ଅନ୍ତର୍ଜାତୀୟ

ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର ସହିତ କୁଆଡେ ପଳାଇଛନ୍ତି। ବିକ୍ଷୋଭକାରୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରୁଛନ୍ତି। ଏହି...

ଶ୍ରୀଲଙ୍କାରେ ଆଳୁ କିଲୋ ୮୦୦, ଟମାଟୋ ୧୦୦୦, କାଠ ଚୁଲି ଜାଳୁଛନ୍ତି ଲୋକେ

କଲମ୍ବୋ,୧୧ ।୭: ଏବେ ସାରା ବିଶ୍ୱ ଦେଖି ସାରିଛି ଶ୍ରୀଲଙ୍କା ଆର୍ଥିକ ପରିସ୍ଥିତିର ଭୟାବହତା । ସାଧାରଣ ଜନତା କିଭଳି ଭାବେ ରାଷ୍ଟ୍ରପତି ଭବନ କବଜା କରି ରଖିଛନ୍ତି । ଏବେ ଦେଶରେ ନା ରାଷ୍ଟ୍ରପତି ଅଛନ୍ତି, ନା ପ୍ରଧାନମନ୍ତ୍ରୀ...

ଆନୁଷ୍ଠାନିକ ଭାବେ ଇସ୍ତଫା ଘୋଷଣା କଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟକୁ ନେଇ ଲୋକେ ଉଗ୍ର ହେବା ସହ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି । ଏମାନେ ରାଷ୍ଟ୍ରପତି ଭବନ ଓ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶି ସେଠାରେ ରହୁଛନ୍ତି । ସେମାନଙ୍କର ଦାବି ହେଲା,...

ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ

ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ ଚଳେ । ଏବେ ଏହାକୁ ନେଇ ଟେଲସା ତଥା ସ୍ପେସଏକ୍ସର ସିଇଓ...

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଘରକୁ ପିକନିକ ସ୍ପଟ କରିଛନ୍ତି ପ୍ରଦର୍ଶନକାରୀ

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ବିଗିଡିଯାଇଥିବା ଆର୍ଥିକ ସ୍ଥିତିକୁ ନେଇ ଏବେ ସେଠାରେ ପ୍ରଦର୍ଶନକାରୀମାନେ ଉଗ୍ର ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରମସିଂଘେଙ୍କ ସରକାରୀ ବାସଭବନ ‘ଟେମ୍ପଲ ଟ୍ରି’କୁ ଏବେ ପ୍ରଦର୍ଶନକାରୀ ନିଜ କବଜାରେ ରଖିଛନ୍ତି । କେବଳ ସେତିକି ନୁହେଁ...

ଭାରତ ମହାସାଗର ଉପରେ ଲକ୍ଷ୍ୟ, ଚାଇନା-ପାକିସ୍ତାନର ନୌଭ୍ୟାସ…

ବେଜିଂ,୧୧।୭ : ଭାରତ ମହାସାଗରରେ ଉନ୍ନତ ନୌସେନା ସହଯୋଗ ବୃଦ୍ଧି କରିବା ଲକ୍ଷ୍ୟ ନେଇ ଚାଇନା ଏବଂ ପାକିସ୍ତାନ ସାଂଘାଇ ଉପକୂଳରେ ସାଗର ଗାର୍ଡିଆନ-୨ ଅଭ୍ୟାସ ଆରମ୍ଭ କରିଛନ୍ତି। ସାମୁଦ୍ରିକ ସୁରକ୍ଷା ବିପଦର ମୁକାବିଲା ପାଇଁ ସେମାନଙ୍କର ନୂତନ ଉଚ୍ଚ-ବୈଷୟିକ...

ସର୍ବଦଳୀୟ ସରକାର ପାଇଁ ପ୍ରସ୍ତୁତି

କଲମ୍ବୋ,୧୧ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଆକସ୍ମିକ ପଳାୟନ ଗୃହଯୁଦ୍ଧ ଆଡ଼କୁ ମୁହଁାଇଥିବା ଦ୍ୱୀପରାଷ୍ଟ୍ରର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସାମ୍ପ୍ରତିକ ରାଜନୈତିକ ଓ ଆର୍ଥିକ ସଙ୍କଟ ଦୂର କରିବା ପାଇଁ ଏକ ସର୍ବଦଳୀୟ ସରକାର ଗଠନ...

ବୋରିସଙ୍କ ନଁ।ରେ ସାଂଘାତିକ ଅଭିଯୋଗ

ଲଣ୍ଡନ, ୧୧ା୭: ବିବାଦୀୟ ହୋଇ ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍‌ ଜନ୍‌ସନ୍‌ଙ୍କ ବିରୋଧରେ ନୂଆ ଅଭିଯୋଗ ସାମ୍‌ନାକୁ ଆସିଛି। ୨୦୦୮ରେ ବୋରିସ୍‌ ଲଣ୍ଡନ ମେୟର ଥିବାବେଳେ କ୍ଷମତାର ଅପବ୍ୟବହାର କରି ଜଣେ ମହିଳାଙ୍କ ସହ ଶାରୀରିକ...

ସ୍କୋଲଜ୍‌ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ

ବର୍ଲିନ, ୧୧ା୭: ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲଜ୍‌ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ଏମ୍‌ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଦଳର ଜଣେ ମୁଖପାତ୍ର କାଟ୍‌ଜା ମସ୍ତ ସୂଚନା...

ଚାଇନାର ଋଣ କୂଟନୀତିରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୧ା୭: ଶ୍ରୀଲଙ୍କାର ସାମ୍ପ୍ରତିକ ଆର୍ଥିକ ସଙ୍କଟ ପାଇଁ ଚାଇନାକୁ ଦାୟୀ କରାଯାଉଛି। ଦ୍ୱୀପରାଷ୍ଟ୍ରରେ ନିଜ ପ୍ରତିରକ୍ଷା ସ୍ଥିତିକୁ ମଜଭୁତ କରିବା ପାଇଁ ବେଜିଂ କଲମ୍ବୋକୁ ଋଣ ଜାଲରେ ଛନ୍ଦି ଦେଇଥିଲା। ଚାଇନା ହେଉଛି ଶ୍ରୀଲଙ୍କାକୁ ଦ୍ୱିତୀୟ ବୃହତ୍‌ ଋଣ ପ୍ରଦାନକାରୀ...

ରାଷ୍ଟ୍ରପତି ଭବନରେ ମଉଜ

କଲମ୍ବୋ,୧୧ା୭:ଶ୍ରୀଲଙ୍କାରେ ସୃଷ୍ଟି ହୋଇଥିବା ଅଭୂତପୂର୍ବ ଆର୍ଥିକ ସଙ୍କଟ ପାଇଁ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଦାୟୀ କରି ରାଷ୍ଟ୍ରପତି ଭବନକୁ ଦଖଲ କରିଛନ୍ତି ବିକ୍ଷୋଭକାରୀ। ଗୋଟାବାୟାଙ୍କ ପତ୍ତା ମିଳୁ ନ ଥିବାବେଳେ ତାଙ୍କ ଇସ୍ତଫା ଦାବିରେ ସାଧାରଣ ଜନତା ଅଡ଼ିବସିଛନ୍ତି। ରାଷ୍ଟ୍ରପତି...

ଟାଇମ ମାଗାଜିନ୍‌ରେ ଶିଞ୍ଜୋ ଆବେ

ଓ୍ବାଶିଂଟନ୍‌/ଟୋକିଓ, ୧୧ା୭: ଜାପାନର ପରଲୋକଗତ ଲୋକପ୍ରିୟ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଜଣାଶୁଣା ପତ୍ରିକା ‘ଟାଇମ୍‌’ ଶ୍ରଦ୍ଧାଞ୍ଜଳି ଦେଇଛି। ଟାଇମ୍‌ର ପ୍ରଚ୍ଛଦପଟରେ ଆବେଙ୍କ ଫଟୋ ସ୍ଥାନିତ କରାଯାଇଛି। ୨୦୦୬, ୨୦୦୭ ଓ ୨୦୧୪ ପରେ ଏହା ହେଉଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri