ଅନ୍ତର୍ଜାତୀୟ

ସର୍ବିଆରେ ଗୁଳିକାଣ୍ଡ: ୮ ମୃତ

ବେଲଗ୍ରେଡ,୫।୫: ସର୍ବିଆର ମ୍ଲାଡେନୋଭାକ ସହରର ଡୁବୋନା ଅଞ୍ଚଳରେ ବିଳମ୍ବିତ ରାତିରେ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏହି ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଗୁଳି ଚଳାଇଥିବା ଅଭିଯୁକ୍ତ ଫେରାର ଥିବା...

ଚାଇନା ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ବେନାଉଲିମ, ୫।୫: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର ଚାଇନା ବହିର୍ବ୍ୟାପାର ମନ୍ତ୍ରୀ କିନ୍‌ ଗାଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ସମ୍ପର୍କରେ ଦୁଇ ରାଷ୍ଟ୍ରର ପ୍ରତିନିଧି କଥା ହୋଇଥିବା କୁହାଯାଉଛି।...

ବିଦ୍ୟାଳୟରେ ଗୁଳିକାଣ୍ଡ, ୭ ଶିକ୍ଷକ ମୃତ

କାବୁଲ,୪ା୫: ଆଫଗାନିସ୍ତାନ ସୀମା ନିକଟ ଉତ୍ତର-ପଶ୍ଚିମ ପାକିସ୍ତାନର ଏକ ବିଦ୍ୟାଳୟରେ ଗୁରୁବାର ଗୁଳିମାଡ଼ ହେବାରୁ ୭ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାରାଚିନାର ଆଦିବାସୀ ଜିଲାରେ ଘଟିଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରୁ ପ୍ରକାଶ। ବର୍ତ୍ତମାନ ସୁଦ୍ଧା ଗୁଳିମାଡ଼ର କାରଣ...

ଡ୍ରୋନ୍‌ ଆକ୍ରମଣ ପଛରେ ଆମେରିକାର ହାତ ଥିବା କହିଲା ରୁଷିଆ

ମସ୍କୋ,୪ା୫: କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପଛରେ ଆମେରିକାର ହାତ ରହିଛି। କିଭ୍‌ ଆମେରିକାର ଆଦେଶରେ ଏହି ଆକ୍ରମଣ କରିଥିଲା। ରୁଷିଆ ଗୁରୁବାର ଏହି ବଡ ଅଭିଯୋଗ ଆଣିଛି। ପ୍ରକୃତରେ କିଭ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ହତ୍ୟା କରିବାକୁ ଚାହୁଁଥିବା...

ଗୋଆ ପହଞ୍ଚିଲେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ

ପଣଜୀ,୪।୫: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଭାରତ ଗସ୍ତରେ ଆସିଛନ୍ତି। ବିଲାଓ୍ବଲ ଗୁରୁବାର ଦିନ ଗୋଆରେ ପହଞ୍ଚିଛନ୍ତି। ଏଠାରେ ସେ ଚାଇନାର ଅନୁଗାମି ସାଂଘାଇ କୋଅପରେଶନ ଅର୍ଗାନାଇଜେଶନ(ଏସସିଓ)ର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ। ଭାରତର ବୈଦେଶିକ ମନ୍ତ୍ରୀ ଏସ...

ଜର୍ମାନ ଏୟାରଲାଇନ୍ସ ଉପରେ ଗୋ ଫାଷ୍ଟ ଭଳି ସଙ୍କଟ

ବର୍ଲିନ/ନୂଆଦିଲ୍ଲୀ,୪।୫: ଗୋ ଫାଷ୍ଟ ଏୟାର ଲାଇନ୍ସ ମେ’ ୯ ପର୍ଯ୍ୟନ୍ତ ତା’ର ଉଡାଣକୁ ରଦ୍ଦ କରିଦେଇଛି। ଏହି ଗୁରୁତର ସଙ୍କଟ ପାଇଁ ଏୟାରଲାଇନ୍ସ ଆମେରିକା କମ୍ପାନୀ ପ୍ରେଡ ଏଣ୍ଡ ହ୍ବିଟନିକୁ ଦାୟୀ କରିଛି। ଏବେ ଜର୍ମାନ ଏୟାରଲାଇନ୍ସ ଲୁଫଥାଂସା ବି...

ଥମୁନି ରୁଷିଆ-ୟୁକ୍ରେନ ଯୁଦ୍ଧ: ୧୮ ଡ୍ରୋନ୍‌ ନଷ୍ଟ, ୨୧ ମୃତ

କିଭ୍‌,୪ା୫: ଦୀର୍ଘ ୧୪ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି। ଉଭୟ ଦେଶର ସୈନ୍ୟବାହିନୀ ପରସ୍ପର ଉପରେ କ୍ରମାଗତ ଭାବରେ ଆକ୍ରମଣ କରୁଛନ୍ତି। ଏହି ସମୟରେ ରୁଷିଆ ସେନା ବୁଧବାର ୟୁକ୍ରେନର ଦକ୍ଷିଣ...

‘ଭିକ୍ଟ୍ରି ଡେ’ର ଠିକ ପୂର୍ବରୁ ହୋଇଥିବା ଡ୍ରୋନ ଆକ୍ରମଣର କଡା ଜବାବ ଦେବ ରୁଷିଆ, ୟୁକ୍ରେନକୁ ଦେଲା ଧମକ

ମସ୍କୋ, ୪।୫:ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଉପରେ ଅଭିଯୋଗ ଆଣିଛନ୍ତି କି ତାଙ୍କର କ୍ରେମଲିନରେ ଥିବା ଘର ଉପରେ ଡ୍ରୋନ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଛି। ରୁଷିଆ କହିଛି ପୁଟିନଙ୍କୁ ହତ୍ୟା କରିବାକୁ ଏଭଳି ଷଡଯନ୍ତ୍ର ରଚାଯାଇଛି। ହେଲେ...

ସୁରକ୍ଷା ପରିଷଦ ବ୍ୟବସ୍ଥା ଉପରେ ଭାରତର ପ୍ରଶ୍ନ: ଏହା ଦ୍ୱାରା ଆସିବନି ଶାନ୍ତି…

ଜେନେଭା,୪।୫ : ମିଳିତ ଜାତିସଂଘ ବୈଠକରେ ଭାରତ ପୁଣି ଥରେ ସୁରକ୍ଷା ପରିଷଦର ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇ ଏଥିରେ ପରିବର୍ତ୍ତନ ଆଣିବାକୁ ଦାବି କରିଛି। ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି, ସୁରକ୍ଷା ପରିଷଦର...

ପୃଥିବୀର ତାପମାତ୍ରା ହେବ ବିପଜ୍ଜନକ,ପ୍ରଭାବ ୨୦୨୪ରେ ହେବ ଅନୁଭୁତ: ଜାତିସଂଘ ଚେତାବନୀ…

ଜେନେଭା,୪।୫ : ମିଳିତ ଜାତିସଂଘ ଚେତାବନୀ ଦେଇଛି, ଆସନ୍ତା ମାସଗୁଡ଼ିକରେ ସାରା ବିଶ୍ୱରେ ପ୍ରବଳ ଉତ୍ତାପ ସୃଷ୍ଟି ହୋଇପାରେ। ଚେତାବନୀ ଅନୁଯାୟୀ, ଏଲ ନିନୋ ନାମକ ଏକ ଜଳବାୟୁ ଘଟଣା ବୃଦ୍ଧି ପାଇବ। ଏହି କାରଣରୁ, ସମଗ୍ର ବିଶ୍ୱରେ ନୂତନ...

ବଳାତ୍କାର ଅଭିଯୋଗକୁ ଖଣ୍ଡନ କଲେ ଟ୍ରମ୍ପ, କହିଲେ ଏହା ଶସ୍ତା-ହାସ୍ୟାସ୍ପଦ କାହାଣୀ…

ଓ୍ବାଶିଂଟନ,୪।୫ : ଲେଖିକା ଇ. ଜିନ କାରୋଲଙ୍କ ଦ୍ୱାରା ହୋଇଥିବା ବଳାତ୍କାର ଅଭିଯୋଗରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଚାରର ସମ୍ମୁଖୀନ ହୋଇଛନ୍ତି। ଟ୍ରମ୍ପ ମାନହଟ୍ଟନ ଫେଡେରାଲ ଖଣ୍ଡପୀଠରେ ରେକର୍ଡ ହୋଇଥିବା ଏକ ଭିଡିଓ ବୟାନରେ ବଳାତ୍କାର ଅଭିଯୋଗକୁ...

ଦେଢ଼ ଗୁଣା ବଢ଼ିଛି ଖବରଦାତାଙ୍କୁ ହତ୍ୟା ମାମଲା: ୨୦୨୨ରେ ୬୭ ଜଣଙ୍କ ହତ୍ୟା…

ଜେନେଭା,୪।୫ : ଖବରଦାତାଙ୍କ ହତ୍ୟା ମାମଲା ସାରା ବିଶ୍ୱରେ ଦେଢ଼ ଗୁଣ ବୃଦ୍ଧି ପାଇଛି। ୨୦୨୨ମସିହାରେ, ୬୭ ଗଣମାଧ୍ୟମ ପ୍ରତିନିଧୀଙ୍କୁ ହତ୍ୟା କରାଯାଇଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ବୁଧବାର ବିଶ୍ୱ ପ୍ରେସ ସ୍ବାଧୀନତା ଦିବସ ଅବସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri