କଲମ୍ବୋ,୨୨।୨: ଦେବାଳିଆ ହୋଇପଡ଼ିଥିବା ଶ୍ରୀଲଙ୍କାରେ ବାଲଟ ପେପର ଛାପିବାକୁ ଅର୍ଥ ନାହିଁ। ତେଣୁ ଆସନ୍ତା ମାସରେ ହେବାକୁ ଥିବା ସ୍ଥାନୀୟ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏହାକୁ ବିରୋଧ କରି ବିପକ୍ଷ ଦଳଗୁଡ଼ିକ ମଙ୍ଗଳବାର ପାର୍ଲାମେଣ୍ଟରେ ହଟ୍ଟଗୋଳ କରିବାରୁ ଗୃହକୁ ମୁଲତବୀ...
ଓ୍ବାର୍ସ,୨୨।୨: କିଭ୍ ଦଖଲର ସ୍ବପ୍ନ ଦେଖିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ବର୍ଷକ ତଳେ ୟୁକ୍ରେନ୍ ଆକ୍ରମଣ ପାଇଁ ନିଜ ସୈନ୍ୟଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେବେଠୁ ଅଦ୍ୟାବଧି ୟୁକ୍ରେନ୍ ଉପରେ ରୁଷିଆ ତୁହାକୁ ତୁହା ମିଶାଇଲ୍ ଓ ରକେଟ୍ ମାଡ଼...
ଦୁବାଇ,୨୨।୨: ଖ୍ୟାତନାମା ଔପନ୍ୟାସିକ ସଲ୍ମାନ ରଶ୍ଡିଙ୍କ ଆକ୍ରମଣକାରୀଙ୍କୁ ଇରାନର ଏକ ଫାଉଣ୍ଡେଶନ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କୁ ୧,୦୦୦ ବର୍ଗମିଟର ଚାଷଜମି ପୁରସ୍କାର ଦେଇଛି। ଗତବର୍ଷ ଅଗଷ୍ଟ ୧୨ରେ ନ୍ୟୁୟର୍କର ଲେକ୍ ଏରି ନିକଟରେ ଏକ ସାହିତ୍ୟ କାର୍ଯ୍ୟକ୍ରମ...
Archives
Model This Week
ପିଲାଙ୍କ ଧରିତ୍ରୀ