ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ମିଳୁନି ଖାଦ୍ୟ, ଔଷଧ

କଲମ୍ବୋ,୩୧।୩: ଦ୍ୱୀପଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ କ୍ରମେ ଉତ୍କଟ ହେବାରେ ଲାଗିଛି। ଗାଡ଼ିରେ ତେଲ ପକାଇବା ପାଇଁ ଲୋକେ ଦିନ ସାରା ଧାଡ଼ିରେ ଛିଡ଼ାହୋଇ ମୂର୍ଚ୍ଛା ଯାଉଥିବାବେଳେ ରାତିରେ ବିଜୁଳି ରହୁ ନ ଥିବାରୁ ଅନ୍ଧାରରେ ରହିବାକୁ ପଡ଼ୁଛି। ଚଳିତ...

ୟୁକ୍ରେନ୍‌ବାସୀଙ୍କୁ ନୂଆ ଶିଖାଳି ବୋଲି ଭାବନ୍ତୁ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୩୧ ।୩: ରୁଷିଆ- ୟୁକ୍ରେନ୍ ଯୁଦ୍ଧ ୩୫ ଦିନରେ ବି ଜାରି ରହିଛି । କେହି ପଛକୁ ହଟିବାକୁ ରାଜି ନୁହେଁ । ଏପଟେ ଯୁଦ୍ଧର ବିଭିଷିକା ମଧ୍ୟରେ ପ୍ରାୟ ୪୦.୧ ଲକ୍ଷ ୟୁକ୍ରେନବାସୀ ଦେଶ ଛାଡି ପଳାୟନ କରିଛନ୍ତି...

ଆଜି ଆସିବେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ

ବେଜିଂ, ୩୧ା୩: ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଭିତରେ ବିଶ୍ୱରେ ନୂଆ ଓ୍ବାଲର୍‌ଡ ଅର୍ଡର (ବିଶ୍ୱର ଘଟଣାବଳୀକୁ ନିୟନ୍ତ୍ରଣ କରୁଥିବା ଏକ ବ୍ୟବସ୍ଥା ଯାହାକି ବୈଶ୍ୱିକ ସ୍ଥିରତା ପାଇଁ ପ୍ରତିଷ୍ଠିତ) ସୃଷ୍ଟି ହେଉଛି। ବୈଶ୍ୱିକ ଅସ୍ଥିରତା ମଧ୍ୟରେ ରୁଷିଆ ଓ ଚାଇନା ଏହି...

ଲେଉଟି ମାରୁଛି ରୁଷିଆ

କିଭ୍‌/ମସ୍କୋ, ୩୧ା୩: ଗୋଟିଏ ପଟେ ଶାନ୍ତି ଆଲୋଚନାରେ ଆକ୍ରମଣ ହ୍ରାସ ପ୍ରତିଶ୍ରୁତି, ଅନ୍ୟପଟେ ସୈନ୍ୟ ଗତିବିଧି ବଢ଼ାଇ ଯୁଦ୍ଧର ତୀବ୍ରତା ବୃଦ୍ଧି। ତୁର୍କୀର ଇସ୍ତାନବୁଲରେ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଶାନ୍ତି ଆଲୋଚନାରେ ଅଗ୍ରଗତି ହୋଇଥିବା କୁହାଯିବା ପରେ ଯାହା...

ଆସନ୍ତାକାଲି ଘଟିବ ବଡ଼ଧରଣର ସୌର ବିସ୍ଫୋରଣ, ପୃଥିବୀ ପ୍ରତି ବିପଦ

ଓ୍ବାଶିଂଟନ,୩୦ା୩: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ପୁଣି ଘଟିବ ସୌର ବିସ୍ଫୋରଣ। ଏହି ବିସ୍ଫୋରଣରେ ପୃଥିବୀରେ ଭୂ-ଚୁମ୍ବକୀୟ ଝଡ଼ ମାଡ଼ ହେବ । ନାସାର ଶକ୍ତିଶାଳୀ ସୋଲାର ଡାଇନାମିକ୍ସ ଅବଜରଭେଟୋରି ସୌରପୃଷ୍ଠରେ ଘଟୁଥିବା ଘଟଣାଗୁଡ଼ିକର ଚମତ୍କାର ଭିଜୁଆଲ କ୍ୟାପଚର କରିଛି। ଅନ୍ୟପକ୍ଷରେ...

ଇମ୍ରାନଙ୍କ ୟୁ-ଟର୍ନ

ଇସଲାମାବାଦ୍‌,୩୦।୩:ପାକିସ୍ତାନ ରାଜନୈତିକ ଅସ୍ଥିରତା ଭିତରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ୟୁ-ଟର୍ନ ନେଇଛନ୍ତି। ବୁଧବାର ସେ ଦେଶକୁ ସମ୍ବୋଧିକ କରିବାର ପୂର୍ବରୁ କାର୍ଯ୍ୟକ୍ରମ ଥିଲା। କିନ୍ତୁ ସେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ଆଇଏସଆଇ ମୁଖ୍ୟ...

ୟୁକ୍ରେନକୁ ସମ୍ପୂର୍ଣ୍ଣ ଧ୍ୱଂସ କରିବୁ: ପୁଟିନ

କ୍ୱିଭ୍‌,୩୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପଞ୍ଚମ ପର୍ଯ୍ୟାୟ ଶାନ୍ତି ଆଲୋଚନା ବି ସଫଳ ହୋଇପାରିନାହିଁ। ପ୍ରତ୍ୟେକ ଶାନ୍ତି ଆଲୋଚନା ପରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରୁଥିବା ଲକ୍ଷ୍ୟ କରାଯାଉଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ...

ଇମ୍ରାନଙ୍କ ଘରେ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଇସଲାମାବାଦ୍‌,୩୦।୩: ପାକିସ୍ତାନରେ ରାଜନୈତିକ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ରାଷ୍ଟ୍ରକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ଆଇଏସଆଇ ମୁଖ୍ୟ ନଦିମ ଅଞ୍ଜୁମ ଇମ୍ରାନଙ୍କୁ ଭେଟିବା...

ରୁଷିଆ-ୟୁକ୍ରେନ ଶେଷ ଆଲୋଚନା ବିଫଳ

କ୍ୱିଭ୍‌,୩୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଶେଷ ଆଲୋଚନା ମଧ୍ୟ ବିଫଳ ହୋଇଥିବା ଜଣାପଡିଛି। ରୁଷିଆର ଶକ୍ତି କେନ୍ଦ୍ରର କ୍ରେମଲିନ କହିଛି, ୟୁକ୍ରେନ ସହ ଶେଷ ପର୍ଯ୍ୟାୟ ଆଲୋଚନା ସଫଳ ହୋଇନାହିଁ। କ୍ରେମଲିନ ମୁଖପାତ୍ର ଦିମିତ୍ରୀ ପେସ୍କୋଭ ବୁଧବାର...

‘ଶେଷ ବଲ ପର୍ଯ୍ୟନ୍ତ ଖେଳିବେ ଇମ୍ରାନ’

କରାଚୀ,୩୦।୩: ‘ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜଣେ ଖେଳାଳି, ଯିଏ କି ଶେଷ ବଲ ପର୍ଯ୍ୟନ୍ତ ଖେଳେ। ସେ ଇସ୍ତଫା ଦେବେ ନାହିଁ। ଉଭୟ ବନ୍ଧୁ ଏବଂ ଶତ୍ରୁଗଣ ମଧ୍ୟରେ ମ୍ୟାଚ୍‌ ହେବ’। ପାକିସ୍ତାନ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ଏଭଳି...

ଇମ୍ରାନଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ୨ ମନ୍ତ୍ରୀ

ଇସଲାମାବାଦ୍‌,୩୦।୩: ପାକିସ୍ତାନରେ ଏକ ରାଜନୈତିକ ଅସ୍ଥିରତା ଜାରି ରହିଛି। ଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ଦେଶକୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ତାଙ୍କୁ ବଡ଼ ଝଟ୍‌କା ଲାଗିଛି। ପାକିସ୍ତାନର ଇମ୍ରାନ ସରକାରରେ...

ପୃଥିବୀରେ ୫୦ ପ୍ରତିଶତ ଗର୍ଭଧାରଣ ଅନିଚ୍ଛାକୃତ…

ଜେନେଭା, ୩୦।୩ : ମିଳିତ ଜାତିସଂଘ କହିଛି ଯେ ପୃଥିବୀର ପ୍ରାୟ ୫୦ ପ୍ରତିଶତ ଗର୍ଭଧାରଣ ଅନିଚ୍ଛାକୃତ ଏବଂ ଏହା ଏକ ମାନବିକ ଅଧିକାର ସଙ୍କଟ। ୟୁକ୍ରେନ ଯୁଦ୍ଧ ଯୋଗୁ ଏହି ସଙ୍କଟ ଆହୁରି ବିଗିଡି ଯାଇପାରେ ବୋଲି ଜାତିସଂଘ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri