ଜୀବନଚର୍ଯ୍ୟା

ଏହିସବୁ ଧାତୁରେ କରନ୍ତୁ ଗଣେଶଙ୍କୁ ପୂଜାର୍ଚ୍ଚନା, ଚମକିବ ଭାଗ୍ୟ

ଗଣେଶ ପୂଜା ଆସନ୍ତାକାଲି ଅର୍ଥାତ୍‌ ଶନିବାର ପଡୁଛି। ତେବେ ଏହି ପୂଜାରେ ଅନେକ ଧାତୁର ବାସନକୁସନ ବ୍ୟବହାର କରାଯାଏ। ଯଥା ଥାଳି, ଢାଳ, ଦୀପ, କଳସ, ଘଣ୍ଟି…

4 years ago

ଏହି ମନ୍ଦିରରେ ବଢୁଛି ଗଣେଶ ମୂର୍ତ୍ତିଙ୍କ ଆକାର, ଥରେ ଗଲେ ଦୂର ହୁଏ ସମସ୍ତ ଦୁଃଖ

ଭାରତରେ ଏମିତି ଏକ ମନ୍ଦିର ଅଛି, ଯେଉଁଠି ଥିବା ଗଣେଶଙ୍କ ମୂର୍ତ୍ତି ଧୀରେ ଧୀରେ ବଢୁଛି। ଏପରି ମନ୍ଦିର ରହିଛି ଆନ୍ଧ୍ରପ୍ରଦେଶର ଚିତ୍ତର ଜିଲାର ଇରାଲା ମଣ୍ଡଳ…

4 years ago

ଅନ୍ୟପାଇଁ ଭୋଗିବାକୁ ପଡୁଛି କି ଦୁଃଖ: ଏପରି ପରିସ୍ଥତି ଉପୁଜିଲେ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଶହ ଶହ ବର୍ଷ ପୂର୍ବରୁ ଯେପରି ଥିଲା ଆଜି ବି ତାହା ସେମିତି ରହିଛି। ଜୀବନକୁ ସଫଳ ଏବଂ ସୁଖମୟ କରିବା ପାଇଁ…

4 years ago

ଘରର ଏହି ଦିଗରେ ଭୁଲରେ ବି ଶୁଅନ୍ତୁ ନାହିଁ ବିବାହିତ ମହିଳା, ନଚେତ….

ବାସ୍ତୁ ଶାସ୍ତ୍ରୀରେ ଘରର ସମସ୍ତ ଦିଗକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଇଥାଏ। ପଶ୍ଚିମ ଏବଂ ଉତ୍ତରର ମଧ୍ୟଭାଗରେ ଅବସ୍ଥିତ ଉତ୍ତର-ପଶ୍ଚିମ ଦିଗକୁ ବାୟବ୍ୟ କୋଣ କୁହାଯାଏ। ସେହିଭଳି ଉତ୍ତର-ପଶ୍ଚିମ…

4 years ago

ଜୀବନରେ ଖରାପ ସମୟ ଚାଲିଛି କି.. ଆପଣାନ୍ତୁ ଚାଣକ୍ୟଙ୍କ ଏହି ୫ ଉପାୟ; ହେବେ ସଫଳ

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଖରାପ ସମୟ ଆସିଲେ ବ୍ୟକ୍ତିକୁ ପ୍ରଥମେ ନିଜର ଭୟକୁ ଦୂର କରିବାକୁ ପଡିବ। କାରଣ ଭୟ ଆମକୁ ଦୁର୍ବଳ କରିଦିଏ ଏବଂ ଏହା…

4 years ago

ନଷ୍ଟ ହେବନି ପୁରୁଣା ପୋଷାକ

ପୋଷାକ ପୁରୁଣା ହୋଇଗଲେ କିମ୍ବା କୌଣସି କାରଣରୁ ଚିରିଗଲେ ଅବା ଛୋଟ ହୋଇଗଲେ ସାଧାରଣତଃ ଅନେକଙ୍କ ଲାଗି ଏହା ଅନାବଶ୍ୟକ ହୋଇ ପଡିରହେ କିମ୍ବା ଫିଙ୍ଗା ହୋଇଯାଏ।…

4 years ago

ପିଲା ରହିବେ ଫିଟ୍‌

ଅଧିକାଂଶ ମାତାପିତା ସେମାନଙ୍କ ପିଲାମାନଙ୍କୁ ମୋଟା ହୋଇଥିବାର ଦେଖି ଭାରି ଖୁସି ହୁଅନ୍ତି। ଆଉ ପିଲା ଯେପରି କୌଣସି କାରଣରୁ ଝଡି ନ ଯାଏ ବା ପତଳା…

4 years ago

ଆତ୍ମନିର୍ଭରଶୀଳ ଗୃହିଣୀ

ଜଣେ ଗୃହିଣୀ ଦିନ ସାରା ପରିବାରର ପ୍ରତ୍ୟେକ କାର୍ଯ୍ୟ କରିଥାଏ। ହେଲେ ଏହି ଅବିରତ ଶ୍ରମ ବଦଳରେ ତାକୁ ନା ମିଳିଥାଏ କୌଣସି ପାରିଶ୍ରମିକ ନା ପ୍ରଶଂସା।…

4 years ago

ଘରୋଇ ସ୍କ୍ରବ୍‌

ତ୍ୱଚାକୁ ବ୍ରଣ କିମ୍ବା ଅନ୍ୟାନ୍ୟ ସମସ୍ୟାଠୁ ଦୂରେଇ ରଖିବା ଲାଗି ମଝିରେ ମଝିରେ ଏକ୍ସଫୋଲିଏଟ୍‌ କରିବା ଦରକାର; ଯାହା କି ତ୍ୱଚାକୁ ଧୂଳି, ପ୍ରଦୂଷଣରୁ ରକ୍ଷା କରିଥାଏ।…

4 years ago

ରେନଡ୍ସ ସିଣ୍ଡ୍ରୋମ୍‌

ବାରମ୍ବାର ଅଧିକ ଗରମ କିମ୍ବା ଥଣ୍ଡା ପାଣି ସଂସ୍ପର୍ଶରେ ହାତ ଆସିବା ଦ୍ୱାରା ‘ରେନଡ୍ସ ସିଣ୍ଡ୍ରୋମ୍‌’ ସମସ୍ୟା ଦେଖାଦେଇଥାଏ। ତେବେ ତୀବ୍ର ବେଗରେ ଘୂରି ବୁଲୁଥିବା ଗତିଶୀଳ…

4 years ago