବୋଲ୍ଲା କମାଣ୍ଡରଙ୍କ ଉପରେ ଏୟାର ଷ୍ଟ୍ରାଇକ୍‌

ବେରୁଟ୍‌,୪।୧୦: ଇସ୍ରାଏଲର ଯୁଦ୍ଧ ବିମାନ ବେରୁଟ୍‌ର ଦହିଆ ଅଞ୍ଚଳରେ ଏକ ଭୂତଳ ବଙ୍କର ଉପରେ ଆକ୍ରମଣ କରିଛି। କୁହାଯାଉଛି ଯେ ହେଜବୋଲ୍ଲାର ବରିଷ୍ଠ ନେତାମାନେ ଏଠାରେ ଏକାଠି ହୋଇଥିଲେ ଏବଂ ବଙ୍କରରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ହାଶେମ ସଫିଉଦ୍ଦିନ...

ବ୍ୟାନ୍‌ ହୋଇଯିବ OnePlus, iQOO, POCO, ଚାଇନା କମ୍ପାନୀକୁ ନେଇ…

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା କମ୍ପାନୀ ସ୍ମାର୍ଟଫୋନର ଚାହିଦା ବହୁତ ଅଧିକ। ବର୍ତ୍ତମାନ, ଦେଶରେ OnePlus, iQOO, POCO ଭଳି ବ୍ରାଣ୍ଡଗୁଡ଼ିକ ଟ୍ରେଣ୍ଡରେ ଅଛି। ଫ୍ଲିପକାର୍ଟର ଫେଷ୍ଟିଭାଲ ସେଲ୍‌ରେ ମଧ୍ୟ ଏହି ବ୍ରାଣ୍ଡର ସ୍ମାର୍ଟଫୋନର ଚାହିଦା ଯଥେଷ୍ଟ ବୃଦ୍ଧି ପାଇଛି। ହେଲେ...

ହମାସ୍‌ ସରକାରୀ ମୁଖ୍ୟ, ୨ ଶୀର୍ଷ ନେତା ନିହତ

ଜେରୁଜେଲମ୍‌,୪ା୧୦: ଇସ୍ରାଏଲ୍‌ ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ ସରକାର ମୁଖ୍ୟ ରାଓ୍ବହି ମୁଶ୍‌ତାହା ନିହତ ହୋଇଛନ୍ତି। ୩ ମାସ ପୂର୍ବେ ଗାଜାର ଏକ ଭୂତଳ ପରିସରକୁ ଟାର୍ଗେଟ କରି କରାଯାଇଥିବା ଏହି ଆକ୍ରମଣରେ ତାଙ୍କ ସହ ଆଶ୍ରୟ ନେଇଥିବା ହମାସ୍‌ ଜେନେରାଲ ସିକ୍ୟୁରିଟି...

ଅର୍ଥନୀତିକୁ ଯୁଦ୍ଧ ଭୟ

ମୁମ୍ବାଇ/ନ୍ୟୁୟର୍କ,୪ା୧୦: ପାର୍ବଣ ଋତୁରେ ସାଧାରଣତଃ ଭାରତୀୟ ଶେୟାର ବଜାର ଫୁଲିଉଠିଥାଏ। କିନ୍ତୁ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅକ୍ଟୋବର ଆରମ୍ଭରୁ ଷ୍ଟକ୍‌ ମାର୍କେଟ ତଳମୁହଁା ହେବା ଆରମ୍ଭ କଲାଣି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବଢ଼ିବା ଆଶଙ୍କା ଯୋଗୁ ପୁଞ୍ଜିବଜାର...

ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ

ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍‌ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଇରାନର ମାଜନ୍ଦରାନ ଓ ଗିଲାନ୍‌ ରାଜ୍ୟ ଏବଂ ପଶ୍ଚିମ...

ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁର ୭ ଦିନ ମଧ୍ୟରେ ଜନ୍ମ ନେଲେ ୧୦୦ ‘ନସରାଲ୍ଲା’

ବେରୁଟ୍‌,୩।୧୦: ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତ୍ୟୁକୁ ନେଇ ଅନେକ ମୁସଲମାନ ଦେଶ ଚିନ୍ତା ପ୍ରକଟ କରିଛନ୍ତି। ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁକୁ ନେଇ କ୍ରୋଧିତ ଲୋକମାନେ କହିଥିଲେ ଯେ ଯଦି ଇସ୍ରାଏଲ ଜଣେ ହସନ ନାସରାଲ୍ଲାଙ୍କୁ ହତ୍ୟା କରେ, ତେବେ...

ହେଜ୍‌ବୋଲ୍ଲାକୁ କଡା ଜବାବ ଦେଲା ଇସ୍ରାଏଲ! ବିମାନ ଆକ୍ରମଣରେ ୪୬ ମୃତ

ବେରୁଟ୍‌,୩।୧୦: ଦକ୍ଷିଣ ଲେବାନାନର ଇସ୍ରାଏଲ ସୈନ୍ୟ ଏବଂ ହେଜବୋଲ୍ଲା ଯୁଦ୍ଧବିମାନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଗୁରୁବାର ହୋଇଥିବା ଯୁଦ୍ଧରେ ଇସ୍ରାଏଲ ସେନା ୧୫ଜଣ ଯୋଦ୍ଧାଙ୍କୁ ହତ୍ୟା କରିଥିବା ଦାବି କରିଛି। ବେରୁଟ୍‌ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଦୁଇ...

କ୍ଲାଉଡିଆ ହେଲେ ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି, କ’ଣ ନେଲେ ଶପଥ ଜାଣନ୍ତୁ

ମେକ୍ସିକୋ ସିଟି,୩।୧୦: ଆମେରିକୀୟ ମହାଦେଶର ଏକ ଦେଶ ମେକ୍ସିକୋ ଏବେ ଜଣେ ନୂଆ ରାଷ୍ଟ୍ରପତି ପାଇଛି। ରାଜଧାନୀ ମେକ୍ସିକୋ ସିଟିରେ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବରେ କ୍ଲାଉଡିଆ ଶେନବାମ ପାରଡୋ ଶପଥ ଗ୍ରହଣ କରିଥିଲେ। ସେ ଶପଥ ଗ୍ରହଣ...

ଭାରତକୁ ଏବେ ଖୋଲା ଖୋଲି ବିରୋଧ କରୁଛି ବାଂଲାଦେଶ, ଜାଣନ୍ତୁ କାରଣ

ଢାକା,୩।୧୦: ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ନିକଟରେ ଢାକାକୁ ଭାରତ ସମେତ ୫ଟି ଦେଶର କୂଟନୀତିଜ୍ଞଙ୍କୁ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ମଧ୍ୟରେ ଭାରତର ହାଇ କମିଶନର ମୁସ୍ତାଫିଜୁର ରହମାନ, ମିଳିତ ଜାତିସଂଘର ସ୍ଥାୟୀ ପ୍ରତିନିଧୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri