ଅନ୍ତର୍ଜାତୀୟ

ପଶ୍ଚିମ ଦେଶକୁ ଚେତାବନୀ ଦେଲେ ପୁଟିନ

ମସ୍କୋ,୯।୩: ୟୁକ୍ରେନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୁଧବାର ପାଶ୍ଚାତ୍ୟ ଦେଶକୁ ଚେତାବନୀ ଦେଇଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି, ଆମେ ପାଲଟା କଟକଣା ଲାଗଇଲେ ପରିସ୍ଥିତି ଅସମ୍ଭାଳ ହେବ। ୟୁକ୍ରେନ ବିରୋଧରେ ଯୁଦ୍ଧକୁ ବିରୋଧ କରି ରୁଷ...

ଦେଶ ଛାଡ଼ିଲେ ପୂର୍ବତନ ମିସ୍‌ ୟୁକ୍ରେନ, ବଖାଣିଲେ ଯନ୍ତ୍ରଣା

କ୍ୱିଭ୍‌,୯ା୩: ରୁଷିଆ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଲୋକମାନେ ୟୁକ୍ରେନ ଛାଡ଼ି ଚାଲି ଆସୁଛନ୍ତି। ଏପର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଲୋକ ବାସହୀନ ହୋଇପଡ଼ିଛନ୍ତି। ଲକ୍ଷ ଲକ୍ଷ ଲୋକ ଅନ୍ୟ ଦେଶରେ ଶରଣାର୍ଥୀ ହୋଇଛନ୍ତି। ଏହି ସମୟରେ, ପୂର୍ବତନ ମିସ୍‌...

ପୁଟିନ୍‌ଙ୍କ ଲଜ୍ଜାଜନକ ରେକର୍ଡ, କଟକଣା ଜାରି କରିଥିବା କମ୍ପାନୀ ସଂଖ୍ୟା ୫୫୩୦ ଟପିଲା…

ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନ ଆକ୍ରମଣ ପରେ ରୁଷିଆ ଉପରେ ଆର୍ଥିକ କଟକଣା ଜାରି ହୋଇଛି। ଆର୍ଥିକ କଟକଣା ଜାରି କରିଥିବା କମ୍ପାନୀଗୁଡ଼ିକର ସଂଖ୍ୟା ଅନୁସାରେ ରାଷ୍ଟ୍ରପତି ବ୍‌ଲାଡିମୀର ପୁଟିନ ଏକ ବଡ଼ ଧରଣର ଲଜ୍ଜାଜନକ ରେକର୍ଡ କରିଛନ୍ତି। ୟୁକ୍ରେନ ଉପରେ...

ସୁମି ଅଞ୍ଚଳରେ ଏୟାର୍‌ଷ୍ଟ୍ରାଇକ୍‌ କଲା ରୁଷିଆ: ୨୨ ମୃତ

କ୍ୱିଭ୍‌,୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ସୁମିର ଆବାସିକ ଅଞ୍ଚଳ ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏଥିରେ ଅତିକମ୍‌ରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ପିଲା ସାମିଲ ଅଛି। ସୂଚନାଯୋଗ୍ୟ, ଆଜି...

୨୦ ଲକ୍ଷ ଛାଡ଼ିଲେ ଭିଟାମାଟି, ୮ ଲକ୍ଷ ଶିଶୁ ବି ସାମିଲ…

କ୍ୱିଭ୍‌/ମସ୍କୋ,୯।୩ : ୟୁକ୍ରେନଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୦ ଲକ୍ଷ ଲୋକ ଭିଟାମାଟି ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୮ ଲକ୍ଷ ଶିଶୁ ମଧ୍ୟ ରହିଛନ୍ତି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍‌ର ୮୧...

ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପୁଟିନ୍‌ଙ୍କ ଲୋକପ୍ରିୟତା ନିଜ ଦେଶରେ ୭୧ ପ୍ରତିଶତ ବଢ଼ିଲା…

ମସ୍କୋ,୯।୩ : ୟୁକ୍ରେନ ଉପରେ ଆକ୍ରମଣ ପରେ ରୁଷିଆରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ଲୋକପ୍ରିୟତା ୭୧ ପ୍ରତିଶତ ବୃଦ୍ଧି ପାଇଛି। ଯୁଦ୍ଧକୁ ନେଇ ବିରୋଧ ପ୍ରଦର୍ଶନ ମଧ୍ୟରେ, ରୁଷିଆର ୬୫ ପ୍ରତିଶତ ଜନସାଧାରଣ ଏକ ସରକାରୀ ଏଜେନ୍ସି ଦ୍ୱାରା କରାଯାଇଥିବା...

ଲୁହ କୋହର ପରିବେଶ, ମୃତଦେହ-ଭୋକିଲା ଗୋଟିଏ ସ୍ଥାନରେ…

କ୍ୱିଭ୍‌,୯।୩ : ୟୁକ୍ରେନର ମାରିଅପୋଲରେ ରୁଷିଆର ଆକ୍ରମଣ ପରେ ରାସ୍ତାରେ ପଡ଼ିଥିବା ମୃତଦେହଗୁଡ଼ିକରୁ ସହରର ବିନାଶର ଦୃଶ୍ୟ ସ୍ପଷ୍ଟ ଦେଖାଯାଉଛି। ଅନେକ ଦିନ ଧରି ଭୋକିଲା ଲୋକମାନେ ଖାଦ୍ୟ ସନ୍ଧାନରେ ଦୋକାନଗୁଡ଼ିକର ତାଲା ଭାଙ୍ଗୁଛନ୍ତି। ମୃତଦେହ ଏବଂ ଭୋକିଲା ଗୋଟିଏ...

ଶାନ୍ତି ମୁହାଁ ପୁଟିନ୍‌-ଜେଲେନସ୍କି, ବେନେଟଙ୍କ ମଧ୍ୟସ୍ଥତା…

କ୍ୱିଭ୍‌/ମସ୍କୋ,୯।୩ : ଗତ ୧୪ ଦିନ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଶାନ୍ତି ପ୍ରୟାସ ସମ୍ଭାବନା ଏବେ ବଢ଼ିବାରେ ଲାଗିଛି। ଇସ୍ରାଏଲ, ଭାରତ ଏବଂ ଫ୍ରାନ୍ସର ବରିଷ୍ଠ ନେତାଙ୍କ ଉଦ୍ୟମର ପ୍ରଭାବ ବର୍ତ୍ତମାନ ସ୍ପଷ୍ଟ ଦେଖାଯାଉଛି।...

ଅସ୍ତ୍ରଶସ୍ତ୍ର ବିକ୍ରି ପାଇଁ ଯୁଦ୍ଧ, ୫ ବଡ଼ ବିକ୍ରେତା…

ଓ୍ବାଶିଂଟନ/ମସ୍କୋ,୯।୩: ୟୁକ୍ରେନ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଅସ୍ତ୍ରଶସ୍ତ୍ର ବିକ୍ରି ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରୁଷିଆର ଆଣବିକ ଅସ୍ତ୍ର ପ୍ରୟୋଗ ଭୟରେ ଆମେରିକା ଏବଂ ନାଟୋ ଦେଶକୁ ୟୁକ୍ରେନଠାରୁ ଦୂରରେ ରହିଛନ୍ତି। ତୃତୀୟ ବିଶ୍ୱଯୁଦ୍ଧର ଭୟ...

ଋଷିଆରେ ବ୍ୟବସାୟ ବନ୍ଦ କଲା କୋକାକୋଲା,ପେପ୍ସିକୋ

ୱାଶିଂଟନ: ଋଷିଆରେ ବ୍ୟବସାୟ ବନ୍ଦ କଲା କୋକାକୋଲା ଏବଂ ପେପ୍ସିକୋ କମ୍ପାନୀ । ଏହି ଦୁଇ କମ୍ପାନୀ ଋଷରେ ନିଜର ଉତ୍ପାଦନ ଓ ବିକ୍ରୟକୁ ସ୍ଥଗିତ ରଖିବ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି । ୟୁକ୍ରେନ ଉପରେ ଋଷର ଆକ୍ରମଣକୁ...

ପୁଟିନ୍‌ଙ୍କ ଭୟରେ ଯୁଦ୍ଧ ବିମାନ ଦେବାକୁ ମନାକଲେ ବାଇଡେନ୍‌…

ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନକୁ ପୁଣି ଏକ ବଡ ଝଟକା ମିଳିଛି। ପୋଲାଣ୍ଡର ୨୮ ମିଗ -୨୯ ଯୁଦ୍ଧ ବିମାନ ଯୋଗାଇବା ପ୍ରସ୍ତାବକୁ ଆମେରିକା ପ୍ରତ୍ୟାଖ୍ୟାନ କରିଛି। ପୋଲାଣ୍ଡର ମିଗ-୨୯ ଯୁଦ୍ଧ ବିମାନକୁ ଜର୍ମାନୀର ଆମେରିକାର ବାୟୁସେନା ବେସକୁ ସ୍ଥାନାନ୍ତର କରିବାକୁ...

ସୁମିରୁ ଉଦ୍ଧାର ହେଲେ ସବୁ ଭାରତୀୟ

ସୁମି,୯ା୩: ୟୁକ୍ରେନ୍‌ର ସୁମିରେ ଫସିଥିବା ସମସ୍ତ ୬୯୪ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ବସ୍‌ ଯୋଗେ ପୋଲଟାଭା ଅଣାଯାଇଥିବା ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି। ସେଠାରୁ ସେମାନେ ବିମାନ ଯୋଗେ ଭାରତ ଫେରିବେ। ଗଣମାଧ୍ୟମକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri