ଜୀବନଚର୍ଯ୍ୟା

୬ ଫୁଟ୍‌ରୁ ଅଧିକ ଉଚ୍ଚତା ବିଶିଷ୍ଟ ଲୋକଙ୍କୁ କରୋନା ଆଶଙ୍କା ଅଧିକ ନା କମ୍‌ ଜାଣନ୍ତୁ

କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ତେବେ କରୋନା ଏବେ ସବୁ ବୟସର ଲୋକଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛି। ଏକ ଗବେଷଣାରୁ ଜଣାପଡିଛି…

4 years ago

ଠିକ୍‌ ଭାବେ କରନ୍ତୁ ଶିଶୁର ଦେଖାଶୁଣା

ଶିଶୁମାନଙ୍କର ଠିକ୍‌ ଭାବେ ଯତ୍ନ ନ ନେଲେ ସେମାନଙ୍କର ବହୁ ପ୍ରକାରର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ଯଦି ପ୍ରଥମକରି ମାଆ ହୋଇଥାନ୍ତି ତେବେ ପିଲାମାନଙ୍କର ଯତ୍ନ…

4 years ago

ଭେଣ୍ଡି ଦୋପିଆଜା

ଆବଶ୍ୟକ ସାମଗ୍ରୀ: ଭେଣ୍ଡି- ୫୦୦ଗ୍ରାମ୍‌, ଅଦା- ୧ ଇଞ୍ଚ, ପିଆଜ- ୨ଟି ବଡ଼, ଜିରା- ୧ ଚାମଚ, ହଳଦୀ ଗୁଣ୍ଡ- ଅଧା ଚାମଚ, ଲଙ୍କା ଗୁଣ୍ଡ ଓ…

4 years ago

କ’ଣ କରେ ଘିଅ

ଘିଅ (ଗୁଆଘିଅ)ର ଅନେକ ଫାଇଦା ରହିଛି। କିନ୍ତୁ ସାଧାରଣତଃ ଲୋକେ ଭାବିଥାନ୍ତି କି ଘିଅ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। କିନ୍ତୁ ଏହା ସମ୍ପୂର୍ଣ୍ଣ ଭୁଲ୍‌ ଧାରଣା।…

4 years ago

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ ପଡ଼ିଥାଏ।…

4 years ago

କିପରି ଲଗାଇବେ ମୁଲତାନୀ ମାଟି

ମୁଲତାନୀ ମାଟି ତ୍ୱଚା ନିମନ୍ତେ ବରଦାନ ସଦୃଶ। ଏହାକୁ ସବୁ ପ୍ରକାରର ତ୍ୱଚାରେ ଲଗାଇ ହେବ। ଏହା ତ୍ୱଚାରେ କୌଣସି ସାଇଡ୍‌ ଇଫେକ୍ଟ ସୃଷ୍ଟି ନ କରି…

4 years ago

ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି।…

4 years ago

ରକ୍ତ ପରୀକ୍ଷାରୁ ଶୀଘ୍ର ଜଣାପଡିବ କ୍ୟାନ୍‌ସର

କଥିତ ଅଛି- ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ଆଜିକାଲି କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ସ୍ତରରେ ଚିହ୍ନଟ କରାଯାଇ ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ହେଲେ ଏହି ସମୟରେ…

4 years ago

ସନ୍ତୁଳିତ ଆହାର ବଢ଼ାଏ ରୋଗ ପ୍ରତିରୋଧକ ଶକ୍ତି

ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୂତାଣୁ(କୋଭିଡ-୧୯)ମହାମାରୀ ରୂପ ଧାରଣ କରି ପ୍ରତିଦିନ ଶହଶହ ଲୋକଙ୍କ ଜୀବନ ନେଉଛି । ଏପରିସ୍ଥଳେ ଉକ୍ତ ମହାମାରୀ ଭୂତାଣୁକୁ ପ୍ରତିରୋଧ ନିମନ୍ତେ…

4 years ago

ଟିଟାନ୍‌ରେ ଜୀବର ସମ୍ଭାବନା

ଟିଟାନ୍‌ ହେଉଛି ଶନିର ବୃହତ୍ତମ ଉପଗ୍ରହ। ଏହାର ବ୍ୟାସ ହେଉଛି ୫୧୫୦ କିମି ଏବଂ ଏହା ହେଉଛି ସୌରଜଗତର ଦ୍ୱିତୀୟ ବୃହତ୍ତମ ଗ୍ରହ। ସୌରଜଗତର ବୃହତ୍ତମ ଉପଗ୍ରହ…

4 years ago