ଅନ୍ତର୍ଜାତୀୟ

ସୁଦାନରେ ଜୈବିକ ବୋମା ବିକଶିତ କରାଯିବା ଆଶଙ୍କା: ଡବ୍ଲୁଏଚଓ ଚେତାବନୀ…

ଜେନେଭା,୨୬।୪ : ଆଫ୍ରିକୀୟ ଦେଶ ସୁଦାନରେ ଚାଲିଥିବା ହିଂସା ମଧ୍ୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ଏକ ଭୟଙ୍କର ଚେତାବନୀ ଦେଇଛି। ଡବ୍ଲୁଏଚଓ କହିଛି, ସୁଦାନରେ ରାପିଡ ସପୋର୍ଟ ଫୋର୍ସ ରାଜଧାନୀ ଖାର୍ତୁମରେ ଥିବା ଜାତୀୟ ଜନସ୍ବାସ୍ଥ୍ୟ ଲାବୋରେଟୋରୀକୁ ଜବରଦଖଲ କରି...

ଭାରତ ନିର୍ମିତ ଆଉ ଏକ କଫ ସିରପକୁ ଅସୁରକ୍ଷିତ ବୋଲି କହିଲା ଡବ୍ଲୁଏଚଓ

ଜେନେଭା/ନୂଆଦିଲ୍ଲୀ,୨୬।୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ମଙ୍ଗଳବାର କହିଛି ଭାରତୀୟ କମ୍ପାନୀ ଦ୍ୱାରା ନିର୍ମିତ ଆଉ ଏକ କଫ ସିରପ ମାର୍ଶଲ ଦ୍ୱିପ ଓ ମାଇକ୍ରୋନେସିଆରେ ଦୂଷିତ ମିଳିଛି। ବିଷ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲୁଏଚଓ) ମେଡିକାଲ ଆଲର୍ଟ ଜାରି କରି କହିଛି...

ଟ୍ରମ୍ଫଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଲେ ପୂର୍ବତନ ସ୍ତମ୍ଭକାର

ଓ୍ବାଶିଂଟନ,୨୬।୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ଅଡୁଆ କମିବାର ନାଁ ନେଉନି। ଟ୍ରମ୍ଫ ଏବେ ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢିବାକୁ ପ୍ରସ୍ତୁତ ହେଉଛନ୍ତି। ହେଲେ ଏହା ପୂର୍ବରୁ ତାଙ୍କୁ କୋର୍ଟର ସାମ୍ନା କରିବାକୁ ପଡିବ। ଷ୍ଟାମର୍ମି ଡେନିଏଲ୍ସ...

ବ୍ରିଟେନରେ ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଓଡ଼ିଶାର ବିଶ୍ୱନାଥ ଦେଲେ ୨୫୦ କୋଟି…

ଲଣ୍ଡନ,୨୬।୪ : ଲଣ୍ଡନରେ ବ୍ରିଟେନର ପ୍ରଥମ ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଜଣେ ମୂଳ ଭାରତୀୟ କୋଟିପତି ୨୫୦ କୋଟି ଟଙ୍କା ଦାନ କରିଛନ୍ତି। ଏହି ମନ୍ଦିର ନିର୍ମାଣରେ କାର୍ଯ୍ୟ କରୁଥିବା ବ୍ରିଟିଶ ଅନୁଷ୍ଠାନକୁ ଏହି ସହାୟତା ଦେବାକୁ ଓଡିଶାର...

ଜାପାନ ସ୍ପେସକ୍ରାଫ୍ଟ ସହିତ ସମ୍ପର୍କ ବିଛିନ୍ନ…

ଟୋକିଓ,୨୬।୪ : ଭାରତର ବିକ୍ରମ ଲାଣ୍ଡର ପରି ଜାପାନର ଏକ ସ୍ପେସକ୍ରାଫ୍ଟ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଚନ୍ଦ୍ରରେ ଅବତରଣ କରିବାରେ ଜାପାନର ସ୍ବପ୍ନ ପୂରଣ ହୋଇ ପାରି ନାହିଁ। ଜାପାନର ଏକ ଘରୋଇ କମ୍ପାନୀ ଆଇସ୍ପେସ ଇଙ୍କର ଏକ ଲ୍ୟାଣ୍ଡର...

ଅପରେଶନ କାଭେରୀ: ସୌଦିରେ ପହଞ୍ଚିଲେ ୧୩୫ ଭାରତୀୟ…

ଜେଦା,୨୬।୪ : ଗୃହଯୁଦ୍ଧଗ୍ରସ୍ତ ସୁଦାନରୁ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ବୁଧବାର ସୁଦାନରେ ଫସି ରହିଥିବା ୧୩୫ ଜଣ ଭାରତୀୟଙ୍କ ତୃତୀୟ ବ୍ୟାଚ ସୌଦିଆରବର ଜେଦାରେ ପହଞ୍ଚିଛନ୍ତି। ଭାରତୀୟ ବାୟୁସେନା...

ଭାରତୀୟ ବଂଶୋଦ୍ଭବଙ୍କୁ ଆଜି ଫାଶୀ ଦେବ ସିଙ୍ଗାପୁର

ସିଙ୍ଗାପୁର,୨୬ା୪ : ନିଶା ଚୋରା କାରବାର ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ଭାରତୀୟ ବଂଶୋଦ୍ଭବ ଟାଙ୍ଗାରାଜୁ ସୁପିଆଙ୍କୁ ସିଙ୍ଗାପୁର ସରକାର ବୁଧବାର ଫାଶୀ ଦେବାକୁ ଯାଉଛି। ମୃତ୍ୟୁଦଣ୍ଡକୁ ବିରୋଧ କରୁଥିବା ପ୍ରମୁଖ ବ୍ୟକ୍ତିମାନେ ଫାଶୀ ରୋକିବା ଲାଗି କରିଥିବା ଅନୁରୋଧକୁ ସିଙ୍ଗାପୁର...

ପୁଟିନ୍‌ଙ୍କ ଗିରଫ ପରଓ୍ବାନାକୁ ନେଇ ଚିନ୍ତାରେ ରୁଷିଆ

ମସ୍କୋ,୨୬ା୪ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ଙ୍କ ବିରୋଧରେ ଅନ୍ତର୍ଜାତୀୟ ଫୌଜଦାରି କୋର୍ଟ (ଆଇସିସି) ଗତ ମାସରେ ଗିରଫ ପରଓ୍ବାନା ଜାରି କରିଥିବାରୁ ଦେଶର ବରିଷ୍ଠ ଅଧିକାରୀମାନେ ଭୟଭୀତ ଥିବା ଜଣାପଡ଼ିଛି। ଆଇସିସି ଆରେଷ୍ଟ ଓ୍ବାରେଣ୍ଟ...

ଅପରେଶନ କାଭେରୀ ଆରମ୍ଭ: ସୁଦାନରୁ ସ୍ବଦେଶ ଫେରିବେ ୨୭୮ ଭାରତୀୟ…

ଖାର୍ତୁମ,୨୫।୪ : ହିଂସା ପ୍ରଭାବିତ ସୁଦାନରେ ୭୨ ଘଣ୍ଟିଆ ଅସ୍ତ୍ରବିରତି ପରେ ଭାରତୀୟଙ୍କ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି। ସେଠାରୁ ଭାରତୀୟମାନଙ୍କୁ ସ୍ବଦେଶ ଆଣିବା ପାଇଁ ଭାରତ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ, ପ୍ରଥମ...

ବାଇଡେନଙ୍କ ଘୋଷଣା: ଲଢ଼ିବି ୨୦୨୪ ନିର୍ବାଚନ…

ଓ୍ବାଶିଂଟନ,୨୫।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବି। ତାଙ୍କ ଘୋଷଣା ପରେ ସମସ୍ତ କଳ୍ପନା ଜଳ୍ପନାର ଶେଷ ହୋଇଛି। ଏହା ସ୍ପଷ୍ଟ ହୋଇଛି ବାଇଡେନ ପୁଣି...

ସୁଦାନରେ ଫସିଥିବା ଶ୍ରୀଲଙ୍କା ନାଗରିକଙ୍କୁ ଉଦ୍ଧାର କରିବାକୁ ପ୍ରସ୍ତାବ ଦେଲା ଭାରତ, ବୈଦେଶିକ ମନ୍ତ୍ରୀ କଲେ ପ୍ରଶଂସା

ନୂଆଦିଲ୍ଲୀ/କଲମ୍ବୋ,୨୫।୪: ସୁଦାନରେ ଚାଲିଥିବା ଗୃହ ଯୁଦ୍ଧ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରିବାକୁ ସବୁ ଦେଶ ଚେଷ୍ଟା ଜାରି ରଖିଛନ୍ତି। ଏହି ଗୃହ ଯୁଦ୍ଧ ମଧ୍ୟରେ ଭାରତ ଦ୍ୱାରା ଶ୍ରୀଲଙ୍କା ନାଗରିକଙ୍କୁ ଉଦ୍ଧାର...

ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ର ବିସ୍ଫୋରଣ ଘଟଣାରେ ଆତଙ୍କବାଦୀଙ୍କ ହାତ ନାହିଁ…

ଇସଲାମାବାଦ,୨୫।୪ : ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ରରେ ଘଟିଥିବା ବିସ୍ଫୋରଣ ନେଇ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣା ପଛରେ ଆତଙ୍କବାଦୀଙ୍କ ହାତ ନାହିଁ ବୋଲି ପୋଲିସ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ସୋମବାର ରାତି ୮ଟା ୨୦ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri