Advertisement

କାରଗିଲ ବିଜୟ ଦିବସ

ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ

ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ

ଶିମଲା,୧।୪: କରୋନା ସଂକ୍ରମଣ ଯୋଗୁ ଦେଶର ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ହିମାଚଳ…

4 years ago
କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀକରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ଆକ୍ରାନ୍ତ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଟେଲିଫୋନ ଯୋଗେ କଥା ହୋଇଥିବା ବେଳେ ଅପରାହ୍ନରେ…

5 years ago
ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୪୦ ଦିନିଆ ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ସାଧାରଣ ଜନତା ଭାବୁଛନ୍ତି ଏହାପରେ ଜୀବନ…

5 years ago
ମାର୍ଚ୍ଚରେ ଅବସର ନେବାକୁ ଥିବା ଡାକ୍ତର, ନର୍ସ ଆଉ ୨ ମାସ ଯୋଗାଇବେ ସେବାମାର୍ଚ୍ଚରେ ଅବସର ନେବାକୁ ଥିବା ଡାକ୍ତର, ନର୍ସ ଆଉ ୨ ମାସ ଯୋଗାଇବେ ସେବା

ମାର୍ଚ୍ଚରେ ଅବସର ନେବାକୁ ଥିବା ଡାକ୍ତର, ନର୍ସ ଆଉ ୨ ମାସ ଯୋଗାଇବେ ସେବା

ଚେନ୍ନାଇ,୩୧।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ସବୁ ରାଜ୍ୟରେ ଡାକ୍ତର,…

5 years ago
କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନକାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

ପୁଣେ, ୨୬।୭: ସାରା ଦେଶ ଶୁକ୍ରବାର କାର୍‌ଗିଲ ବିଜୟ ଦିବସ ପାଳନ କରୁଥିଲାବେଳେ କିଛି ଘରେ ଆଜି ବି ସମ୍ପର୍କୀୟଙ୍କୁ ହରାଇବାର ଦୁଃଖ ଲିଭିନାହିଁ। ମହାରାଷ୍ଟ୍ରର ସତାରାରେ…

6 years ago
କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂକାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ ପର୍ଯ୍ୟନ୍ତ…

6 years ago
୧୯୯୯ରେ କାରଗିଲ୍‌ ଯାଇଥିଲେ ମୋଦି, ଶେୟାର୍‌ କଲେ ଯୁଦ୍ଧ ବେଳର ଫଟୋ୧୯୯୯ରେ କାରଗିଲ୍‌ ଯାଇଥିଲେ ମୋଦି, ଶେୟାର୍‌ କଲେ ଯୁଦ୍ଧ ବେଳର ଫଟୋ

୧୯୯୯ରେ କାରଗିଲ୍‌ ଯାଇଥିଲେ ମୋଦି, ଶେୟାର୍‌ କଲେ ଯୁଦ୍ଧ ବେଳର ଫଟୋ

ନୂଆଦିଲ୍ଲୀ, ୨୬।୭: ଆଜି ଦେଶ ପାଇଁ ଗୌରବର ଦିନଟିଏ। ଆଜକୁ ଠିକ୍‌ ୨୦ବର୍ଷ ପୂର୍ବେ କାରଗିଲରେ ଭାରତୀୟ ସୈନ୍ୟମାନେ ପାକିସ୍ତାନକୁ ଧୂଳି ଚଟେଇ ଦେଇଥିଲେ। ଯୁଦ୍ଧରେ ପାକିସ୍ତାନକୁ…

6 years ago
କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀକାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୭: ଆଜି ସାରା ଦେଶରେ କାରଗିଲ୍‌ ବିଜୟ ଦିସ ପାଳନ କରାଯାଉଛି। ଏହି ଅବସରରେ କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ…

6 years ago
ଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନ

ଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନ

ନୂଆଦିଲ୍ଲୀ, ୨୬।୭: କାରଗିଲ ଯୁଦ୍ଧକୁ ବିତିଛି ୨୦ ବର୍ଷ। ୧୯୯୯ ମସିହାରେ ଆଜିର ଦିନରେ ପାକିସ୍ତାନକୁ ପରାଜିତ କରି କାରଗିଲରେ ବିଜୟର ଧ୍ୱଜା ଉଡାଇଥିଲା ଭାରତ। କାରଗିଲ୍‌…

6 years ago
କାରଗିଲ୍‌ର ବ୍ୟଥା: ନିଜ ମୃତ ସୈନ୍ୟଙ୍କୁ ଚିହ୍ନିବାକୁ ମନା କରିଥିଲା ପାକିସ୍ତାନକାରଗିଲ୍‌ର ବ୍ୟଥା: ନିଜ ମୃତ ସୈନ୍ୟଙ୍କୁ ଚିହ୍ନିବାକୁ ମନା କରିଥିଲା ପାକିସ୍ତାନ

କାରଗିଲ୍‌ର ବ୍ୟଥା: ନିଜ ମୃତ ସୈନ୍ୟଙ୍କୁ ଚିହ୍ନିବାକୁ ମନା କରିଥିଲା ପାକିସ୍ତାନ

ଶ୍ରୀନଗର,୨୫।୭: ଭାରତରେ ଜୁଲାଇ ୨୬ରେ କାରଗିଲ୍‌ ବଜୟ ଦିବସ ପାଳିତ ହେଉଛି। ଗତ ୨୦ ବର୍ଷ ଧରି ଏହା ପାଳିତ ହୋଇଆସୁଛି। ୧୯୯୯ ଜୁଲାଇ ୨୬ରେ ଭାରତ…

6 years ago