ଅନ୍ତର୍ଜାତୀୟ

ଉଦ୍ଭିଦ ମହାମାରୀ ଆଣିବ ଅନାହାର

ଲଣ୍ଡନ, ୧୩।୪: ଜଳବାୟୁ ପରିବର୍ତ୍ତନ ଯୋଗୁ ସମସ୍ତ ଜୀବଜଗତ ପ୍ରଭାବିତ। ଏହାଦ୍ୱାରା ଦେଖାଯାଉଥିବା ପ୍ରାକୃତିକ ବିପର୍ଯ୍ୟୟର ପ୍ରଭାବ କୃଷି କ୍ଷେତ୍ରରେ ବ୍ୟାପକ କ୍ଷତି ଘଟାଇବା ଆରମ୍ଭ କରିଛି। ଏହା ଫଳରେ ଉଦ୍ଭିଦ ମହାମାରୀ ଦେଖାଯିବ। ଏଥିଯୋଗୁ ଆଗାମୀ ଦିନରେ ବିଶ୍ୱର...

ଉଗାଣ୍ଡାରେ ଏନ୍‌ଏଫ୍‌ଏସ୍‌ୟୁର କ୍ୟାମ୍ପସ୍‌ ଉଦ୍‌ଘାଟନ କଲେ ଜୟଶଙ୍କର

କାମ୍ପ୍‌ଲା,୧୨ା୪: ନ୍ୟାଶନାଲ ଫରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି (ଏନ୍‌ଏଫ୍‌ଏସ୍‌ୟୁ) ହେଉଛି ବିଶ୍ୱର ପ୍ରଥମ ତଥା ଏକମାତ୍ର ଫରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟି ଉଗାଣ୍ଡାରେ ଏହାର ପ୍ରଥମ କ୍ୟାମ୍ପସ ସ୍ଥାପନ କରି ଭାରତ ଇତିହାସ ସୃଷ୍ଟି କରିଛି। ଯାହା ଅଧୀନରେ ଏନ୍‌ଏଫ୍‌ଏସ୍‌ୟୁ ଭାରତର ପ୍ରଥମ...

ସିଙ୍ଗାପୁରରେ ଭାରତୀୟ ବଂଶୋଭବ ଗିରଫ

ସିଙ୍ଗାପୁର,୧୨ା୪: ବିଭିନ୍ନ ଅଭିଯୋଗରେ ସିଙ୍ଗାପୁରରେ ଜଣେ ଭାରତୀୟ ବଂଶୋଭବଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସିଙ୍ଗାପୁରର ସେଣ୍ଟ୍ରାଲ ବିଜନେସ୍‌ ଜିଲା (ସିବିଡିଟି)ରେ କୁରାଢ଼ି ଲଗାଇଥିବା ୨୫ ବର୍ଷୀୟ ଭାରତୀୟ ମୂଳ ଯୁବକଙ୍କୁ ଆକ୍ରମଣ ତଥା ଅନ୍ୟାନ୍ୟ ଅପରାଧ ଅଭିଯୋଗରେ ବୁଧବାର କୋର୍ଟରେ...

ଆମେରିକାକୁ ମହାବିନାଶକ ଶକ୍ତି ଦେଖାଇଲା ରୁଷିଆ…

ମସ୍କୋ,୧୨।୪ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ରୁଷିଆ ପୁଣି ଥରେ ବିଶ୍ୱ ସାମ୍ନାରେ ନିଜର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ରୁଷିଆର ସୈନ୍ୟବାହିନୀ ଏକ ନୂତନ ଆନ୍ତଃଦେଶୀୟ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ପଡୋଶୀ ଦେଶ କାଜାଖସ୍ତାନରେ ନିର୍ମିତ ଫାୟାରିଂ ରେଞ୍ଜରୁ...

ଆମେରିକାରେ ଶବଦାହ ଗୃହ ବାହାରେ ଫୁଟିଲା ଗୁଳି, ଜଣେ ମୃତ, ୩ ଆହତ

ଓ୍ବାଶିଂଟନ,୧୨।୪: ଆମେରିକାର ରାଜଧାନୀ ଓ୍ବାଶିଂଟନ ଡିସିରେ ମଙ୍ଗଳବାର ଏକ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। କୁହାଯାଉଛି କି ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ସେହି ସମୟରେ...

ଚାଇନା ଧୂଳିଝଡ଼ ନେଇ ଜାପାନ-ଦକ୍ଷିଣ କୋରିଆରେ ସଙ୍କଟ…

ବେଜିଂ/ଟୋକିଓ/ସିଓଲ,୧୨।୪ : ପ୍ରାୟ ଏକ ମାସ ହେବ ଚାଇନାରେ ଏକ ଧୂଳିଝଡ଼ ସୃଷ୍ଟି ହୋଇଛି। ବର୍ତ୍ତମାନ ଏହି ଝଡ଼ ପଡୋଶୀ ଦେଶ ଜାପାନ ଏବଂ ଦକ୍ଷିଣ କୋରିଆରେ ମଧ୍ୟ ବ୍ୟାପିଛି। ସେଠାରେ ଆକାଶ କୁହୁଡିରେ ଆଚ୍ଛାଦିତ ହୋଇଛି। ଏହି କାରଣରୁ,...

ଏପ୍ରିଲ ୨୦ରୁ ହଟିଯିବ ବ୍ଲୁ ଟିକ, ଟୁଇଟ କରି ସୂଚନା ଦେଲେ ମସ୍କ

ଓ୍ବାଶିଂଟନ,୧୨।୪: ଯେବେଠାରୁ ଟୁଇଟରକୁ ଏଲନ ମସ୍କ କିଣି ନେଲେଣି ସେବେଠାରୁ ଟୁଇଟରର ବ୍ଲୁ ଟିକକୁ ନେଇ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ତାଜା ସୂଚନା ଅନୁଯାୟୀ, ଏଲନ ମସ୍କ ଟୁଇଟ କରି କିଛି ନୂଆ ସୂଚନା ଦେଇଛନ୍ତି। ଏଥିରେ...

ଏଚ-୩-ଏନ-୮ ବାର୍ଡ ଫ୍ଲୁରେ ପ୍ରଥମ ମୃତ୍ୟୁ ନେଇ ଆତଙ୍କ: ଡବ୍ଲୁଏଚଓ କହିଲା ଭୟର କାରଣ ନାହିଁ…

ବେଜିଂ,୧୨।୪ : ଏଚ-୩-ଏନ-୮ ବାର୍ଡ ଫ୍ଲୁ ଯୋଗୁ ପ୍ରଥମ ମୃତ୍ୟୁ ପୃଥିବୀରେ ରେକର୍ଡ କରାଯାଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) କହିଛି ଯେ, ଚାଇନାର ଜଣେ ମହିଳାଙ୍କର ବାର୍ଡ ଫ୍ଲୁରେ ମୃତ୍ୟୁ ଘଟିଛି। କିନ୍ତୁ ଏହି ଷ୍ଟ୍ରେନ ଲୋକମାନଙ୍କ...

ଫ୍ରାନ୍ସର ରାଷ୍ଟ୍ରପତିଙ୍କୁ ନେଇ ଟ୍ରମ୍ପଙ୍କ ବିବାଦୀୟ ମନ୍ତବ୍ୟ…

ଓ୍ବାଶିଂଟନ,୧୨।୪ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ମୋର ବନ୍ଧୁମାନେ ଆଜିକାଲି ଚାଇନା ଯାଉଛନ୍ତି। ସେଠାରେ ସେମାନେ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ଚାଟୁକାର ପାଲଟି ଯାଇଛନ୍ତି। ନ୍ୟୁୟର୍କରେ...

କାଲିଫର୍ନିଆ ଆସେମ୍ଳିରେ ଦାବି-୧୯୮୪ ଶିଖ ବିରୋଧି ହିଂସାକୁ ଦିଆଯାଉ ନରସଂହାରର ମାନ୍ୟତା

ଓ୍ବାଶିଂଟନ,୧୨।୪: କାଲିଫର୍ନିଆ ରାଜ୍ୟ ବିଧାନସଭା ଆମେରିକି କଂଗ୍ରେସକୁ ଔପଚାରିକ ଭାବେ ଭାରତରେ ୧୯୮୪ ହୋଇଥିବା ଶିଖ ବିରୋଧି ହିଂସାକୁ ନରସଂହାର ଭାବେ ମାନ୍ୟତା ଦେବା ଓ ନିନ୍ଦା କରିବାକୁ କହି ଏକ ପ୍ରସ୍ତାବ ପାସ କରିଛନ୍ତି। ଏହି ପ୍ରସ୍ତାବ ୨୨...

ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କଲେ ସାମରିକ ଶାସକ: ୧୦୦ରୁ ଅଧିକ ମୃତ, ଚିନ୍ତା ପ୍ରକଟ କଲା ଜାତିସଂଘ…

ନାପିଦ୍ୱ,୧୨।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକ ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଏଥିରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ...

ୟୁକ୍ରେନ୍‌ରେ ୪୫ ମାଇଲ ଖାଇ ଖୋଳିଛି ରୁଷିଆ

କିଭ୍‌, ୧୨ା୪ : ୟୁକ୍ରେନ୍‌ର ଜାପୋରିଝିଆ ଓବ୍ଲଷ୍ଟେରେ ରୁଷିଆ ୪୫ ମାଇଲ (ପ୍ରାୟ ୭୨ କି.ମି.) ପ୍ରତିରକ୍ଷା ଖାଇ ଖୋଳିଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ନିକଟରେ ସେଣ୍ଟିିନେଲ୍‌-୨ ସାଟେଲାଇଟ୍‌ ଛବିରୁ ଏହି ଟ୍ରେଞ୍ଚ୍‌ ଦେଖିବାକୁ ମିଳିଛି। ୟୁକ୍ରେନ୍‌ର ପାଲଟା ଆକ୍ରମଣରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri