ଅନ୍ତର୍ଜାତୀୟ

ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ ଆହତ ହୋଇଥିବା ନେଇ ଜଣେ ସ୍ଥାନୀୟ ଅଧିକାରୀ ଏହି...

୯ ମାସରେ ରୁଷିଆ ମାଡ଼ କରିଛି ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର: ଜେଲେନେସ୍କିଙ୍କ ଅଭିଯୋଗ…

କ୍ୱିଭ୍‌,୨୧।୧୧ : ନଅ ମାସ ଧରି ଚାଲିଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ନହୋଇ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ତାଙ୍କ ଦେଶର ବିନାଶର କାହାଣୀ ବର୍ଣ୍ଣନା କରୁଥିବାବେଳେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ...

ବାଜଓ୍ବାଙ୍କ ପରିବାର ୬ ବର୍ଷରେ ହୋଇଛନ୍ତି ଅରବପତି…

ଇସଲାମାବାଦ,୨୧।୧୧ : ଆଗାମୀ କିଛି ଦିନ ମଧ୍ୟରେ ଅବସର ନେବାକୁ ଯାଉଥିବା ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ ପରିବାରକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଆସିଛି। ଏହି କାରଣରୁ, ତାଙ୍କ କାର୍ଯ୍ୟକାଳରେ ଦୁର୍ନୀତି କଳଙ୍କ ଲାଗିବାକୁ...

ଟୁଇଟର୍‌କୁ ଫେରିବାକୁ ମୋର ଆଗ୍ରହ ନାହିଁ: ଟ୍ରମ୍ପ

ୱାଶିଂଟନ,୨୧।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋଶିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌କୁ ଫେରିଛନ୍ତି। ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଆକ୍ଟିଭ୍‌ ହେବା ପରେ ତାଙ୍କ ଫଲୋଅର୍ସ ମଧ୍ୟ ଦ୍ରୁତ ଗତିରେ ବଢୁଛନ୍ତି। କିନ୍ତୁ ଏଥିରେ ଖୁସି ନାହାନ୍ତି ଟ୍ରମ୍ପ। ସେ...

ବାଲୁଚିସ୍ତାନରେ ବିଦ୍ରୋହୀଙ୍କ ବିରୋଧରେ ପାକିସ୍ତାନ ବ୍ୟବହାର କରୁଛି ଚାଇନା ଡ୍ରୋନ…

ଇସଲାମାବାଦ,୨୧।୧୧ : ପାକିସ୍ତାନୀ ସେନା ବର୍ତ୍ତମାନ ଚାଇନାର ଡ୍ରୋନ ସିଏଚ-୪ବି ବ୍ୟବହାର କରି ବାଲୁଚିସ୍ତାନରେ ବିଦ୍ରୋହୀଙ୍କୁ ଦମନ କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ପାକିସ୍ତାନ ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ସାହାଯ୍ୟରେ ବାଲୁଚ ଉପରେ ଆକ୍ରମଣ କରିଆସୁଛନ୍ତି, କିନ୍ତୁ ବର୍ତ୍ତମାନ ଡ୍ରୋନ...

କଲରାଡୋ ନାଇଟ କ୍ଲବ ଗୁଳିକାଣ୍ଡକୁ ନେଇ ପ୍ରତିକ୍ରିୟା ରଖିଲେ ବାଇଡେନ

ୱାଶିଂଟନ,୨୧ ।୧୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନି । ରବିବାର କଲରାଡୋର ଏଲଜିବିଟିକ୍ୟୁ କ୍ଲବରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆଖିବୁଜା ଗୁଳିଚାଳନାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୧୮ ଜଣ ଆହତ...

ଗ୍ରୀସ୍‌ରେ ଭୂକମ୍ପ, ସୁନାମି ସତର୍କ ସୂଚନା ଜାରି…

ଏଥେନ୍ସ,୨୧।୧୧ : ସୋମବାର ଗ୍ରୀସ୍‌ରେ ଭୂମିକମ୍ପ ଅନୁଭୂତ ହୋଇଛି। ସୋମବାର ବିଳମ୍ବିତ ରାତି ୧ଟା ୨୫ରେ ସ୍ଥାନୀୟ କ୍ରିଟରେ ଅନୁଭୁତ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ଥିଲା। ଏହା ଯୋଗୁ ସୁନାମି ହେବା ଆଶଙ୍କା ନେଇ ସତର୍କ...

ଇରାକ-ସିରିଆର ୮୯ ସ୍ଥାନରେ ଏୟାର ଷ୍ଟ୍ରାଇକ୍‌ କଲା ତୁର୍କୀ…

ବାଗଦାଦ/ଇସ୍ତାନବୁଲ,୨୧।୧୧ : ଗତ ସପ୍ତାହରେ ହୋଇଥିବା ଇସ୍ତାନବୁଲ ବିସ୍ଫୋରଣର ପ୍ରତିଶୋଧ ନେଇ ତୁର୍କୀ ଉତ୍ତର ସିରିଆ ଏବଂ ଇରାକର ୮୯ ସ୍ଥାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରି ଇସ୍ତାନବୁଲ ବିସ୍ଫୋରଣରେ ଦାୟୀ କୁର୍ଦ୍ଦ ଗୋଷ୍ଠୀଙ୍କୁ ଟାର୍ଗେଟ କରିଛି। ତୁର୍କୀ ପ୍ରତିରକ୍ଷା...

ହିଜାବ ଖୋଲି ଇନଷ୍ଟାରେ ଭିଡିଓ ପୋଷ୍ଟ କରିବା ପଡିଲା ମହଙ୍ଗା, ଗିରଫ ହେଲେ ଇରାନ ଅଭିନେତ୍ରୀ

ତେହେରାନ,୨୧ ।୧୧: ଇରାନ ପୋଲିସ ଜଣେ ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଅଭିନେତ୍ରୀଙ୍କ ଉପରେ ସର୍ବସାଧାରଣ ସ୍ଥାନରେ ହିଜାବ ହଟାଇବା ଅଭିଯୋଗ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଅଭିନେତ୍ରୀ ଦେଶରେ ଜାରି କରାଯାଇଥିବା ବିରୋଧ...

୬ ଫୁଟ୍‌ ବରଫରେ ପୋତିହେଲା ପଶ୍ଚିମ ନ୍ୟୁୟର୍କ

ନ୍ୟୁୟର୍କ,୨୧।୧୧ : ଆମେରିକାର ପଶ୍ଚିମ ନ୍ୟୁୟର୍କରେ ଶନିବାର ପ୍ରବଳ ତୁଷାରପାତ ଜାରି ରହିବାରୁ କେତେକ ଅଞ୍ଚଳ ୬ଫୁଟ୍‌ ବରଫ ତଳେ ପୋତିହୋଇଯାଇଛି। ଫଳରେ ଯାନବାହାନ ଚଳାଚଳ ବନ୍ଦ ରହିବା ସହ ବଫାଲୋ ଅଞ୍ଚଳରେ ଅନେକ ବିମାନ ଚଳାଚଳ ବାତିଲ ହୋଇଛି।...

କ୍ଷତିପୂରଣ କରିବେ ଧନୀ ରାଷ୍ଟ୍ର

ଶର୍ମ ଏଲ୍‌-ଶେଖ୍‌/ନୂଆଦିଲ୍ଲୀ,୨୧ା୧୧ : ଜଳବାୟୁ ପରିବର୍ତ୍ତନଜନିତ ବିପର୍ଯ୍ୟୟ ଯୋଗୁ କ୍ଷତିଗ୍ରସ୍ତ ହେଉଥିବା ଅନୁନ୍ନତ ଦେଶଗୁଡ଼ିକୁ ଉତ୍ସର୍ଜନ ସୃଷ୍ଟିକାରୀ ଧନୀ ରାଷ୍ଟ୍ରଗୁଡ଼ିକ କ୍ଷତିପୂରଣ ଦେବେ। ଏଥିସକାଶେ ଏକ ପାଣ୍ଠି ଗଠନ କରିବା ଉପରେ ବିତ୍ତଶାଳୀ ରାଷ୍ଟ୍ରଗୁଡ଼ିକ ସହମତି ପ୍ରକାଶ କରିଛନ୍ତି। ଏହି...

ସେଲ୍‌ ଚାବି ହାତେଇ ୯ କଏଦୀ ଫେରାର

କୋହିମା,୨୦।୧୧: ନାଗାଲାଣ୍ଡର ମୋନ୍‌ ଜିଲା କାରାଗାରରୁ ୯ଜଣ ଅନ୍ତେବାସୀ ଫେରାର ଥିବା ଜଣାପଡିଛି। ପୋଲିସ ସେମାନଙ୍କୁ ଧରିବାକୁ ତଲାସି ଅଭିଯାନ ଜାରି ରଖିଛି। ଫେରାର କଏଦୀଙ୍କ ମଧ୍ୟରେ କେତେଜଣ ବିଚାରାଧୀନ କଏଦୀ ଥିବାବେଳେ କେତେକ ହତ୍ୟା ମାମଲାରରେ ସମ୍ପୃକ୍ତ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri