ଅନ୍ତର୍ଜାତୀୟ

ବାଇଡେନଙ୍କ ଘୋଷଣା: ବିମାନ ବାତିଲ ଅବା ବିଳମ୍ବ ହେଲେ ମିଳିବ କ୍ଷତିପୂରଣ

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ତାଙ୍କ ପ୍ରଶାସନ ଏକ ନିୟମ କରିବ, ଯେଉଁଥିରେ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ କ୍ଷତିପୂରଣ ଦେବ, ସେମାନଙ୍କ ଭୋଜନ ଓ ହୋଟେଲ ଖର୍ଚ୍ଚ ବହନ କରିବ, ଯଦି ଏୟାରଲାଇନ୍ସ ପକ୍ଷରୁ...

ଟେକ୍ସାସ ଗୁଳିକାଣ୍ଡରେ ନିହତ ଐଶ୍ୱର୍ଯ୍ୟାଙ୍କ ମୃତ ଦେହ ସ୍ବଦେଶ ପଠାଇବାକୁ ତତ୍ପର ଭାରତୀୟ ଦୂତାବାସ, ପରିବାର ସହ ହେଲା ସିଧା ସମ୍ପର୍କ

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୫: ଟେକ୍ସାସ ରାଜ୍ୟର ଡେଲାସରେ ଶନିବାର ଏକ ମଲରେ ହୋଇଥିବା ଗୁଳିକାଣ୍ଡରେ ଜଣେ ଭାରତୀୟ ମହିଳା ଇଞ୍ଜିନିୟରଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଥିଲା। ସେଠାରେ ଥିବା ଭାରତୀୟ ଦୂତାବାସ କହିଛି ଯେ ୨୬ ବର୍ଷିୟା ଐଶ୍ୱର୍ଯ୍ୟା ଥାଟିକୋଣ୍ଡାଙ୍କ ମୃତ...

ଥରିଲା ଆଫଗାନିସ୍ତାନ

କାବୁଲ, ୯।୫: ଆଫଗାନିସ୍ତାନର ଫୌଜାବାଦରେ କିଛିଦିନ ହେବ ଲଗାତାର ଭାବେ ଭୂକମ୍ପର ଝଟକା ଅନୁଭୂତ ହେଉଛି। ମଙ୍ଗଳବାର ଭୋର ସମୟରେ ଏଠାରେ ପୁଣିଥରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ନାଶନାଲ ସେଣ୍ଟର ଫର ସିସ୍ମୋଲୋଜି(ଏନସିଏସ)ଏକ ଟୁଇଟ କରି ଏହି ସୂଚନା...

‘ଭୁଲ ରାସ୍ତାରେ ଯାଅ ନାହିଁ ନଚେତ…’, କାନାଡାକୁ ଚେତାବନୀ ଦେଲା ଚାଇନା

ଓଟଓ୍ବୋ/ବେଜିଂ,୯।୫: କାନାଡ ଓ ଚାଇନା ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ବେଜିଂକୁ ସମାଲୋଚନା କରୁଥିବା କାନାଡାର ଜଣେ ଆଇନଜୀବୀଙ୍କୁ ଧମକ ଦେଇଥିବା ଚୀନ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ପାଇଁ ନିଷ୍ପତ୍ତି ନିଆଯିବା ପରେ ଏହି ବିବାଦ ଉପୁଜିଛି। ଏଥିରେ କ୍ରୋଧାନ୍ବିତ...

ସୁନା ଖଣିରେ ନିଆଁ ଲାଗି ୨୭ ମୃତ

ୟାନାକୁଇହୁଆ, ୯।୫: ସଦ୍ଦର୍ନ ପେରୁ ଆରେକିପାରେ ଥିବା ଏକ ସୁନା ଖଣିରେ ରବିବାର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଖଣିରେ ଶର୍ଟସର୍କିଟ୍‌ ଯୋଗୁ ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡ଼ିଛି। ଖଣିରେ ୧୦୦...

୧୧ ବର୍ଷରେ ଦୁଇ ଇଞ୍ଜିନିୟରିଂ ଡିଗ୍ରୀ

ମେକ୍ସିକୋ ସିଟି, ୯ା୫: ଅଦମ୍ୟ ଇଚ୍ଛାଶକ୍ତି ବଳରେ ସବୁ ସମ୍ଭବ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ମେକ୍ସିକୋର ୧୧ ବର୍ଷୀୟା ଆଧାରା ପେରେଜ୍‌ ସାନ୍‌ଚେଜ୍‌। ଅଟିଷ୍ଟିକ୍‌ ହେବା ସତ୍ତ୍ୱେ ଆଧାରା ଖୁବ୍‌ ଜ୍ଞାନୀ। ତାଙ୍କ ଆଇକ୍ୟୁ (ଇଣ୍ଟେଲିଜେନ୍ସ କୋସେଣ୍ଟ) ୧୬୨...

ରୁଷିଆର ବିଧ୍ୱଂସକାରୀ ଯୋଜନା: ପୁଣି ପକାଇବ ଫସଫରସ ବୋମା…

ମସ୍କୋ,୮।୫ : ରୁଷିଆ ଫସଫରସ ବୋମା ଦ୍ୱାରା ୟୁକ୍ରେନର ବାଖମୁଟ ସହର ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ୟୁକ୍ରେନ ସୈନ୍ୟ ବିଭାଗ ଦ୍ୱାରା ପ୍ରକାଶିତ ଡ୍ରୋନ ଫୁଟେଜରେ ବାଖମୁଟ ଜଳୁଥିବା ଦେଖାଯାଇଛି। ଭିଡିଓରେ ଦେଖାଯାଉଛି, ବାଖମୁଟ ଉପରେ ଧଳା...

ଇରାନରେ ପ୍ରତି ୬ ଘଣ୍ଟାରେ ଜଣଙ୍କୁ ଫାଶୀ, ୨୦୨୩ରେ ଇତିମଧ୍ୟରେ ୧୯୪ ଜଣଙ୍କୁ ମୃତ୍ୟୁଦଣ୍ଡ…

ତେହେରାନ,୮।୫ : ଏକ ମାନବାଧିକାର ଗୋଷ୍ଠୀ ଦାବି କରିଛନ୍ତି, ଗତ ୧୦ ଦିନ ମଧ୍ୟରେ ଇରାନ ଶାସନ ପ୍ରତି ୬ ଘଣ୍ଟାରେ ହାରାହାରି ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଇରାନ ମାନବିକ ଅଧିକାରର ଏକ ରିପୋର୍ଟ ଅନୁଯାୟୀ, ୨୦୨୩ ମସିହାରେ...

ଗୋଟିଏ ରାତିରେ ଗୁଳିକରି ଖସାଇଛୁ ୩୫ ରୁଷିଆ ଡ୍ରୋନ: ୟୁକ୍ରେନ ସୈନ୍ୟ…

କିଭ୍‌,୮।୫ : ରୁଷିଆ ଯୂଦ୍ଧଖୋର ମନୋବୃତ୍ତି ୟୁକ୍ରେନକୁ ଧ୍ୱଂସସ୍ତୁପରେ ପରିଣତ କରିଛି। ରୁଷଆ ଅପେକ୍ଷା ସାମରିକ ଶକ୍ତି ଦୃଷ୍ଟିରୁ ବହୁତ ଦୁର୍ବଳ ଦେଶ ହୋଇଥିଲେ ମଧ୍ୟ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ହାର ମାନି ନାହାନ୍ତି। ସେ ରାଷ୍ଟ୍ରପତି ଭ୍ଳାଡିମୀର...

ପଶ୍ଚିମ ଏସିଆରେ ପହଞ୍ଚିବ ଭାରତୀୟ ରେଳ ଲାଇନ, ୪ ଦେଶର ଯୋଜନା, ଡୋଭାଲଙ୍କ ଉପରେ ଦାୟିତ୍ୱ…

ନୂଆଦିଲ୍ଲୀ/ରିୟାଦ,୮।୫ : ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଗଲ୍ଫ ଦେଶରେ ଶୀଘ୍ର ଭାରତୀୟ ଟ୍ରେନ ଚଳାଚଳ କରିବ। ଏହି ପ୍ରକଳ୍ପ ସମ୍ପର୍କରେ ଆମେରିକା, ଭାରତ, ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ଜାତୀୟ...

ମାନହାନୀ ମାମଲାରେ ସାକ୍ଷ୍ୟ ଦେଲେନି ଟ୍ରମ୍ପ…

ଓ୍ବାଶିଂଟନ,୮।୫ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜଣେ ଲେଖିକାଙ୍କ ବଳାତ୍କାର ମାମଲାରେ ମାନହାନୀ ମକଦ୍ଦମା ଦାଏର କରିଛନ୍ତି। ଏହି ମାମଲାରେ ରବିବାର ଦିନ ଟ୍ରମ୍ପ ତାଙ୍କ ସାକ୍ଷ୍ୟ ଦାଖଲ କରିବାର ଶେଷ ସୁଯୋଗ ପାଇଥିଲେ କିନ୍ତୁ ଟ୍ରମ୍ପ ତାଙ୍କ ସାକ୍ଷ୍ୟ...

ଆତଙ୍କବାଦ ବିରୋଧରେ ଲଢ଼ିବେ ପାକିସ୍ତାନ-ଚାଇନା-ଆଫଗାନିସ୍ତାନ…

ଇସଲାମାବାଦ,୮।୫ : ଆତଙ୍କବାଦ ମୁକାବିଲା ପାଇଁ ପାକିସ୍ତାନ, ଚାଇନା ଏବଂ ଆଫଗାନିସ୍ତାନ ମିଳିତ ଭାବେ କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି। ବିଭିନ୍ନ ଆର୍ଥିକ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନଙ୍କ ମଧ୍ୟରେ ଏକ ଚୁକ୍ତିନାମା ମଧ୍ୟ ହୋଇଛି। ପାକିସ୍ତାନ ବୈଦେଶିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri