ଅନ୍ତର୍ଜାତୀୟ

ଅଣ୍ଡର ଓ୍ବେୟାରକୁ ନେଇ ଏମିତି ଗାଇଡ ଲାଇନ ଜାରି କଳା ଏୟାର ଲାଇନ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ, ୧୮।୯: ଆମେରିକାର ଡେଲଟା ଏୟାରଲାଇନ୍ସ ଅନ୍ତବସ୍ତ୍ର ବା ଅଣ୍ଡର ଓ୍ବେୟାରକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ଏହି ଦୁଇ ପୃଷ୍ଠାର ଗାଇଡଲାଇନ ବାହାରିବା ପରେ ଏହା ସମଗ୍ର ବିଶ୍ୱରେ ଆଲୋଚନା ହେବା ଆରମ୍ଭ କରିଛି। ଏୟାରଲାଇନ୍ସ ଏହା...

ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…

ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର, ବନ୍ୟା ପରିସ୍ଥିତିର ମୁକାବିଲା, ଉନ୍ନତ ବାୟୁ ଗୁଣବତ୍ତା ପାଇଁ ବାଂଲାଦେଶକୁ ଏହି ୨...

ପେଜର କ’ଣ? କେମିତି ହୁଏ ବ୍ଲାଷ୍ଟ

ବେରୁତ,୧୮।୯: ଲେବାନନର ପେଜର୍‌ ବ୍ଲାଷ୍ଟରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୩୦୦୦ଲୋକ ଆହତ ହୋଇଛନ୍ତି। ଲେବାନନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ୨୦୦ରୁ ଅଧିକ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ପେଜର୍‌ ବିସ୍ଫୋରଣ ପାଇଁ ଲେବାନାନର...

ନିର୍ବାଚନ ପ୍ରଚାର ମଧ୍ୟରେ ମୋଦିଙ୍କୁ ଭେଟିବାକୁ କାହିଁକି କହିଲେ ଟ୍ରମ୍ପ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ଓ୍ବାଶିଂଟନ,୧୮।୯: ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟ ପ୍ରତିଯୋଗିତା ହେଉଛି ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସଙ୍କ ମଧ୍ୟରେ। ନିର୍ବାଚନ ପାଇଁ ଉଭୟ ନେତା ଜୋରଦାର ପ୍ରଚାର କରୁଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଡୋନାଲ୍ଡ ଟ୍ରମ୍ପ...

ମାତ୍ର ୩ ଗ୍ରାମ ବାରୁଦରେ ଥରି ଉଠିଲା ହିଜବୁଲ, ଜାଣନ୍ତୁ ପେଜର ବ୍ଲାଷ୍ଟର ପୁରା ପ୍ଲାନିଂ

ବେରୁତ,୧୮।୯: ଲେବାନନରେ ହଜାର ହଜାର ପେଜର୍‌ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଲେବାନନ ମିଲିସିଆ ହିଜବୁଲ ବହୁ କ୍ଷତି ସହିଥିବା ଜଣାଯାଇଛି। ଏହି ଅପରେସନ ବିଷୟରେ ଆମେରିକୀୟ ଏବଂ ଅନ୍ୟ ଅଧିକାରୀଙ୍କ କହିବାନୁସାରେ, ଇସ୍ରାଏଲର ଗୁପ୍ତଚର...

ଅଚାନକ କମଲା ହାରିସଙ୍କ ପ୍ରଶଂସା କଲେ ଟ୍ରମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୧୮।୯: ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପରସ୍ପରକୁ ଟାର୍ଗେଟ୍‌ କରୁଛନ୍ତି। କିନ୍ତୁ ନିର୍ବାଚନ ପ୍ରଚାର ବ୍ୟତୀତ ଉଭୟ...

ଲୋକଙ୍କ ଖାଦ୍ୟ ପାଇଁ ମରାଯିବ ୨୦୦ ହାତୀ

ହରାରେ, ୧୮।୯:ଏଲ୍‌ନିନୋ ପ୍ରଭାବରେ ଜିମ୍ବାଓ୍ବେ ଓ ଅନ୍ୟ ଦକ୍ଷିଣ ଆଫ୍ରିକୀୟ ଦେଶଗୁଡ଼ିକରେ ୪ ଦଶନ୍ଧି ମଧ୍ୟରେ ସବୁଠୁ ଉତ୍କଟ ମରୁଡ଼ି ସ୍ଥିତି ଦେଖାଦେଇଛି। ଏହାର ପ୍ରଭାବରେ ବହୁ ଫସଲ ନଷ୍ଟ ହେବା ସହ ୬.୮ କୋଟି ଲୋକ ପ୍ରଭାବିତ ହୋଇଛନ୍ତି।...

ଇନଷ୍ଟା ୟୁଜର୍ସଙ୍କ ପାଇଁ ବଡ଼ ସୂଚନା, ଏବେ ପବ୍ଲିକ ରଖିପାରିବେନି…

ନୂଆଦିଲ୍ଲୀ,୧୭।୯: ମେଟା ପ୍ଲାଟଫର୍ମ ସୋସିଆଲ ମିଡିଆରୁ ନକରାତ୍ମକ ପ୍ରଭାବକୁ ଦୂର କରିବା ପାଇଁ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରାଇଭେଟ୍‌ ଆକାଉଣ୍ଟ କରିବାକୁ ଯାଉଛି। ଏହି ଫିଚର୍ସ ଦ୍ୱାରା ଆକାଉଣ୍ଟରେ ପ୍ରାଇଭେସ୍‌ ପ୍ରୋଟେକ୍ସନ ବଢିବା ସହ ଅଭିଭାବକଙ୍କ...

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ବାର୍ତ୍ତାରେ ସେ ଇଟାଲୀ ଏବଂ ଭାରତ ମଧ୍ୟରେ ବୃଦ୍ଧ ତଥା...

ଭାରତରେ ଲୁଚିଥିବା ଶେଖ ହାସିନାଙ୍କ ପାଇଁ ନୂଆ ସମସ୍ୟା! ୫ ମାମଲାକୁ ନେଇ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ/ଢାକା,୧୭।୯: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସାମ୍ନାରେ ନୂଆ ସମସ୍ୟା ଉଭା ହୋଇଛି। ଭାରତରେ ଲୁଚି ରହିଥିବା ଶେଖ ହାସିନାଙ୍କ ବିରୋଧରେ ପାଞ୍ଚଟି ହତ୍ୟା ମାମଲା ଉତ୍ତେଜନାକୁ ବଢାଇ ଦେଇଛି। ବାଂଲାଦେଶର ଆନ୍ତର୍ଜାତୀୟ କ୍ରାଇମବ୍ରାଞ୍ଚ ଟ୍ରିବ୍ୟୁନାଲ (ଆଇସିଟି) ରେ...

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ହିଂସାକୁ ନେଇ କାହିଁକି ଚିନ୍ତିତ କାନାଡା ସାଂସଦ

ନୂଆଦିଲ୍ଲୀ/ଓଟାଓ୍ବା,୧୭।୯: କାନାଡାର ସାଂସଦ ବାଂଲାଦେଶରେ ସଂଖ୍ୟାଲଘୁ, ବିଶେଷ କରି ହିନ୍ଦୁଙ୍କ ପ୍ରତି ହିଂସା ପ୍ରସଙ୍ଗ ଉଠାଇଥିଲେ। କାନାଡାର ସାଂସଦ ଚନ୍ଦ୍ର ଆର୍ଯ୍ୟ କହିଛନ୍ତି ଯେ ବାଂଲାଦେଶରେ ଚାଲିଥିବା ହିଂସାକୁ ନେଇ ସେ ବହୁତ ଚିନ୍ତିତ। କର୍ନାଟକର ଚନ୍ଦ୍ର ଆର୍ଯ୍ୟ ୨୩ସେପ୍ଟେମ୍ବରରେ...

ଧର୍ମୀୟ ସ୍ବାଧୀନତାକୁ ସମର୍ଥନ: ବ୍ରାଜିଲରେ ବିଶାଳ ଶୋଭାଯାତ୍ରା

ରିଓ ଡି ଜେନେରୋ ,୧୭ା୯: ବ୍ରାଜିଲରେ ଗତ ୬ ବର୍ଷ ମଧ୍ୟରେ ଅସହିଷ୍ଣୁତା ମାମଲା ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଦେଶରେ ଧର୍ମୀୟ ସ୍ବାଧୀନତାକୁ ସମର୍ଥନ ଜଣାଇ ରବିବାର ହଜାର ହଜାର ଲୋକ ରିଓ ଡି ଜେନିରୋ ସହରରେ ବିଶାଳ ଶୋଭାଯାତ୍ରା ବାହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri